Posted inଜାତୀୟ

ମାୟାବତୀଙ୍କୁ ମୁଁ ସମ୍ମାନ କରେ: ଅଖିଳେଶ

ଲକ୍ଷ୍ନୌ,୫।୬: ଏସ୍‌ପି-ବିଏସ୍‌ପି ମେଣ୍ଟରେ ଫାଟ ସୃଷ୍ଟି ହେବା ପରେ ମାୟାବତୀ ଏକ ପ୍ରକାର ଅଖିଳେଶଙ୍କଠାରୁ ମୁହଁ ଫେରାଇ ନେଇଛନ୍ତି କହିଲେ ଚଳେ। ମେଣ୍ଟ ନ ହେଲେ ବି ଅଖିଳେଶ ମାୟାବତୀଙ୍କୁ ସମ୍ମାନ କରନ୍ତି ବୋଲି କହିଛନ୍ତି। ବୁଧବାର   ଏକ ସାକ୍ଷାତ୍‌କାରରେ ଅଖିଳେଶ କହିଛନ୍ତି ସେ ମହୀଶୂରରେ ଇଞ୍ଜିନିୟରିଂ ପଢିଛନ୍ତି । ତେଣୁ ପରୀକ୍ଷାରେ ସବୁବେଳେ ପାସ୍‌ କରିବା ସମ୍ଭବ ହୋଇ ନ ଥାଏ। ମେଣ୍ଟ ପରେ ହୁଏତ ମୁଁ ଶିଖିବାକୁ ପାଇଛି ମୋ ପାଖରେ କ’ଣ ଅଭାବ ରହିଛି। ସୂଚନାଯୋଗ୍ୟ, ଗତ ଲୋକ ସଭା ନିର୍ବାଚନରେ ହାରିବା ପରେ ଏବେ ଏସ୍‌ପି-ବିଏସ୍‌ପି ମେଣ୍ଟରେ ଫାଟ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ରୂପ ନେଲା ଯୁଦ୍ଧ: ୟୁକ୍ରେନ ଉପରେ ୩ହଜାର କେଜିର ବୋମା ମାଡ଼, ସାରା ବିଶ୍ୱ ସ୍ତବ୍ଧ

ରୁଷିଆ,୧୫।୭: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବେ ଭୟଙ୍କର ରୂପ ନେଇଛି। ସୋମବାର ରୁଷିଆ ସେନା ୟୁକ୍ରେନର ଜାପୋରିଝିଆ ଅନ୍ତର୍ଗତ ଓରିଖୋଭ ସହର ଉପରେ…

୫୦୦୦ ଟଙ୍କା ପାଇଁ ମହିଳାଙ୍କୁ ଜିଅନ୍ତା ଜାଳିଦେଲେ ପଡ଼ୋଶୀ

ପାଟନ୍‌,୧୫।୭: ମାତ୍ର ୫୦୦୦ଟଙ୍କା ଋଣ କାରବାରକୁ କେନ୍ଦ୍ରକରି ଗୁଜରାଟର ପାଟନ୍‌ ଜିଲାରେ ପିଙ୍କିବେନ ପଟନୀ(୩୫) ନାମକ ଜଣେ ବିଧବା ମହିଳାଙ୍କୁ ପଡ଼ୋଶୀ ବାବୁଭାଇ ରାବଲ୍‌ ପେଟ୍ରୋଲ ଢାଳି…

ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର, ୧୫।୭: ପ୍ରବଳ ବର୍ଷା ପାଇଁ ଆଜି ପୁରୀ ଜିଲାରେ ସମସ୍ତ ସ୍କୁଲ ବନ୍ଦ ରହିବ। ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ ପାଇଁ ଛୁଟି ଘୋଷଣା।…

କଫ ସିରପ୍‌ର ହବ୍‌ ପାଲଟିଛି ବରଗଡ଼: ରାଜଧାନୀକୁ ଚେର

ବରଗଡ଼,୧୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ନିଶା କାରବାରର ହବ ପାଲଟିଛି। ଏଠାରେ କଫ୍‌ ସିରପଠାରୁ ଆରମ୍ଭ କରି ଗଞ୍ଜେଇ, ବ୍ରାଉନସୁଗାର ଆଦି ନିଶା କାରବାର ଚାଲିଛି। ପୋଲିସ ଥରକୁଥର ଚଢ଼ାଉ…

ଜୋର୍‌ଦାର ହେଲା ଆମେରିକା-ଇରାନ ଯୁଦ୍ଧ: ଭୟରେ ଥରହର ସାରା ବିଶ୍ୱ

ଦୁବାଇ,୧୫ା୭: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ସୁରକ୍ଷିତ ଜାହାଜ ଚଳାଚଳ ପାଇଁ ଆମେରିକା ୨୦ ପ୍ରତିଶତ ଟିକସ ଲଗାଇବା ସହ ଇରାନୀୟ ବନ୍ଦରଗୁଡ଼ିକ ଉପରେ ପୁଣିଥରେ ଅବରୋଧ ଲଗାଇବାକୁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ…

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri