Posted inଜାତୀୟ

ମାୟାବତୀଙ୍କ ବଂଶବାଦ: ଭାଇ ପୁତୁରାଙ୍କୁ ଗୁରୁ ଦାୟିତ୍ୱ

ଲକ୍ଷ୍ନୌ,୨୩।୬: ବିଏସ୍‌ପି ଅଧ୍ୟକ୍ଷା ମାୟାବତୀଙ୍କ ଅଧ୍ୟକ୍ଷତାରେ ରବିବାର ଦଳୀୟ କର୍ମକର୍ତ୍ତାଙ୍କ ଏକ ବୈଠକ ଅନୁଷ୍ଠୀତ ହୋଇଯାଇଛି। ବୈଠକରେ ସାଂଗଠନିକ କ୍ଷେତ୍ରରେ କେତେକ ପରିବର୍ତ୍ତନ କରାଯାଇଛି। ଏଥିରେ ମାୟାବତୀ ବଂଶବାଦକୁ ପୁଣି ଗୁରୁତ୍ୱ ଦେଇଥିବା କୁହାଯାଉଛି। ତାଙ୍କ ଭାଇ ଆନନ୍ଦ କୁମାରଙ୍କୁ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ପଦବୀ ଦିଆଯାଇଛି। ସେହିପରି ପୁତୁରା ଆକାଶ ଆନନ୍ଦଙ୍କୁ ରାଷ୍ଟ୍ରୀୟ ସମନ୍ବୟକ ଦାୟିତ୍ୱ ପ୍ରଦାନ କରାଯାଇଛି। ଏହା ସହିତ ରାଷ୍ଟ୍ରୀୟସ୍ତରରେ ୨ ଜଣ ସମନ୍ବୟକଙ୍କୁ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଲେଟ ମ୍ୟାନ୍‌ ପି.ଭି. ସତୀଶଙ୍କ ପରଲୋକ

ହାଇଦ୍ରାବାଦ, ୨୦ା୩: ମାଣ୍ଡିଆକୁ ଏକ ବିକଳ୍ପ, ପରିବେଶ ଅନୁକୂଳ କୃଷି ଉତ୍ପାଦ ଭାବେ ପ୍ରଦର୍ଶିତ କରିବାରେ ପ୍ରମୁଖ ଭୂମିକା ନେଇ ‘ମିଲେଟ୍‌ ମ୍ୟାନ୍‌’ର ପରିଚୟ ହାସଲ...

ରାଜ୍ୟ ସଭାରେ ହଙ୍ଗାମା: ୮ ଏମ୍‌ପି ସପ୍ତାହେ ପାଇଁ ନିଲମ୍ବିତ

ନୂଆଦିଲ୍ଲୀ, ୨୧।୯: ମୌସୁମୀ ଅଧିବେଶନର ୮ମ ଦିନରେ ସୋମବାର ରାଜ୍ୟ ସଭାରେ ୮ ବିରୋଧୀ ସଦସ୍ୟଙ୍କୁ ଏକ ସପ୍ତାହ ପାଇଁ ନିଲମ୍ବିତ କରାଯାଇଛି। କୃଷି ବିଧେୟକକୁ...

ବିରୋଧୀ ନେତାଙ୍କ ବୈଠକ ଡାକିଲେ ପାଓ୍ବାର

ନୂଆଦିଲ୍ଲୀ,୨୩ା୩: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିରୋଧୀ ଏକତା ଉପରେ ଜୋର୍‌ ଦିଆଯାଉଥିବାବେଳେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାର ଏକ ଗୁରୁତ୍ୱପୂର୍ଣ୍ଣ...

କେତେକ ରୋଗରୁ ରଖେ ଦୂରେଇ ଏହି ରସ…

ସକାଳେ ଚାମୁଚେ ଅଁଳାରସ ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ପିପ୍ପଳୀ ଏକ ଭାଗ ଓ ସୈନ୍ଧବ ଲୁଣ ଏକତ୍ର ଚୂର୍ଣ୍ଣ କରି ସେଥିରେ ଅଁଳାରସ...

ସୀମାରେ ସୁରକ୍ଷା-ସ୍ଥିରତା ପାଇଁ ଭାରତ-ଚାଇନା ସହମତି…

ଲଦାଖ, ୧୨।୩ : ପୂର୍ବ ଲଦାଖରେ ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ ମାର୍ଚ୍ଚ ୧୧ରେ ଦୁଇ ଦେଶର ମଧ୍ୟରେ ହୋଇଥିବା...

ଓ୍ବାଲର୍‌ଡ ହେଲ୍‌ଥ ଆସେମ୍ବ୍ଲି ମୁଖ୍ୟ କମିଟିର ଅଧ୍ୟକ୍ଷ ହେଲେ ରାଜେଶ ଭୂଷଣ

ନୂଆଦିଲ୍ଲୀ,୨୫।୫:କେନ୍ଦ୍ରୀୟ ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣଙ୍କୁ ୭୫ତମ ଓ୍ବାଲର୍‌ଡ ହେଲ୍‌ଥ ଆସେମ୍ବ୍ଲି ମୁଖ୍ୟ କମିଟିର ଅଧ୍ୟକ୍ଷ ଭାବେ ବଛାଯାଇଛି। ବୈଶ୍ୱିକ ସ୍ବାସ୍ଥ୍ୟ ସଦସ୍ୟଙ୍କ ସହ ପ୍ରସାଶନିକ...

ଭାରତରେ ୪ ଲକ୍ଷରୁ ଅଧିକ ଭିକାରି

ନୂଆଦିଲ୍ଲୀ,୧୧।୩: ଦେଶରେ ଭିକାରଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସମ୍ପ୍ରତି ଦେଶରେ ୪ ଲକ୍ଷରୁ ଅଧିକ ଭିକାରି ରହିଛନ୍ତି। ସେମାନଙ୍କ ମଧ୍ୟରୁ ପଶ୍ଚିମବଙ୍ଗରେ ସର୍ବାଧିକ ୮୧ ହଜାର...

ସଞ୍ଜୟ ରାଉତଙ୍କୁ ହତ୍ୟା ଧମକ

ମୁମ୍ବାଇ,୯।୬: ଶିବସେନା ମୁଖ୍ୟ ଉଦ୍ଧବ ଠାକରେଙ୍କ ଦଳର ନେତା ସଞ୍ଜୟ ରାଉତଙ୍କୁ ମିଳିଲା ହତ୍ୟା ଧମକ । ସଞ୍ଜୟଙ୍କ ବିଧାୟକ ଭାଇ ସୁନୀଲ ରାଉତଙ୍କୁ ଅଜଣା...

Advertisement
Archives

Model This Week