Posted inଜାତୀୟ

ମାୟାବତୀଙ୍କ ଭାଇଙ୍କ ଘରେ ଆୟକର ଚଢ଼ାଉ: ୪ ଶହ କୋଟିର ପ୍ଲଟ୍‌ ସିଲ

ଲକ୍ଷ୍ନୌ,୧୮।୭: ବିଏସ୍‌ପି ଅଧ୍ୟକ୍ଷା ମାୟାବତୀଙ୍କ ଭାଇଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ଏହା ଅନ୍ତର୍ଗତ ଉତ୍ତରପ୍ରଦେଶ ନୋଏଡ଼ାଠାରେ ଥିବା ତାଙ୍କର ୪ଶହ କୋଟି ମୂଲ୍ୟର ଏକ ବେନାମୀ ପ୍ଲଟ୍‌କୁ ଆୟକର ଅଧିକାରୀ ସିଲ୍‌ କରିଛନ୍ତି। ମାୟାବତୀଙ୍କ ଭାଇ ଆନନ୍ଦ କୁମାରଙ୍କ ପାଖରେ ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ ତାଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ୭ ଏକର ଏହି ପ୍ଲଟ୍‌ ଉପରେ ୨୮ ହଜାର ୩ ଶହ ୨୮ ବର୍ଗମିଟରର ଏକ ଫ୍ଲାଟ୍‌ ନିର୍ମାଣ କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗ୍ରା ରାସାୟନିକ କାରଖାନାରେ ଭୟାବହ ଅଗ୍ନିକାଣ୍ଡ

ଆଗ୍ରା,୭।୯-ଉତ୍ତରପ୍ରଦେଶ ଆଗ୍ରାସ୍ଥିତ ସିକନ୍ଦରା ଅଞ୍ଚଳରେ ଥିବା ଏକ ରାସାୟନିକ କାରଖାନାରେ ସୋମବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। କେମିକାଲ ଫ୍ୟାକ୍ଟ୍ରିରେ...

କୋର୍ଟରେ ଜଜ୍‌ଙ୍କୁ ପିଟିଲେ ପୋଲିସ ଅଧିକାରୀ

ମଧୁବନି(ବିହାର),୧୮।୧୧: କୋର୍ଟ ମଧ୍ୟରେ ଜଜ୍‌ଙ୍କୁ ମାଡ଼ ମାରିବା ଘଟଣାରେ ଗିରଫ ହୋଇଛନ୍ତି ଦୁଇ ଜଣ ପୋଲିସ କର୍ମୀ। ବିହାରର ମଧୁବନି ଜିଲାରେ ବୁଧବାର ଘଟିଛି ଏହି...

ଦୂର୍ଗାପୂଜାରେ ହେବନାହିଁ ପ୍ଲାଷ୍ଟିକର ବ୍ୟବହାର

ଶିଲଂ,୩।୧୦: ଚଳିତ ବର୍ଷ ଦୁର୍ଗାପୂଜାରେ ମେଘାଳୟରେ ପ୍ଲାଷ୍ଟିକର ବ୍ୟବହାର କରାଯିବ ନାହିଁ ବୋଲି ଜଣାପଡିଛି। ତେବେ ମେଘାଳୟ କେନ୍ଦ୍ରୀୟ ପୂଜା କମିଟି ଦ୍ୱାରା ରାଜ୍ୟର ସମସ୍ତ...

ଇଡିରେ ହାଜର ହେଲେ ରାବ୍ରି ଦେବୀ

ପାଟନା,୧୮।୫: ଜମି ବଦଳରେ ଚାକିରି ଦେବା ମାମଲାରେ ଗୁରୁବାର ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପୂର୍ବତନ ରେଳ ମନ୍ତ୍ରୀ ଲାଲୁ ଯାଦବଙ୍କ ସ୍ତ୍ରୀ ରାବ୍ରି ଦେବୀ...

ସିବିଆଇ ତଦନ୍ତ ବିରୋଧରେ ସୁପ୍ରିମକୋର୍ଟ ଗଲେ ଅଭିଷେକ

ନୂଆଦିଲ୍ଲୀ, ୨୩ା୫: ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାର ସିବିଆଇ ତଦନ୍ତ ବିରୋଧରେ ବରିଷ୍ଠ ଟିଏମ୍‌ସି ନେତା ଅଭିଷେକ ବାନାର୍ଜୀ ସୋମବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। କେନ୍ଦ୍ରୀୟ...

ଦିଲ୍ଲୀ ପରେ ଏବେ ସାରା ଦେଶରେ ୧୧ ଭାଷାରେ ଲାଗିଲା ମୋଦି ବିରୋଧି ପୋଷ୍ଟର…

ନୂଆଦିଲ୍ଲୀ,୩୦।୩ : ଆମ ଆଦମୀ ପାର୍ଟି (ଏଏପି) ସାରା ଦେଶରେ ୧୧ ଟି ଭାଷାରେ ମୋଦି ହଟାଓ, ଦେଶ ବଚାଓ ପୋଷ୍ଟର ଲଗାଯାଇଛି। ମାର୍ଚ୍ଚ ୩୦...

ଜାହାଜରେ ଲାଗିଲା ନିଆଁ: ପାଣିକୁ ଡେଇଁଲେ ୨୯ କ୍ରିୟୁ ମେମ୍ବର

ବିଶାଖାପଟନମ୍‌,୧୨।୮: ବିଶାଖାପଟନମ୍‌ରେ ସୋମବାର ଦିନ ପ୍ରାୟ ୧୧ଟା ୩୦ରେ ଏକ ଜାହଜରେ ନିଆଁ ଲାଗିଯିବା ଫଳରେ ଏଥିରେ ଥିବା ୨୯ ଜଣ କ୍ରିୟୁ ମେମ୍ବର ଜୀବନ...

ମୁମ୍ବାଇରେ ପାଟଣା ଏସ୍‌ପିଙ୍କୁ କ୍ୱାରାଣ୍ଟାଇନ: ସଞ୍ଜୟ କହିଲେ ପାଗଳ ହୋଇଯାଇଛି ବିଏମ୍‌ସି

ମୁମ୍ବାଇ,୩।୮: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଘଟଣାରେ ନୂଆ ମୋଡ ଆସିଛି। ଏବେ ଏହି ଘଟଣାକୁ ନେଇ ବିହାର ପୋଲିସ ଏବଂ ମୁମ୍ବାଇ ପୋଲିସ...

Advertisement
Archives

Model This Week