ଫୁଲବାଣୀ ଅଫିସ, ୧୨ା୪- କରୋନାକୁ ପ୍ରତିହତ କରିବା ପାଇଁ ସବୁଠି ସଚେତନତା କରାଯାଉଛି । ମା’ ଗୃହ ମଧ୍ୟ ଏଥିରୁ ବାଦ୍ ପଡିନାହିଁ। ଅପହଞ୍ଚ ଅଞ୍ଚଳର ଗର୍ଭବତୀମାନଙ୍କର ଆନୁଷ୍ଠାନିକ ପ୍ରସବକୁ ସୁନିଶ୍ଚିତ କରିବା ପାଇଁ ମା’ଗୃହ କରାଯାଇଛି । ସେଠାରେ କାର୍ଯ୍ୟରତ କର୍ମକର୍ତ୍ତା ନିରବଚ୍ଛିନ୍ନ ସେବା ଯୋଗାଉଛନ୍ତି। ଗର୍ଭବତୀ, ସେମାନଙ୍କ କେୟାର ଟେକରମାନଙ୍କୁ ସାମାଜିକ ଦୂରତ୍ୱ ଅବଲମ୍ବନ କରିବା ପାଇଁ ସଚେତନ କରାଯାଉଛି । ମାକ୍ସ ବ୍ୟବହାର, ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା, ଠିକ୍ ସମୟରେ ଡାକ୍ତରଖାନା ପହଞ୍ଚାଇ ଆନୁଷ୍ଠାନିକ ପ୍ରସବ ଉପରେ ଗୁରୁତ୍ୱ ଦିଆଯାଉଛି ା ଲକ୍ଡାଉନ ମଧ୍ୟରେ ଏ ପର୍ଯ୍ୟନ୍ତ ୬୫ ଜଣ ଗର୍ଭବତୀ ପାହିରାଜୁ, କ୍ରାଣ୍ଡିବାଲି, କୁଏରିମାଣ୍ଡୁ, ଲୁଇସିଂ, ପକାରୀ ଆଦି ପଞ୍ଚାୟତରୁ ଆସି ମା’ଗୃହରେ ରହିଛନ୍ତି। ୫୧ ଜଣ ସୁରକ୍ଷିତ ମାତୃୃତ୍ୱ ଲାଭ କରିଛନ୍ତି। ୮ ଜଣଙ୍କୁ ସଂକଟାପନ୍ନ ଅବସ୍ଥାରେ ଆମ୍ବୁଲାନ୍ସ ଯୋଗେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇ ସୁରକ୍ଷିତ ପ୍ରସବ କରାଯାଇଛି ା ବାଲନ୍ଦରାପଡାସ୍ଥିତ ମା’ଗୃହରେ କାର୍ଯ୍ୟରତ ଏଏନ୍ଏମ୍ କୋ-ଅର୍ଡିନେଟର ପୁଷ୍ପିତା ସାହୁ, ଲେଡି ହେଲ୍ଥ୍ ଆଟେଣ୍ଡାଣ୍ଟ ସାମନ୍ତି ଦିଗାଲ ଓ ରୋଷେୟା ରୀତାଞ୍ଜଳି ସାହୁ ପ୍ରମୁଖ ସେମାନଙ୍କ ଦାୟିତ୍ୱ ଠିକ୍ ଭାବେ ତୁଲାଇ ଆସୁଛନ୍ତି।
Posted inଆମ ଜିଲା ଖବର, କନ୍ଧମାଳ View All
ରେଳ ଲାଇନ୍ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…
ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…
ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍. ଉଦୟଗିରି ଥାନା…
ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…
ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍। ମଙ୍ଗଳବାର ଅପରାହ୍ନ ପ୍ରାୟ…
ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’
ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…
ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…
ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍ପି ଶୁଭେନ୍ଦୁ କୁମାର ପାତ୍ର…
Archives

