Posted inଜାତୀୟ

ମା ଛେଉଣ୍ଡ ନବଜାତ ଶିଶୁକନ୍ୟାକୁ ପୋଷ୍ୟ ଭାବେ ଗ୍ରହଣ କରି ସ୍ତନ୍ୟପାନ କରାଇଲେ ବିଚାରପତି

ଅହମ୍ମଦାବାଦ୍‌,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବେଟି ବଚାଓ ବେଟି ପଢ଼ାଓ ଅଭିଯାନ ଏବେ ସମାଜରେ ଏକ ସଚେତନତା ସୃଷ୍ଟି କରିବାକୁ ସକ୍ଷମ ହୋଇଛି। ସମ୍ପ୍ରତି ଏହି ଅଭିଯାନରୁ ପ୍ରେରଣା ପାଇ ଗୁଜରାଟର ଜଣେ ଜିଲା ବିକାଶ ଅଧିକାରୀ ଏବଂ ତାଙ୍କ ବିଚାରପତି ସ୍ତ୍ରୀ ଜଣେ ନବଜାତ ଶିଶୁକନ୍ୟାଙ୍କୁ ପୋଷ୍ୟ ଭାବେ ଗ୍ରହଣ କରି ସ୍ତନ୍ୟପାନ କରାଇଛନ୍ତି। ସ୍ଥାନୀୟ ଆଣନ୍ଦ ନିକଟରେ ଥିବା ବାସଦ ଗାଁରେ ଘଟିଛି ଏହିି ଘଟଣା। ଗାଁର ଆରୋଗ୍ୟ କେନ୍ଦ୍ରରେ ଜଣେ ମହିଳା ନିଜ ତୃତୀୟ ଶିଶୁକନ୍ୟାକୁ ଜନ୍ମଦେଇ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ଶିଶୁକନ୍ୟାଙ୍କ ପିତା କିଭଳି ୩ ଜଣ କନ୍ୟାଙ୍କୁ ପାଳିବେ ସେ ନେଇ ଚିନ୍ତା କରୁଥିବାବେଳେ ଜିଲା ବିକାଶ ଅଧିକାରୀ ଅମିତ୍‌ ପ୍ରକାଶ ଯାଦବ ଏବଂ ବିଚାରପତି ଭାବେ ନିଯୁକ୍ତ ଥିବା ତାଙ୍କ ସ୍ତ୍ରୀ ଚିନ୍ନା ଶିଶୁଟିକୁ ପୋଷ୍ୟ ଭାବେ ଗ୍ରହଣ କରିଥିଲେ। ଏନେଇ ଅମିତ୍‌ ଶିଶୁକନ୍ୟା ପିତାଙ୍କ ସହିତ ଆଲୋଚନା କରିଥିଲେ। ଅମିତ୍‌ ଏବଂ ଚିନ୍ନାଙ୍କ ଏଭଳି କାର୍ଯ୍ୟ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

ଶେଷ ଓଭରରେ ଦିଲ୍ଲୀର ରୋମାଞ୍ଚକ ବିଜୟ

ବେଙ୍ଗାଲୁରୁ,୧୮ା୪: ଡେଭିଡ୍‌ ମିଲରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଖେଳାଯାଇଥିବା ଏକ ରୋମାଞ୍ଚକ ଆଇପିଏଲ୍‌ ମ୍ୟାଚ୍‌ରେ ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ…

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି।…

ବାପା ହେଲେ ଷ୍ଟାର ଅଲରାଉଣ୍ଡର ରଶିଦ ଖାନ

ନୂଆଦିଲ୍ଲୀ,୧୮ା୪: ଆଫଗାନିସ୍ତାନ ଓ ଗୁଜରାଟ ଟାଇଟନ୍ସ (ଜିଟି) ଷ୍ଟାର ଅଲରାଉଣ୍ଡର ରଶିଦ ଖାନ ଶନିବାର ଏକ ପୁତ୍ର ସନ୍ତାନର ପିତା ହୋଇଛନ୍ତି। ରଶିଦ ସୋସିଆଲ ମିଡିଆରେ ଏକ…

ଚାକିରି ଜୀବନରେ ସାଉଁଟିଥିବା ସ୍ମୃତିକୁ ମନେ ପକାଇ ଗୋପାଳକୃଷ୍ଣ କହିଲେ ଅବସର ପରେ…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ର ସମ୍ପାଦକ ଗୋପାଳକୃଷ୍ଣ ଜେନାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ସମବାୟ…

ଜୁନାଗଡ଼ରେ ଏନଫୋର୍ସ ଟିମର ଖାଦ୍ୟ ସାମଗ୍ରୀ ଯାଞ୍ଚ

ଜୁନାଗଡ଼,୧୮।୪(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଶନିବାର ଏନଫୋର୍ସ ଟିମ ପକ୍ଷରୁଖାଦ୍ୟ ସାମଗ୍ରୀ ଯାଞ୍ଚ କରାଯାଇଛି। ଏହି ଟିମରେ ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ,ଜୁନାଗଡ଼…

ସିବିଏସ୍‌ଇ ଦଶମ ପରୀକ୍ଷା: ପ୍ରଗତି କନ୍‌ସେପ୍ଟ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ)-ସିବିଏସ୍‌ଇ ଦଶମ ପରୀକ୍ଷାରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ପ୍ରଗତି କନ୍‌ସେପ୍ଟ ସ୍କୁଲର ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଛାତ୍ର ବବୁଲ କୁମାର ମେହେର ୯୭.୬୦%…

ନୂଆପଡ଼ାରେ ତିନିଦିନ ସ୍କୁଲ ବନ୍ଦ

ନୂଆପଡ଼ା,୧୮ା୪ (ମକାରୁ ବେମାଲ): ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନୂଆପଡ଼ା ଜିଲା ପ୍ରଶାସନ ସମସ୍ତ ସ୍କୁଲକୁ ତିନିଦିନ ପାଇଁ ବନ୍ଦ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri