ମା’ ନର୍ଗିସଙ୍କୁ ମନେପକାଇ କାନ୍ଦି ପକାଇଲେ ସଞ୍ଜୟ

ମୁମ୍ବାଇ: ବଲିଉଡ୍‌ର ମୋଷ୍ଟ ଟ୍ୟାଲେଣ୍ଟେଡ୍‌ ନାୟିକା ଭାବେ ପରିଚିତ ସଞ୍ଜୟ ଦତ୍ତଙ୍କ ମା’ ନର୍ଗିସ ଦତ୍ତ। ଜୁନ୍‌ ପହିଲାରେ ଜନ୍ମ ନେଇଥିବା ନର୍ଗିସଙ୍କୁ ମନେ ପକାଇ ଶୁକ୍ରବାର ଏକ ପୁରୁଣା ଫଟୋ ଶେୟାର କରି ଭାବୁକ ହୋଇ ପଡିଛନ୍ତି ପୁଅ ସଞ୍ଜୟ। କେବଳ ସେତିକି ନୁହେଁ ବ୍ଲାକ୍‌ ଆଣ୍ଡ ଓ୍ବାଇଟ୍‌ ଫଟୋ ସହ ଏକ ବାର୍ତ୍ତା ମଧ୍ୟ ସେ ଶେୟାର କରିଛନ୍ତି। ସେ ଲେଖିଛନ୍ତି ଅତିତ ସବୁବେଳେ ଅଭୁଲା ବିଶେଷ କରି ମା’ଙ୍କ ସହ କଟାଇଥିବା ପ୍ରତିଟି ମୁହୂର୍ତ୍ତ ଅପାସୋରା। ଜୁନ୍‌ ୧, ୧୯୨୯ରେ ଜନ୍ମ ନେଇଥିବା ନର୍ଗିସ କ୍ୟାନସରରେ ପୀଡିତ ଥାଇ ୧୯୮୧ରେ ଦେହତ୍ୟାଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri