ମା ବସ୍‌ ଧକ୍କାରେ ବୃଦ୍ଧ ଗୁରୁତର, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଭୁବନେଶ୍ୱର ୟୁନିଟ-୪ ରେଡ୍‌କ୍ରସ ଭବନ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ‘ମୋ ବସ୍‌’ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ଏଜିର ପୂର୍ବତନ କର୍ମଚାରୀ ବାବାଜୀ ସେଠୀ(୭୦)।
ପ୍ରକାଶ ଯେ, ବାବାଜୀ ସ୍କୁଟି ଯୋଗେ ୪ ନଂ. ହାଟରୁ ମେନ୍‌ ରୋଡ୍‌କୁ ବାହାରୁଥିବା ବେଳେ ଶାସ୍ତ୍ରୀନଗର ଆଡୁ ଆସିଥିବା ମୋ ବସ୍‌ ରେଡ୍‌କ୍ରସ୍‌ ଭବନ ସମ୍ମୁଖରେ ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ବାବାଜୀଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଉତ୍ତେଜନା ଦେଖା ଦେଇଥିଲା। ଫଳରେ କିଛି ସମୟ ଗାଡିମୋଟର ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଖବର ପାଇ ଖାରବେଳନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଛି। ବସ୍‌ଟିକୁ ଜବତ କରିବା ସହିତ ଡ୍ରାଇଭରଙ୍କୁ ପୋଲିସ ଅଟକ ରଖିଛି।
କିଛି ଦିନ ପୂର୍ବେ କଳ୍ପନାରୁ ରାଜମହଲ ଦେଇ ଏଜି ଯିବା ରାସ୍ତାରେ ଏକ ମୋ ବସ୍‌ ଗାଡ଼ି ସିରିଜ୍‌ ଦୁର୍ଘଟଣା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri