ମା’ ବାଙ୍କେଶ୍ୱରୀଙ୍କ ପ୍ରସିଦ୍ଧ ଡିମ୍ବୁଳା ଯାତ୍ରାରେ ମୁଣ୍ଡନ ହେଲେ ୧୦ ହଜାରରୁ ଊର୍ଦ୍ଧ୍ବ ଶିଶୁ: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୧୧।୩(ଡି.ଏନ୍‌.ଏ.): ପ୍ରତିବର୍ଷ ଭଳି ଚଳିତବର୍ଷ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ ଡୁମ୍ବୁଳା ଗ୍ରାମସ୍ଥିତ ମା’ ବାଙ୍କେଶ୍ୱରୀଙ୍କ ପୀଠରେ ରବିବାର ରାତିରୁ ଆରମ୍ଭ ହୋଇଥିଲା ପ୍ରସିଦ୍ଧ ଡିମ୍ବୁଳା ଯାତ୍ରା। ଏହି ଯାତ୍ରା ବୁଧବାର ଉଦ୍‌ଯାପିତ ହୋଇଛି। ସୋମବାର ଭୋରରେ ପ୍ରଚଳିତ ପରମ୍ପରା ଅନୁଯାୟୀ ୧୦ ହଜାରରୁ ଊର୍ଦ୍ଧ୍ବ ଶିଶୁଙ୍କୁ ଯାତ୍ରା ପୀଠରେ ସେମାନଙ୍କ ପରିବାରବର୍ଗ ମୁଣ୍ଡନ କରାଇଥିଲେ। ଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ଯାତ୍ରା ପାଇଁ ବହୁ ସଂଖ୍ୟକ ଅସ୍ଥାୟୀ ଦୋକାନ ବଜାର ଖୋଲିଥିଲା। ଚଳିତବର୍ଷ ରାମଦୋଳି, ମିନାବଜାର ଯାତ୍ରାକୁ ଅଧିକ ଆକର୍ଷଣୀୟ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଲରାପତରିଆ ବାଘର ମୃତ୍ୟୁ

ବୌଦ୍ଧ,୫।୪ (ସ୍ବ.ପ୍ର.): ବୌଦ୍ଧ ଜିଲା ମହାନଦୀ କୁସଙ୍ଗ ବନ୍ୟପ୍ରାଣୀ ବନାଞ୍ଚଳର ସଂରକ୍ଷିତ ଜଙ୍ଗଲ ଲେଦେରାକେନ୍ଦୁ ତଥା ନୂଆପଡ଼ା ବିଟରେ ଏକ କଲରାପତରିଆ ବାଘର ମୃତ୍ୟୁ ଘଟିଛି।...

୧୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ମହିଳାଙ୍କ ସମେତ ଡ୍ରାଇଭର ଗିରଫ

ବାଲେଶ୍ୱର ଅଫିସ,୨୭ା୮: ବାଲେଶ୍ୱର ଜିଲା ଜଳେଶ୍ବରରୁ ଶୁକ୍ରବାର ପୁଣି ବ୍ରାଉନସୁଗାର ଜବତ ହୋଇଛି। ଜିଲା ଅବକାରୀ ଦାୟିତ୍ୱରେ ଥିବା ଡେପୁଟି କମିଶନରଙ୍କ ନିର୍ଦ୍ଦେଶରେ ଜଳେଶ୍ବରରେ ୧୦...

ଭିଡ଼ିଓ ଭାଇରଲ ପରେ ବନରକ୍ଷୀ ନିଳମ୍ବିତ

ଭଞ୍ଜନଗର,୫।୫(ଡି.ଏନ୍‌.ଏ.)- ଭଞ୍ଜନଗରସ୍ଥିତ ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ କେନ୍ଦ୍ରୀୟ ବନାଞ୍ଚଳ ବିଞ୍ଜିଗିରି ସେକ୍ସନର ବନରକ୍ଷୀ ଏମ.ଏମ୍‌. ରାଉଳ ଜଣେ କାଠ ଚୋରଙ୍କ ଠାରୁ ଲାଞ୍ଚ ନେବା...

କୋଇଲା ଚୋରଙ୍କ ଢେଲା ମାଡ଼ରେ ଥାନା ଅଧିକାରୀ ଆହତ

ଭଦ୍ରକ,୧୮।୫: ଭଦ୍ରକ ଚାନ୍ଦବାଲି ରାସ୍ତାର ମତୋ ସରକାରୀ ଡାକ୍ତରଖାନା ପାଖରେ ବୁଧବାର ବିଳମ୍ବିତ ରାତିରେ ଏକ କୋଇଲା ବୋଝେଇ ପିକ୍‌ପ ଗାଡି ରାସ୍ତା କଡକୁ ଗଡ଼ି...

କେନାଲରେ ପାଣି ଯୋଗାଇବା ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଜୁନାଗଡ, ୩।୧୨ (ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗ ପଞ୍ଚାୟତକୁ ଇନ୍ଦ୍ରାବତୀ ଡାହାଣ କେନାଲର ପାଣି ଯୋଗାଇବାକୁ ମଙ୍ଗଳବାର ସ୍ଥାନୀୟ ଚାଷୀ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର...

ସୁନାବେଶରେ ଦର୍ଶନ ଦେଲେ ମା’କୀଚକେଶ୍ୱରୀ

ବାରିପଦା ଅଫିସ୍‌,୧୩ା୧୧- ମୟୂରଭଞ୍ଜ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ କୀଚକେଶ୍ୱରୀ ଶ୍ରଦ୍ଧାଳୁମାନଙ୍କୁ ସୁନାବେଶରେ ଦର୍ଶନ ଦେଇଛନ୍ତି। ସହସ୍ରାଧିକ ଶ୍ରଦ୍ଧାଳୁ ତଥା ପର୍ଯ୍ୟଟକଙ୍କ ସମାଗମ ଯୋଗୁ ମଙ୍ଗଳବାର...

ଟ୍ରେନ୍‌ ବଗିରେ ଆଇସୋଲେଶନ ୱାର୍ଡର ପ୍ରସ୍ତୁତି

ପୁରୀ ଅଫିସ,୧୧ା୪: କରୋନା ବିରୋଧରେ ଲଢ଼େଇ ପାଇଁ ଏବେ ସବୁସ୍ତରରେ ଉଦ୍ୟମ ଚାଲିଛି। ତଥାପି ଆୟତ୍ତକୁ ଆସୁନାହିଁ ବିଶ୍ୱ ମହାମାରୀ କରୋନା। ଦିନକୁ ଦିନ ଭାରତରେ...

ବରଗଡ଼ ଧନୁଯାତ୍ରା :ସ୍ଥାପନ ହେଲା ଶୁଭସ୍ତମ୍ଭ

ବରଗଡ଼ ଅଫିସ,୨୫।୧୧: ସର୍ବବୃହତ ଖୋଲା ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ଶୁକ୍ରବାର ସାରେ ଶୁଭସ୍ତମ୍ଭ ସ୍ଥାପନ କରାଯାଇଛି । ସା ୫ଟା ୩୦ ମିନିଟ୍‌ରେ...

Advertisement
Archives

Model This Week