ମା’ ବୁଢ଼ୀ ଠାକୁରାଣୀଙ୍କ ଦର୍ଶନ କଲେ ଆନ୍ଧ୍ରପ୍ରଦେଶ ବାଚସ୍ପତି: ବ୍ରହ୍ମପୁର ସହରର ଉନ୍ନତି ନେଇ ରାଜ୍ୟ ସରକାରଙ୍କୁ ପ୍ରଶଂସା

ବ୍ରହ୍ମପୁର ଅଫିସ,୧୦।୯: ଆନ୍ଧ୍ରପ୍ରଦେଶ ବିଧାନସଭା ବାଚସ୍ପତି ଟି.ସୀତାରାମ ମଙ୍ଗଳବାର ସକାଳେ ଗଞ୍ଜାମ ଜିଲା ବ୍ରହ୍ମପୁର ମା’ ବୁଢ଼ୀ ଠାକୁରାଣୀଙ୍କ ଦର୍ଶନ କରିଛନ୍ତି। ସପରିବାର ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିବା ସହ ବ୍ରହ୍ମପୁର ସହରର ଉନ୍ନତି ନେଇ ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଛନ୍ତି। ତେବେ ଏଠାରୁ ସେ ଭୈରବୀ ମନ୍ଦିର ହୋଇ ଆନ୍ଧ୍ରପ୍ରଦେଶ ଅଭିମୁଖେ ବାହାରିଛନ୍ତି।
ସୋମବାର ରାତିରେ ବାଚସ୍ପତି ସୀତାରାମ ସପରିବାର ବ୍ରହ୍ମପୁର ସହରରେ ପହଞ୍ଚି କମାପଲିଠାରେ ନିଜ ସମ୍ପର୍କୀୟଙ୍କ ଘରେ ରାତ୍ରିଯାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲିନିକ୍‌, ଡାଇଗ୍ନୋଷ୍ଟିକ ସେଣ୍ଟରରେ ଚଢ଼ାଉ

ନୟାଗଡ଼ ଅଫିସ,୨୬ା୧୦: ନୟାଗଡ଼ ସହରରେ ଥିବା ବିଭିନ୍ନ ଡାଇଗ୍ନୋଷ୍ଟିକ ସେଣ୍ଟରରେ ଅନିୟମିତତା ହେଉଥିବା ଅଭିଯୋଗ ହେବା ପରେ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ତରଫରୁ ସହରରେ...

ଗୁରୁବାରଠାରୁ ଚାଲିବ ଘରୋଇ ବସ୍‌

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଗୁରୁବାରଠାରୁ ସାରା ରାଜ୍ୟରେ ଚାଲିବ ଘରୋଇ ବସ୍‌। ବସ ମାଲିକ ସଂଘ ସାଧାରଣ ପରିଷଦ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି। ଏ ନେଇ...

ମାଟ୍ରିକ ପରୀକ୍ଷାରେ କପି ରୋକିବ ୩୮ ସ୍ପେସାଲ ସ୍କ୍ବାଡ୍‌

କଟକ ଅଫିସ,୨୬।୪: ମାଟ୍ରିକ ପରୀକ୍ଷାରେ କପି ରୋକିବା ପାଇଁ ସ୍ପେସାଲ ସ୍କ୍ବାଡ୍‌ ଗଠନ କରାଯାଇଛି। ରାଜ୍ୟର ୩୦ ଜିଲା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ...

୬ ଜିଲାରେ ହେବ ମେଡିକାଲ କଲେଜ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରାଜ୍ୟର ୬ ପଛୁଆ ଜିଲାରେ ଥିବା ହସ୍ପିଟାଲକୁ ମେଡିକାଲ କଲେଜରେ ପରିଣତ କରାଯିବ। ଏହା ସହିତ ଉକ୍ତ ତାଲିକାରେ ଆଉ ୨ଟି ଜିଲା ହସ୍ପିଟାଲକୁ...

କୋହଳ ହେଲା ନିୟମ : ପୋଲିସ ଗାଡ଼ିର ତଥ୍ୟ ଓ୍ବେବ୍‌ସାଇଟ୍‌ରେ ରହିବ

ଭୁବନେଶ୍ୱର,୯ା୯(ବ୍ୟୁରୋ) : ପୋଲିସ ଗାଡ଼ିର କାଗଜପତ୍ର ଠିକ୍‌ ନ ଥାଇ ଲୋକଙ୍କଠାରୁ ୧୦ଗୁଣା ଜରିମାନା ଆଦାୟ କରାଯାଉଛି। ଏହାକୁ ଲୋକେ ସହଜରେ ଗ୍ରହଣ କରୁ ନ...

ସରିଲା ଜିଲା ବରିଷ୍ଠ ଖୋ-ଖୋ ଦଳ ଚୟନ: ୬ରେ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗନେବେ

ରସୁଲପୁର,୪ା୧୨(ଡି.ଏନ୍‌.ଏ.)- ରସୁଲପୁର ବ୍ଲକ ଅନ୍ତର୍ଗତ ଖଣ୍ଡିତର ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ମଙ୍ଗଳବାର ଯାଜପୁର ଜିଲାସ୍ତରୀୟ ଖୋ-ଖୋ ଦଳ ଚୟନ ପ୍ରକ୍ରିୟା ଚୂଡ଼ାନ୍ତ ହୋଇଛି।...

ବାର୍ଷିକ ପରୀକ୍ଷାକୁ ଆଉ ୪ମାସ ବାକି: ଏଯାଏ ପୁସ୍ତକ ଯୋଗାଇ ପାରିଲେନି ସରକାର

ମାଲକାନଗିରି,୧୯।୧୦ (ଡି.ଏନ୍‌.ଏ.)- ଚଳିତବର୍ଷ ମାଲକାନଗିରି ଜିଲାର ୪୨ଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରୀକ୍ଷା ଫଳାଫଳ ନୈରାଶ୍ୟଜନକ ଥିବାରୁ ସରକାର ସମ୍ପୃକ୍ତ ବିଦ୍ୟାଳୟର ଶିକ୍ଷକମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ...

ଦୁର୍ଘଟଣାରେ ଡ୍ରାଇଭରଙ୍କ ଜୀବନ ଗଲା

ରୂପ୍‌ସା, ୩୧।୩(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ସହ...

Advertisement
Archives

Model This Week