ଭଦ୍ରକ ଅଫିସ, ୧୧ା୪-ଶୁକ୍ରବାର ମା’ ଭଦ୍ରକାଳୀଙ୍କ ଐତିହାସିକ ଘୋଡ଼ା ମେଳଣ ବାତିଲ ହୋଇଛି। ଆଖପାଖ ଗାଁର କୈବର୍ତ୍ତ ଲୋକମାନେ ଘୋଡ଼ାକୁ ଆଣି ପୂଜା କରନ୍ତି। ଏହି ପୂଜା ରୀତିନୀତିକୁ ଘୋଡ଼ା ମେଳଣ ନାମରେ ନାମିତ ହୋଇଆସୁଛି। ଚୈତ୍ର ମାସର ଶେଷରେ ଏହି ପୂଜା ମା’ ଭଦ୍ରକାଳୀଙ୍କ ପୀଠରେ ପୌରାଣିକ ରୀତିନୀତିରେ ହୋଇ ଆସୁଥିଲା। କରୋନା ଭୟାବହତାକୁ ନେଇ ହୋଇଥିବା କଟକଣା କାରଣରୁ ଏହି ପରମ୍ପରା ବାତିଲ ହୋଇଛି। କେବଳ ମା’ଙ୍କ ପୀଠରେ ଯଜ୍ଞାଦି ପୂଜାର୍ଚ୍ଚନା କରାଯାଇ ଘୋଡ଼ା ମେଳଣ ପ୍ରକ୍ରିୟା ବାତିଲ କରାଯାଇଛି।
ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …
ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…
ପିକ୍ଅପ୍ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…
ବାସୁଦେବପୁର,୧୬ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍ଅପ୍ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…
୨୫ରୁ ଅଧିକ ଶ୍ରମିକ ନେଇ ଆସୁଥିବା ପିକଅପ ଭ୍ୟାନ ଓଲଟିଲା, ଆହତ ହସ୍ପିଟାଲରେ ଭର୍ତ୍ତିି
ବାସୁଦେବପୁର,୧୬।୫(ନାରାୟଣ ପ୍ରସାଦ ବାରିକ/ କାଳୀପଦ ରାୟ ): ଭଦ୍ରକ ଜିଲାର ସଦର ମହକୁମାରୁ ବାସୁଦେବପୁରକୁ ଏକ ଛାତ ଢାଳିବାକୁ ଏକ ପିକଅପରେ ଆସୁଥିବା ୨୫ରୁ ଅଧିକ ଶ୍ରମିକ…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ଭିଜିଲାନ୍ସ ଜାଲାରେ କନିଷ୍ଠଯନ୍ତ୍ରୀ
ଭଦ୍ରକ,୧୪ା୫(ସନାତନ ରାଉତ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଇଞ୍ଜିନିୟର ବିଜୟ କୁମାର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଗୁରୁବାର ଆରଡିଛକସ୍ଥିତ ୩ ମହଲା ଘର…
ବିଦ୍ୟୁତ ଆଘାତରେ ବ୍ୟକ୍ତି ଗୁରୁତର, ବିଦେଇପୁର ବିଦ୍ୟୁତ କାର୍ଯ୍ୟାଳୟ ଆଗରେ ଗ୍ରାମବାସୀଙ୍କ ଧାରଣା
ବାସୁଦେବପୁର,୧୪।୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ୩୩ କେଭି ଷ୍ଟ୍ରକ୍ଚର ଠାରେ ବିଦ୍ୟୁତ ଆଘାତରେ ସହଦେଵ ତରେଇ ଆହତ ହୋଇଥିଲେ । ତାଙ୍କୁ କ୍ଷତିପୂରଣ ଦେବା…
ଆରଡି ଛକରୁ ହଟିଲା ଜବରଦଖଲ: ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ…
ଭଦ୍ରକ, ୧୩।୫(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥ ସର୍ଭିସ ରୋଡ଼ର ଭଦ୍ରକ ଆରଡ଼ି ଛକରୁ ହଟିଲା ଜବରଦଖଲ। ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ ଜିଲା ପ୍ରଶାସନ…
ଉଚ୍ଛେଦ କରିବାକୁ ଆସିଥିଲେ ତହସିଲ କର୍ମଚାରୀ, ଦେହରେ ପେଟ୍ରୋଲ ଢାଳି ପ୍ରତିବାଦ କଲେ ବ୍ୟବସାୟୀ, ଆଉ ତା’ ପରେ…
ତିହିଡ଼ି,୧୩ା୫(ସଞ୍ଜିତ ବଳ): ଆମର ଯଦି ଦୋକାନ ଭାଙ୍ଗିବ ସମସ୍ତଙ୍କର ଭାଙ୍ଗ, ନ ହେଲେ ଫେରିଯାଅ। ଭଦ୍ରକ ଜିଲା ତିହିଡ଼ି ତହସିଲ ପୀରହାଟ ଥାନା ଅଧୀନ ଗଦି ବଜାରର…
ରିଭଲଭର ଦେଖାଇ ଡକାୟତି: ଘର କବାଟ ବାଡ଼ାଇଲେ, ଖୋଲିବାରୁ ୩ ଆଇଫୋନ୍ ସହ…
ପଦ୍ମପୁର,୧୦ା୫(କାଳୀପଦ ରାୟ): ଭଦ୍ରକ ସଦର ବ୍ଲକର ପଗଡ଼ ନଦେଇଦିହ ଗ୍ରାମର ଶନିବାର ରାତିରେ ରିଭଲବର ଦେଖାଇ ଡକାୟତି ହୋଇଛି। ସୂଚନାନୁଯାୟୀ ଶନିବାର ରୀତିରଞ୍ଜନ ସ୍ବାଇଁ ଘରେ ନ…
Archives

