Posted inଜାତୀୟ

ମିଛ କହୁଛି ଭାଜପା: ରାହୁଲ

ନୂଆଦିଲ୍ଲୀ,୨୮।୧୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣିଥରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି କେନ୍ଦ୍ର ସରକାର ଯେଉଁ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଆଣିଛନ୍ତି ତାହା ବିମୁଦ୍ରୀକରଣଠାରୁ ମଧ୍ୟ ଭୟଙ୍କର। ଏଥିରେ କେହି ଧନୀ ଲୋକ ଲାଇନରେ ଠିଆ ହେବ ନାହିଁ କାରଣ ସେମାନେ ହେଉଛନ୍ତି ତାଙ୍କର ବନ୍ଧୁ। ରାହୁଲ ଆହୁରି ମଧ୍ୟ କହିଛନ୍ତି ସେ ଟୁଇଟରରେ ଏକ ଭିଡିଓ ଶେୟାର କରିଛନ୍ତି ଯାହା ପ୍ରଧାନମନ୍ତ୍ରୀ ମୋଦିଙ୍କ ମିଛକୁ ପଦାରେ ପକାଉଛି। କାରଣ ଉକ୍ତ ଭିଡିଓରେ ମୋଦି କହୁଛନ୍ତି ଦେଶରେ କୌଣସି ଡିଟେନଶନ ସେଣ୍ଟର ନାହିଁ। ହେଲେ ଭିଡିଓରେ ଡିଟେନଶନ ସେଣ୍ଟରର ଚିତ୍ର ସ୍ପଷ୍ଟ ଦେଖାଯାଉଛି। ତେଣୁ ଏବେ ଜନତା ସ୍ଥିର କରନ୍ତୁ କିଏ ମିଛ କହୁଛି ଭାଜପା ନା ରାହୁଲ।


Enter your email to get our daily news in your inbox.

All Right Reserved By Dharitri.Com

ଜୋଷୀମଠ ଦବିବା ପଛରେ ଗାଏବ ପୁଷ୍କରିଣୀ

ଡେରାଡୁନ୍‌,୨୩।୧: ଉତ୍ତରାଖଣ୍ଡର ଜୋଷୀମଠ ସହର ଓ ଏହାର ଆଖପାଖ ଦବୁଥିବାରୁ ଅନେକ ଘର ଓ ରାସ୍ତାଘାଟରେ ଫାଟ ହୋଇ ବିପଦ ସୃଷ୍ଟି କରିଛି। ଉକ୍ତ ବିପଦସଙ୍କୁଳ...

ଓମିକ୍ରନ୍‌ ଆତଙ୍କ, ୧୦୯ ବିଦେଶ ଫେରନ୍ତା ନିଖୋଜ…

ମୁମ୍ବାଇ,୭।୧୨: ଦେଶରେ କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶରେ ୨୩ ଜଣ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।...

ପିପି-୧୫ରୁ ଫେରିଲେ ଭାରତ, ଚାଇନା ସୈନ୍ୟ

ନୂଆଦିଲ୍ଲୀ,୯।୯: ଭାରତ ଓ ଚାଇନା ସେନା ମଧ୍ୟରେ ଷୋଡ଼ଶ ପର୍ଯ୍ୟାୟ କମାଣ୍ଡର ସ୍ତରୀୟ ଆଲୋଚନା ପରେ ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ...

ହୋଟେଲ ହେବ ଲୋକପାଳଙ୍କ କାର୍ଯ୍ୟାଳୟ

ନୂଆଦିଲ୍ଲୀ,୨୩ା୪: ଭାରତର ପ୍ରଥମ ଲୋକପାଳଙ୍କ କାର୍ଯ୍ୟାଳୟ ଦିଲ୍ଲୀର ଏକ ବିଳାସପୂର୍ଣ୍ଣ ପଞ୍ଚତାରକା ହୋଟେଲରେ ଆରମ୍ଭ ହେବ। ଏହି ହୋଟେଲ ପରିସରରେ ଲୋକପାଳ ଅଧ୍ୟକ୍ଷ ଓ ତାଙ୍କର...

ଦାଦାଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୪।୧: ଭାରତୀୟ ପୂର୍ବତନ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ହୃଦଘାତରେ ଆକ୍ରାନ୍ତ ହୋଇ କୋଲକତାର ବୁଡଲ୍ୟାଣ୍ଡ୍ସ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଗାଙ୍ଗୁଲିଙ୍କ ସଫଳ...

ଦିଲ୍ଲୀ ଦଙ୍ଗା ହେବ ବିରୋଧୀଙ୍କ ମୁଖ୍ୟ ପ୍ରସଙ୍ଗ

ନୂଆଦିଲ୍ଲୀ,୨ା୩(ପି.ଟି.): ପାର୍ଲାମେଣ୍ଟ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ସୋମବାରଠାରୁ ଆରମ୍ଭ ହେଉଛି। ଏହି ଅଧିବେଶନରେ ଦିଲ୍ଲୀର ସାମ୍ପ୍ରଦାୟିକ ଦଙ୍ଗାକୁ ବିରୋଧୀ ଦଳ କଂଗ୍ରେସ ମୁଖ୍ୟ ପ୍ରସଙ୍ଗ...

ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ଫଳ ପ୍ରକାଶ: ପ୍ରଦୀପ ସିଂ ଟପ୍ପର, ୮ ନମ୍ବର ସ୍ଥାନରେ ଓଡ଼ିଶାର ଅଭିଷେକ

ନୂଆଦିଲ୍ଲୀ, ୪।୮: ୟୁପିଏସ୍‌ସି ପକ୍ଷରୁ ୨୦୧୯ ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ପ୍ରଦୀପ ସିଂ ଟପ୍ପର ହୋଇଥିବାବେଳେ ଦ୍ୱିତୀୟ ସ୍ଥାନରେ ଜତିନ୍‌...

ଗାନ୍ଧିଧାମ-ପୁରୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ

ମୁମ୍ବାଇ,୨୯।୧: : ଗାନ୍ଧିଧାମ-ପୁରୀ ଏକ୍ସପ୍ରେସ୍‌ ଗାଡି ନଂ- ୧୨୯୯୩ରେ ଭୟଙ୍କର ଅଗ୍ନିକାଣ୍ଡ । ମହାରାଷ୍ଟ୍ର ନନ୍ଦୁରବର ଷ୍ଟେସନକୁ ପଶୁଥିବା ବେଳେ ଶନିବାର ଏହି ଘଟଣା ଘଟିଛି।...

Advertisement
Archives

Model This Week