ମିଛ ଖବର ପୋଷ୍ଟ ଅଭିଯୋଗରେ ୱେବ ମିଡିଆ ଖବରଦାତା ଗିରଫ

ଭବାନୀପାଟଣା/ଜୟପାଟଣା, ୧୩ା୪(ସ୍ବ.ପ୍ର/ଡି.ଏନ.ଏ.): ମହାମାରୀ କରୋନା ସମ୍ପର୍କରେ ମିଥ୍ୟା ଖବର ପରିବେଷଣ କରିବା ଅଭିଯୋଗରେ ଜଣେ ୱେବ ମିଡିଆ ଖବରଦାତାଙ୍କୁ କଳାହାଣ୍ଡି ଜିଲା ଜୟପାଟଣା ଥାନା ପୋଲିସ ଗିରଫ କରିଛି। ତାଙ୍କ ନାମ ବିମଳକାନ୍ତ ପଣ୍ଡା। ଦଫା ୧୫୩ ଏ, ୫୦୪, ୫୦୫ ଏ, ୨୬୮ରେ ଏକ ମାମଲା (ନଂ. ୧୧୮/୨୦) ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିବା ଜୟପାଟଣା ଥାନା ଅଧିକାରୀ ରଶ୍ମିତା ପ୍ରଧାନ ପ୍ରକାଶ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଖମାରହଲଦୀ ପଞ୍ଚାୟତରେ ଦ୍ୱିତୀୟ କରୋନା ରୋଗୀ ଚିହ୍ନଟ ହୋଇଥିବା ବ୍ୟକ୍ତି ଜଣକ ଜୟପାଟଣା ବ୍ଲକ କପୁରମାଲ ଗଁାର ଜଣେ ସମ୍ପର୍କୀୟଙ୍କ ଘରକୁ ଯାଇଥିବା ଭଳି ମିଥ୍ୟା ଖବର ପରିବେଷଣ କରିଥିଲେ। ଏ ନେଇ ସ୍ଥାନୀୟ ସରପଞ୍ଚ ଜୟପାଟଣା ଥାନାରେ ଲିଖିତ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମୋତ୍କଳ ଶ୍ରୀକ୍ଷେତ୍ରରେ ଶ୍ରୀଶ୍ରୀ ଦଧିବାମନଙ୍କ ସୁନାବେଶ

ଭଟଲି,୧୩।୭(ଡି.ଏନ୍‌.ଏ): ପଶ୍ଚିମୋତ୍କଳ ଶ୍ରୀକ୍ଷେତ୍ର ଭାବେ ଅଭିହିତ ବରଗଡ଼ ଜିଲା ଭଟଲି ଦଧିବାମନ ଧାମରେ ପ୍ରଭୁ ଶ୍ରୀଶ୍ରୀ ଦଧିବାମନଙ୍କ ନବଦିନାମତ୍କ ଗୁଣ୍ଡିଚା ଯାତ୍ରା ସମାପନ ହୋଇଯାଇଛି ।...

ବିପଦ ଅବସ୍‌ତାରେ ବିଦ୍ୟୁତ ଖୁଁଟା: ଗାଁବାସୀକୁ ଘାରୁଛେ କ୍ଷୟକ୍ଷତିର ଭଏ

ଦେଓଗାଁ,୧୧ା୭(ଡି.ଏନ୍‌.ଏ):  ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡ଼ାର ପଁଚେତ୍‌ର ଶିରାବାହାଲ ଆର ସାଲେପାଲି ପଁଚେତ୍‌ ସଦରରେ ବହୁତ୍‌ଟେ ପୁରନା ବିଦ୍ୟୁତ ଖୁଁଟା ବିପଦ୍‌ ଅବସ୍‌ତାରେ ରହିଛେ।...

ଉଜୁଡ଼ିବ ହାତୀ କରିଡର ବେଲଡୁଙ୍ଗୁରି

ସମ୍ବଲପୁର,୧୩ା୧୨(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡିଆବାହାଲ ରେଞ୍ଜ ଅଞ୍ଚଳରେ ଇଡ୍‌କୋ ପକ୍ଷରୁ ୫୦୦ ଏକର ଜମି ଅଧିଗ୍ରହଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଜମିରେ ଏକ...

ଝିଅର ଆର୍‌ଟିଆଇ ତଥ୍ୟ ମା’ହତ୍ୟା ଘଟଣାର ଗୁମର ଖୋଲିଲା: ୮ ବର୍ଷ ପରେ ଖପୁରି ଉଦ୍ଧାର

ସମ୍ବଲପୁର, ୨୭।୭ (ବ୍ୟୁରୋ): ଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ)ରେ ପିଏଚ୍‌ଡି କରୁଥିବା ଜଣେ ଛାତ୍ରୀ ସୂଚନା ଆଇନ ବଳରେ ତାଙ୍କ ମା’ଙ୍କ ନିଖୋଜ ନେଇ...

ଜଙ୍ଗଲ ବିଭାଗର ଅବହେଳା: ଭବାନୀପାଟଣା ରାସ୍ତାରେ ଗଛ ପଡ଼ି ବାଇକ୍‌ ଆରୋହୀ ଗୁରୁତର

ଭବାନୀପାଟଣା,୨୨।୭ (ଡି.ଏନ୍‌.ଏ.): ଜଙ୍ଗଲ ବିଭାଗ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ସୋମବାର ଭବାନୀପାଟଣା ରାସ୍ତାରେ ଦେଖିବାକୁ ମିଳିଛି। ରାସ୍ତାକଡ଼ରେ ଥିବା ଏକ ଶୁଖିଲା ଗଛ ପଡ଼ି...

ହରିଶଙ୍କରରେ ମାଓବାଦୀଙ୍କ ବ୍ୟାନର

ଖପ୍ରାଖୋଲ ୧୪।୬ (ଡି.ଏନ.ଏ.) : କିଛିଦିନର ନିରବତା ପରେ ପୁଣି ମାଓବାଦୀମାନେ ବଲାଙ୍ଗୀର ଜିଲା ଖପ୍ରାଖୋଲ ଅଞ୍ଚଳରେ ନିଜ ଉପସ୍ଥିତି ଜାହିର କରିଛନ୍ତି। ଖପ୍ରାଖୋଲ ବ୍ଲକ...

ଶହେ ପରତିଶତ ଅକ୍ଷମ ଯୋଗେଶ୍ୱର:ଭତାରେ ସୀମିତ ସରକାରୀ ସାହାଯ୍‌

ଡୁଙ୍ଗୁରିପାଲି, ୯ । ୭ (ଡି.ଏନ୍‌.ଏ.): ଦିବ୍ୟାଙ୍ଗମାନେ କେନ୍‌ଥେଇ ସମାଜର ମୁଖିଆ ଧାରରେ ସାମିଲ ହେଇପାରବେ ସେଥିରଲାଗି ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଯୋଜନା...

ଜୁଲାଇ ୨୨ ରୁ ୩୧ ଯାଏ ବନ୍ଦ ରହିବ ଭିସୁଟ

ସମ୍ବଲପୁର,୨୦।୭(ବ୍ୟୁରୋ)-କରୋନା ସଂକ୍ରମଣ ରାଜ୍ୟରେ ଦିକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ଆସନ୍ତା ୨୨...

Advertisement
Archives

Model This Week