ମିଟୂ: ତନୁଶ୍ରୀଙ୍କୁ ଝଟକା, ନାନାଙ୍କୁ କ୍ଲିନ୍‌ଚିଟ୍‌

ଅଭିନେତା ନାନା ପାଟେକରଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଥିବା ଅଭିନେତ୍ରୀ ତନୁଶ୍ରୀ ଦତ୍ତଙ୍କୁ ଝଟକା ଲାଗିଛି। ଏନେଇ ପୋଲିସ ନାନାଙ୍କ ବିରୋଧରେ କୌଣସି ପ୍ରମାଣ ମିଳିନାହିଁ। ଫଳରେ ସେ ଦୋଷମୁକ୍ତ ବୋଲି ପୋଲିସ କହିଛି। ସୂଚନାଯୋଗ୍ୟ, ମୁମ୍ବାଇ ଓସିୱାରା ବୋଲିସ ଷ୍ଟେଶନରେ ଭେଟେରାନ ଆକ୍ଟର୍‌ ନାନା ପାଟେକରଙ୍କ ବିରୋଧରେ ତାଙ୍କ ସହ ଅସଦାଚରଣ ନେଇ ଏତଲା ଦେଇଥିଲେ। ମୁମ୍ବାଇ ପୋଲିସ ଏହାର ତଦନ୍ତ ଆରମ୍ଭ କରିଛି। ୨୦୦୮ ମସିହାରେ ‘ହର୍ଣ୍ଣ ଓକେ ପ୍ଲିଜ’ ଫିଲ୍ମ ସୁଟିଂ ସେଟରେ ଅସଦାଚରଣ କରିଥିଲେ ନାନା ପାଟେକର। ଫିଲ୍ମର ଏକ ଗୀତ ସୁଟିଂ ବେଳେ ତାଙ୍କ ସହ ଅସଦାଚରଣ ହୋଇଥିବା ନେଇ ଆଗରୁ ବିଭିନ୍ନ ଗଣମାଧ୍ୟମରେ ତନୁଶ୍ରୀ ଅଭିଯୋଗ କରିଥିଲେ। ଗତ କିଛି ଦିନ ଧରି ଅସଦାଚରଣ ଅଭିଯୋଗକୁ ନେଇ ବିବାଦ ଘନେଇଥିଲା। ସେପଟେ ଏହି ଅଭିଯୋଗକୁ ବଲିଉଡର ଭେଟେରାନ ଅଭିନେତା ନାନା ପାଟେକର ଖଣ୍ଡନ କରିଥିଲେ। ଏଭିଳି ଭିତ୍ତିହୀନ ଅଭିଯୋଗ ଦ୍ୱାରା ତାଙ୍କର ସମ୍ମାନହାନି ହୋଇଥିବା ଦର୍ଶାଇ ତନୁଶ୍ରୀଙ୍କୁ ସେ ଲିଗାଲ ନୋଟିସ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ କୌଣସି ପୁରସ୍କାର କିଣିବାକୁ ଚାହିଁନି: ଗୋବିନ୍ଦା

ବଲିଉଡ୍‌ ହିରୋ ଗୋବିନ୍ଦାଙ୍କୁ ଶେଷଥର ପାଇଁ ଫିଲ୍ମ ‘ରଙ୍ଗିଲା ରାଜା’ରେ ଦେଖିବାକୁ ମିଳିଥିଲା। ଏହି ଫିଲ୍ମ ବକ୍ସ ଅଫିସରେ ସେତେଟା କମାଲ ଦେଖାଇ ପାରି ନ...

ଦେବୀ ଦୁର୍ଗା ସାଜି ଫଟୋଶୁଟ୍‌ କଲେ ଏହି ସୁନ୍ଦରୀ ରାଜନେତ୍ରୀ

ଲୋକସଭା ସଦସ୍ୟା ତଥା ଅଭିନେତ୍ରୀ ନୁସରତ ଜାହାନ କୌଣସି ନା କୌଣସି କଥାକୁ ନେଇ ସବୁ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ସେ କ୍ରମାଗତ ଭାବେ ନିଜର...

ଗୌହରଙ୍କଠାରୁ କରନ୍‌ ସିଂହ ଗ୍ରୋଭର: ସର୍ବସମ୍ମୁଖରେ ଚାପୁଡ଼ା ଖାଇଛନ୍ତି ଏସବୁ କଳାକାର; କାରଣ ଜାଣିଲେ…

ବମ୍ବେ: ବଲିଉଡ୍‌ କଳାକାରଙ୍କ ପରି ଟେଲି କଳାକାରମାନେ ନିଜର ଅଭିନୟ ସାଙ୍ଗକୁ ବ୍ୟକ୍ତିଗତ ଜୀବନକୁ ନେଇ ଥାଆନ୍ତି ଚର୍ଚ୍ଚାରେ। ପ୍ରଶଂସକମାନେ ମଧ୍ୟ ସେମାନଙ୍କ ଜୀବନର ଛୋଟବଡ଼...

ହୃଦୟ ଜିତିଲେ ଧନୁଷ

ହଲିଉଡରେ ଅନେକ ବ୍ଲକବଷ୍ଟର ଫିଲ୍ମର ନିର୍ଦ୍ଦେଶନା ଦେଇଥିବା ଆନ୍ଥୋନୀ ଏବଂ ଜୋ ରୁଷୋ ଏବେ ଆଗାମୀ ଫିଲ୍ମ ‘ଦି ଗ୍ରେ ମ୍ୟାନ’କୁ ନେଇ ଚର୍ଚ୍ଚାରେ ଅଛନ୍ତି।...

୨ ମାସ ଭିତରେ ମାତା, ପିତାଙ୍କୁ ହରାଇଲେ ମହେଶ ବାବୁ

ସାଉଥ ସିନେମାର ଲୋକପ୍ରିୟ ଅଭିନେତା ମହେଶ ବାବୁଙ୍କ ପାଇଁ ସମୟ ଏବେ ଭଲ ଚାଲିନାହିଁ। ନିକଟରେ ମାତାଙ୍କୁ ହରାଇଥିବା ମହେଶ ବାବୁଙ୍କ ପିତାଙ୍କ ଦେହାନ୍ତ ଘଟିଛି।...

‘ସଂସାର’ ଜରିଆରେ ଫେରୁଛନ୍ତି ମନ୍ଦିରା

ବମ୍ବେ: ପୁଣି ଥରେ ଟେଲି ପରଦାକୁ ଫେରୁଛନ୍ତି ମନ୍ଦିରା ବେଦୀ। ଏକତା କପୁରଙ୍କ ଶୋ’ ‘ସଂସାର’ରେ ସେ ନଜର ଆସିବେ। ଏହା ଏକ ପାରିବାରିକ ଡ୍ରାମା।...

ଅଭିନେତ୍ରୀ ରବିନାଙ୍କ ବାପା ରବି ଟଣ୍ଡନଙ୍କ ପରଲୋକ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରବିନା ଟଣ୍ଡନଙ୍କ ବାପା ତଥା ନିର୍ମାତା ରବି ଟଣ୍ଡନଙ୍କର ଶୁକ୍ରବାର ଦେହାନ୍ତ ହୋଇଛି। ଏ ନେଇ ରବିନା ଇନଷ୍ଟାଗ୍ରାମରେ ତାଙ୍କ  ବାପାଙ୍କ...

ଅହଂକାରୀ ଅଜୟ ପଡ଼ିଥିଲେ ଏହି ଅଭିନେତ୍ରୀଙ୍କ ପ୍ରେମରେ

ବଲିଉଡ୍‌ ଅଭିନେତା ଅଜୟ ଦେବଗନ ଏବଂ ଅଭିନେତ୍ରୀ କାଜଲ ଇଣ୍ଡଷ୍ଟ୍ରିର ଲୋକପ୍ରିୟ କପଲଙ୍କ ମଧ୍ୟରେ ଅନ୍ୟତମ। ୧୯୯୯ ମସିହା ଫେବୃୟାରୀ ୨୪ ତାରିଖରେ ଉଭୟ ବିବାହ...

Advertisement
Archives

Model This Week