ମିଠା ପଲଉ

ଆବଶ୍ୟକ ସାମଗ୍ରୀ

ଘିଅ ୩ଚାମଚ(ବଡ଼),ଦୁଇଟି ବଡ଼ ତେଜପତ୍ର,କଞ୍ଚାଲଙ୍କା୫-୬ଟି,କଳା ଅଳେଇଚ୨-୩ଟି,ଡାଳଚିନି ଦୁଇଖଣ୍ଡ, ଲବଙ୍ଗ ୭-୮ଟି, ଜାଇତ୍ରୀ-୧ଟି,କେସର ୩-୪ଖଣ୍ଡ,ଅଦା ଏକ ଚାମଚ, ବାସ୍‌ମତି ଚାଉଳ ଏକ କପ୍‌, କାଜୁ ୧୨-୧୬ଟି, କିସ୍‌ମିସ୍‌ ଏକଚତୁର୍ଥାଂଶ, ପିସ୍ତା ୧୨-୧୬ଟି, ଚିନି ଦୁଇ ବଡ଼ ଚାମଚ, ଲୁଣ ଆବଶ୍ୟକ ପରିମାଣର, ଜାଇଫଳ ଏକ ଛୋଟ ଚାମଚ, ହଳଦୀ ପାଉଡର୧-୨ଚାମଚ, ଗ୍ରୀନ୍‌ ମଟରଏକ କପ୍‌, ପାଣି ଦୁଇକପ୍‌।
ପ୍ରସ୍ତୁତି ପ୍ରଣାଳୀ
ମିଠା ପଲାଉ ପ୍ରସ୍ତୁତ କରିବାକୁ ହେଲେ ପ୍ରଥମେ ଏକ ବଡ଼ ପାତ୍ରରେ ଚାଉଳକୁ ଦଶମିନିଟ୍‌ ପର୍ଯ୍ୟନ୍ତ ଭିଜାଇ ରଖନ୍ତୁ। ଏହାପରେ ଏକ କଡ଼ାଇରେ ଘିଅ ଗରମ କରନ୍ତୁ। ସେଥିରେ ଗୋଟା ମସଲା ସବୁ ପକାଇ ନାଲି ହେବା ପର୍ଯ୍ୟନ୍ତ ଭାଜନ୍ତୁ। ପରେ ତାକୁ ପାତ୍ରରେ ରଖିଦିଅନ୍ତୁ। ଏବେ ଭିଜାଯାଇଥିବା ଚାଉଳକୁ ଛାଣି କଡ଼ାଇରେ କିଛି ସମୟ ପାଇଁ ଫ୍ରାଏ କରନ୍ତୁ। ଏହାପରେ ଏକ ଅଲଗା ପାତ୍ର ନେଇ ପାଣି ଗରମ କରନ୍ତୁ। ପାଣି ଫୁଟିଲା ବେଳକୁ ସେଥିରେ ଚାଉଳ ପକାନ୍ତୁ। ଏହା ହୋଇଗଲା ପରେ ପାଣି ସବୁକୁ ନିଗାଡ଼ି ଦିଅନ୍ତୁ। ଏବେ ସେଥିରେ ଚିନି, କେସର ଓ ମସଲା ସବୁ ପକାଇ ହାଲ୍‌କା ଆଞ୍ଚରେ ବସାନ୍ତୁ। ସେଥିରେ ଏବେ କାଜୁ, କିସ୍‌ମିସ୍‌, ପିସ୍ତାବାଦାମ ଆଦି ପକାଇ ୧୦ମିନିଟ୍‌ ପର୍ଯ୍ୟନ୍ତ ଘୋଡ଼ାଇ ରଖି ଦିଅନ୍ତୁ। ଏବେ ପ୍ରସ୍ତୁତ ହୋଇଗଲା ମିଠା ପଲାଉ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?