#ମିଠୁ ମାମଲାରେ ଅନୁ ମଲିକଙ୍କୁ ମିଳିଲା ଆଶ୍ୱସ୍ତି

ମୁମ୍ବାଇ,୧୭।୧: ବଲିଉଡ୍‌ର ପପୁଲାର ଗାୟକ, ସଙ୍ଗୀତ ନିର୍ଦ୍ଦେଶକ ଓ ଇଣ୍ଡିଆନ ଆଇଡଲ୍‌-୧୧ର ପୂର୍ବତନ ଜଜ୍‌ ଅନୁ ମଲିକଙ୍କ ଉପରେ #ମିଠୁ ଜରିଆରେ ଯୌନ ନିର୍ଯ୍ୟାତନା ମାମଲା ଅଭିଯୋଗ ହୋଇଥିଲା। କଣ୍ଠଶିଳ୍ପୀ ସୋନା ମହାପାତ୍ରଙ୍କ ସମେତ ଅନ୍ୟ କେତେକ ମହିଳା ତାଙ୍କ ଉପରେ ଏହି ଅଭିଯୋଗ ଆଣିଥିଲେ। ତେବେ ଏହି ମାମଲାରେ ଶୁକ୍ରବାର ତାଙ୍କୁ ଆଶ୍ୱସ୍ତି ମିଳିଛି। ଅନୁଙ୍କ ବିରୋଧରେ ଯଥେଷ୍ଟ ପ୍ରମାଣ ନ ମିଳିବାରୁ ଜାତୀୟ ମହିଳା କମିଶନର ଏହି ମାମଲାକୁ ଏବେ ବନ୍ଦ କରିଦେଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଅନୁ ମଲିକ ଇଣ୍ଡିଆନ ଆଇଡଲ୍‌-୧୧ର ଜଜ୍‌ ରହିଥିଲେ। ହେଲେ ସୋନାଙ୍କ ଏହି ଅଭିଯୋଗ ସାମ୍ନାକୁ ଆସିବା ପରେ ତାଙ୍କୁ ଶୋ’ରୁ ବାହାର କରିଦିଆଯାଇଥିଲା। ଆଉ ତାଙ୍କ ସ୍ଥାନରେ ହିମେଶ ରେସ୍‌ମିୟାଙ୍କୁ ଜଜ୍‌ କରାଯାଇଥିଲା। ଏନେଇ ଅନୁ ସଫେଇ ଦେବା ସହ କହିଥିଲେ, ମିଥ୍ୟା ଅଭିଯୋଗ ତାଙ୍କ ଉପରେ ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜରିମାନାକୁ ବେଖାତିର, ନଡ଼ା ଜାଳିବା ଘଟଣାରେ ୨୧୮ ପ୍ରତିଶତ ବୃଦ୍ଧି …

ଚଣ୍ଡିଗଡ଼,୨୭।୧୦: ଜରିମାନା ନେଇ ଲୋକଙ୍କ ମଧ୍ୟରେ ଆଉ ଭୟ ନାହିଁ। ଜରିମାନାକୁ ବେଖାତିର କରି ଲୋକେ ନଡ଼ା ଜାଳିବା ଜାରି ରଖିଛନ୍ତି। ଏହା ଯୋଗୁ ହେଉଥିବା...

ପାକିସ୍ତାନରୁ ଆସିଥିଲା ଗମ୍ଭୀରଙ୍କୁ ହତ୍ୟା ଧମକ ଇ-ମେଲ୍‌

ନୂଆଦିଲ୍ଲୀ,୨୫।୧୧:ପୂର୍ବ ଦିଲ୍ଲୀ ନିର୍ବାଚନମଣ୍ଡଳୀର ଭାଜପା ଏମ୍‌ପି ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ ଦିଆଯାଇଛି। ଥରେ ନୁହେଁ, ଦୁଇ ଥର ଇମେଲ୍‌ ଯୋଗେ...

ଏଠାରେ କାର୍‌, ଜିପ, ହାତୀ ପ୍ରତିମୂର୍ତ୍ତିିର ତିଆରି ହୁଏ ସମାଧି, କାରଣ ଜାଣି ହେବେ ଆଶ୍ଚର୍ଯ୍ୟ

ଯେତେବେଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥାଏ, ସମାଧି ଦିଆଯିବା ସ୍ଥାନରେ ତାଙ୍କ ପସନ୍ଦର ପ୍ରତିମୂର୍ତ୍ତି ତିଆରି କରାଯାଇଥାଏ। ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସତ।...

ଉତ୍ତରପ୍ରଦେଶରେ ଅନର କିଲିଂ

ଶାହାଜାହାନ୍‌ପୁର,୮।୧୦ : ହାଥ୍‌ରସ ଗଣବଳାତ୍କାର ଓ ହତ୍ୟା ଘଟଣା ପରେ ପୁଣି ଉତ୍ତରପ୍ରଦେଶରେ ଏକ ଲଜ୍ଜାକର ଘଟଣା ଘଟିଛି। ରାଜ୍ୟର ଶାହାଜାହାନ୍‌ପୁର ଜିଲାରେ ଜଣେ ଦଳିତ...

୧୧ରେ ମାଉଣ୍ଟଆବୁ ଯିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨ା୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୧୧ରେ ରାଜସ୍ଥାନର ମାଉଣ୍ଟ ଆବୁ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ସେଠାରେ ଅବସ୍ଥିତ ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର...

ସିଡିଏସ୍ ବିପିନ ରାୱତଙ୍କ ରାଜକୀୟ ସମ୍ମାନ ସହ ହେବ ଶେଷ କୃତ୍ୟ ସମ୍ପନ୍ନ, ସକାଳ ୧୧ଟାରୁ ଶେଷ ଦର୍ଶନ

ନୂଆଦିଲ୍ଲୀ,୧୦ ।୧୨: ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନେରାଲ ବିପିନ ରାୱତଙ୍କର ଶୁକ୍ରବାର ଶେଷ କୃତ୍ୟ ଦିଲ୍ଲୀଠାରେ ସମ୍ପୂର୍ଣ୍ଣ ରାଜକୀୟ ସମ୍ମାନ ସହ...

‘ୱାର୍‌-୨’ରେ ଜୁନିୟର ଏନ୍‌ଟିଆର୍‌ଙ୍କ ଏଣ୍ଟ୍ରି

ମୁମ୍ବାଇ: ସିଦ୍ଧାର୍ଥ ଆନନ୍ଦଙ୍କ ନିର୍ଦ୍ଦେଶନାରେ ୨୦୧୯ରେ ନିର୍ମିତ ଫିଲ୍ମ ‘ୱାର୍‌’ରେ ବଲିଉଡ୍‌ ଅଭିନେତା ହ୍ରିତିକ ରୋଶନ ଏବଂ ଟାଇଗର ଶ୍ରଫଙ୍କ ଯୋଡିକୁ ସମସ୍ତେ ପସନ୍ଦ କରିଥିଲେ।...

ଶରଦ ପାଓ୍ବାରଙ୍କ ବୟାନ ପରେ କଂଗ୍ରେସକୁ ଟାର୍ଗେଟ୍‌ କଲା ଭାଜପା

ନୂଆଦିଲ୍ଲୀ,୮।୪: ଏନ୍‌ସିପି ମୁଖ୍ୟ ଶରଦ ପାୱାର ଆଦାନୀ ଗ୍ରୁପ ବିବାଦ ପ୍ରସଙ୍ଗରେ ଏକ ବଡ଼ ବୟାନ ଦେଇଛନ୍ତି। ବିରୋଧୀ ଦାବି କରୁଥିବା ଯୁଗ୍ମ ସଂସଦୀୟ କମିଟି(ଜେପିସି)...

Advertisement
Archives

Model This Week