ମିଡିଆ କ୍ଲବ ପକ୍ଷରୁ ମାସ୍କ, ସାବୁନ ବଣ୍ଟନ

ବୁଗୁଡା,୨୨ା୪(ଡି.ଏନ.ଏ.)-ବୁଗୁଡ଼ା ମିଡିଆ କ୍ଲବ ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ସହରର ବିଭିନ୍ନ ସ୍ଥାନରେ ଲୋକମାନଙ୍କୁ ମାସ୍କ ଓ ସାବୁନ ବଣ୍ଟନ ସହ କରୋନା ସମ୍ପର୍କରେ ସଚେତନ କରାଯାଇଥିଲା। କରୋନା ମହାମାରୀରୁ ରକ୍ଷା ନିମନ୍ତେ ସହରରେ ଲକ୍‌ଡାଉନ ଓ ସଟଡାଉନ ଲାଗୁ ହୋଇଥିବାବେଳେ ଘରେ ରହିବା, ପଦାକୁ ବାହାରିବା ବେଳେ ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ରକ୍ଷା କରିବା ଏବଂ ସାବୁନରେ ହାତ ଧୋଇବା ଆଦି ବିଷୟରେ ଲୋକମାନଙ୍କୁ କ୍ଲବର ସଭ୍ୟମାନେ ସଚେତନ କରିବା ସହ ସେମାନଙ୍କୁ ମାସ୍କ ଓ ସାବୁନ ବଣ୍ଟନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ମିଡିଆ କ୍ଲବର ସମସ୍ତ ଖରରଦାତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri