Posted inଜାତୀୟ

ମିଡ ଡେ ମିଲରେ ଛାତ୍ରୀଛାତ୍ରଙ୍କୁ ଦିଆଯାଉଛି ଶୁଖିଲା ରୁଟି, ଲୁଣ

ମିର୍ଜାପୁର,୨୩।୮: କେନ୍ଦ୍ର ସରକାର ଛାତ୍ରୀଛାତ୍ରଙ୍କ ପାଇଁ ବିଭିନ୍ନ ଯୋଜନାମାନ କରୁଛନ୍ତି। ହେଲେ ଯୋଜନା ସବୁ ବାଟ ହୁଡୁଛି। ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ମିର୍ଜାପୁରର ଏକ ପ୍ରାଇମେରୀ ସ୍କୁଲରେ। ଉକ୍ତ ସ୍କୁଲରେ ୧୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପଢ଼ୁଥିବା ବେଳେ ସେମାନଙ୍କୁ ମିଡ ଡେ ମିଲରେ ସୁଖା ରୁଟି ଓ ଲୁଣ ଦିଆଯାଉଥିବା ଦେଖିବାକୁ ମିଳିଛି। ଏହି ଘଟଣା ସର୍ବସମ୍ମୁଖକୁ ଆସିବା ପରେ ଜିଲାପାଳ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଏଭଳି ଅବବ୍ୟସ୍ଥା ଅଭିଯୋଗରେ ୨ଜଣ ଶିକ୍ଷକଙ୍କୁ ଜିଲାପାଳ ନିଲମ୍ବିତ କରିଥିବା ବେଳେ ସୁପରଭାଇଜରଙ୍କୁ ଜବାବ ତଲବ କରିଛନ୍ତି। ଅନ୍ୟପଟେ ଏହି ମାମଲାର ଯାଞ୍ଚ ପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଯୋଗୀ ସରକାର ପିଲାମାନଙ୍କର ମିଡ ଡେ ମିଲର ଖ୍ୟାଦ୍ୟ ତାଲିକା ପୂର୍ବରୁ ପ୍ରସ୍ତୃତ କରିଥିବା ବେଳେ ଏଭଳି ଘଟଣା ସମ୍ନାକୁ ଆସିବା ଏକ ଲଜ୍ଜ୍ୟାଜନକ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri