Posted inଜାତୀୟ

ମିରଟ ଏସ୍‌ପିଙ୍କୁ ସମର୍ଥନ କଲେ ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୨୯।୧୨: ସିଏଏ ହିଂସା ସମୟର ଭାଇରାଲ ହୋଇଥିବା ମିରଟ ସିଟି ଏସ୍‌ପି ଅଖିଳେଶ ନାରାୟଣଙ୍କ ଏକ ଭିଡ଼ିଓକୁ ନେଇ ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ମୁହଁ ଖୋଲିଛନ୍ତି। ମୌର୍ଯ୍ୟ କହିଛନ୍ତି ପ୍ରଦର୍ଶନକାରୀଙ୍କୁ କୁହାଯାଇଥିବା କଥା କିଛି ଭୁଲ୍‌ ନୁହେଁ। ହିଂସାକାଣ୍ଡରେ ଲିପ୍ତ ଥିବା ପ୍ରଦର୍ଶନକାରୀଙ୍କ ପାଇଁ ଏହା ଠିକ୍‌। ସୂଚନାଯୋଗ୍ୟ, ପ୍ରଦର୍ଶନକାରୀମାନେ ପାକିସ୍ତାନ ଜିନ୍ଦାବାଦ୍‌ ସ୍ଲୋଗାନ୍‌ ଦେବା ସହିତ ପୋଲିସ ଉପରକୁ ଟେକାପଥର ମାଡ଼ କରିଥିଲେ। ଭିଡ଼କୁ ନିୟନ୍ତ୍ରଣ କରିବା ଲାଗି ଏସ୍‌ପି ଏପରି କହିଥିଲେ। ତେବେ ପରବର୍ତ୍ତୀ ସମୟରେ ଏସ୍‌ପିଙ୍କ ମନ୍ତବ୍ୟ ନେଇ ବିଭିନ୍ନ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ସମାଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଭାମଞ୍ଚରୁ ଖସିପଡିଲେ କଂଗ୍ରେସ ନେତା

ପାଟନା,୩୦।୧୦: ବିହାର ବିଧାନସଭାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇ। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଏବେ ପ୍ରଚାର ଜୋରଦାର ଚାଲିଛି। ଜଲେ ବିଧାନସଭା ଆସନରୁ...

ଶ୍ମଶାନ ଆଗରେ ଲମ୍ବା ଲାଇନ୍‌: ଦିନରାତି ଜଳୁଛି ଜୁଇ….

ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସ୍ଥିତି ଅଣାୟତ୍ତ ହୋଇଛି। ଆକ୍ରାନ୍ତଙ୍କ...

୭ ମହାପଞ୍ଚାୟତରେ ଯୋଗଦେବେ ରାକେଶ ଟିକାଏତ୍‌

ଗାଜିଆବାଦ୍‌, ୧୨।୨: ଭାରତୀୟ କିଷାନ ୟୁନିୟନ ନେତା ରାକେଶ ଟିକାଏତ୍‌ ହରିୟାଣା, ମହାରାଷ୍ଟ୍ର ଓ ରାଜସ୍ଥାନରେ ଚାଲିଥିବା ୭ଟି କୃଷକଙ୍କ ବୈଠକରେ ଯୋଗଦେବେ।  ଏହି ମହାପଞ୍ଚାୟତ...

ବଳାତ୍କାରୀଙ୍କୁ ୬ ମାସ ମଧ୍ୟରେ ମିଳିବ ଦଣ୍ଡ: କେଜରିଓ୍ବାଲ

ନୂଆଦିଲ୍ଲୀ,୧୭।୧: ଏଣିକି ଏମିତି ସିଷ୍ଟମ ତିଆରି କରାଯିବ ଯେଉଁଥିରେ ବଳାତ୍କାରୀଙ୍କୁ ୬ ମାସ ମଧ୍ୟରେ ଦଣ୍ଡ ମିଳିବ ବୋଲି ଶୁକ୍ରବାର କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ...

ନୀତିଶଙ୍କ ରଣନୀତି: ୬ ଜଣିଆ ଦଳ ଉପରେ ଦାୟିତ୍ୱ

ପାଟନା, ୨୮।୯: ଆଗକୁ ବିହାରରେ ବିଧାନସଭା ନିର୍ବାଚନ। ଏହାକୁ ଦୃଷ୍ଟିରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ନିର୍ବାଚନ ସ୍ବତନ୍ତ୍ର ରଣନୀତି ଆପଣେଇବା ସହିତ ଏହାର ଦାୟିତ୍ୱ ୬...

ମମତାଙ୍କ ସହ ଆଲୋଚନା ପାଇଁ ରାଜି ହେଲେ ଡାକ୍ତର: ରଖିଲେ ସର୍ତ୍ତ

କୋଲକାତା, ୧୬।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଲୋଚନା ପାଇଁ ଶେଷରେ ରାଜି ହୋଇଛନ୍ତି ଆନ୍ଦୋଳନରତ ଜୁନିୟର ଡାକ୍ତର। ସେମାନଙ୍କ ଆନ୍ଦୋଳନ ରବିବାର ଷଷ୍ଠ...

ରାମପୁରରେ ଭୂସ୍ଖଳନ: ଚାପି ହୋଇ ୧ମୃତ, ୪ଆହତ

ଶିମ୍‌ଲା,୧୨।୮: ହିମାଚଳ ପ୍ରଦେଶର ରାମପୁରରେ ଶୁକ୍ରବାର ଭୂସ୍ଖଳନ ହୋଇଛି। ଯେଉଁଠାରେ ଭଗ୍ନାବଶେଷ ତଳେ ପାଞ୍ଚ ଜଣ ଚାପି ହୋଇ ଯାଇଥିଲେ। ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ...

ଭାରତୀୟ ରେଳବାଇ ପୃଥିବୀର ଦ୍ୱିତୀୟ ସର୍ବବୃହତ ସବୁଜ ନେଟଓ୍ବାର୍କ: ୮୫ ପ୍ରତିଶତ ହୋଇଛି ବିଦ୍ୟୁତିକରଣ…

ନୂଆଦିଲ୍ଲୀ,୨୩।୨ : ଚାଇନା ପରେ ଭାରତୀୟ ରେଳବାଇ ବର୍ତ୍ତମାନ ବିଶ୍ୱର ଦ୍ୱିତୀୟ ବୃହତ୍ତମ ସବୁଜ ରେଳ ନେଟୱାର୍କରେ ପରିଣତ ହୋଇଛି। ଉତ୍ତରପ୍ରଦେଶର ବ୍ରଡ ଗେଜ (ବିଜି)...

Advertisement
Archives

Model This Week