ମିଳିଲାନି ଜାମିନ;ମେ ୨୪ ଯାଏ ଜେଲ୍‌ରେ ରହିବେ ନୀରବ

ଲଣ୍ଡନ,୨୭-୪: ପିଏନ୍‌ବି ମହାଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ତୃତୀୟ ଥର ଲାଗି ଜାମିନ ମିଳିଲାନି। ତାଙ୍କର ଜାମିନ ଆବେଦନକୁ ଓ୍ବେଷ୍ଟମିନିଷ୍ଟର କୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ଫଳରେ ସେ ଆହୁରି ୨୮ ଦିନ ଅର୍ଥାତ ମେ ୨୪ ତାରିଖ ପର୍ଯ୍ୟନ୍ତ ଜେଲ୍‌ରେ ରହିବେ। ସେହି ଦିନ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଏଥିପୂର୍ବରୁ ନୀରବଙ୍କ ଆବେଦନକୁ ମାର୍ଚ୍ଚ ୨୯ରେ ଅଦାଲତ ଖାରଜ କରିଦେଇଥିଲେ। ତାଙ୍କୁ ଗିରଫ କରାଯିବା ପରେ ସେ ସଙ୍ଗେ ସଙ୍ଗେ ଜାମିନ ଆବେଦନ କରିଥିଲେ, ଯାହାକୁ ଅଦାଲତ ପ୍ରଥମଥର ପ୍ରତ୍ୟାଖ୍ୟାନ କରିଦେଇଥିଲେ। ଶୁକ୍ରବାର ଲଣ୍ଡନରେ ନୀରବଙ୍କୁ ଭିଡିଓ କନଫରେନ୍ସିଂ ଜରିଆରେ ଅଦାଲତରେ ହାଜର କରାଯାଇଥିଲା। ଜଜ୍‌ ଇମା ଅର୍ବଥନଟ୍‌ ନୀରବଙ୍କ ଜାମିନ ମାମଲାରେ ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିଥିଲେ ଓ ହୀରା ବ୍ୟବସାୟୀଙ୍କ ପୋଲିସ ହାଜତକୁ ବୃଦ୍ଧି କରିଥିଲେ।

ନୀରବ, ମେହୁଲ ଚୋକ୍‌ସିଙ୍କ କାର୍‌ ନିଲାମ

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ପକ୍ଷରୁ ନୀରବ ମୋଦି ଓ ମେହୁଲ ଚୋକ୍‌ସିଙ୍କ ୧୨ ଲକ୍‌ଜରୀ କାର୍‌କୁ ଅନ୍‌ଲାଇନରେ ନିଲାମ କରିଦେଇଛି। ଏଥିରୁ ୩.୨୯ କୋଟି ଟଙ୍କା ମିଳିଛି। ମେଟାଲ ଆଣ୍ଡ ସ୍କ୍ରାପ୍‌ ଟ୍ରେଡିଂ କର୍ପୋରେଶନ(ଏମ୍‌ଏସ୍‌ଟିସି) ପକ୍ଷରୁ ଏହି ନିଲାମୀ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri