ମିଳିଲା ନରଭକ୍ଷୀ ଡାଇନାସୋର ଜୀବାଶ୍ମ…

ବ୍ରାଜିଲ୍‌ର ଦକ୍ଷିଣ ଅଞ୍ଚଳରୁ ଏକ ନରଭକ୍ଷୀ ଡାଇନାସୋର ଜୀବାଶ୍ମ ମିଳିଛି। ଏହି ପ୍ରଜାତିର ଡାଇନାସୋର ୨୩ କୋଟି ବର୍ଷ ତଳେ ପୃଥିବୀରେ ବାସ କରୁଥିଲା ବୋଲି ଗବେଷକ କହିଛନ୍ତି। ଏନେଇ ବିଜ୍ଞାନ ପତ୍ରିକା ପିରଜେରେ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ଜୀବାଶ୍ମ ସମ୍ପୂର୍ଣ୍ଣ ସୁରକ୍ଷିତ ରହିଛି। ଏତେବର୍ଷ ବିତିଯାଇଥିଲେ ମଧ୍ୟ ଏହା କିପରି ସମ୍ଭବ ହୋଇଛି ତାହା ଗବେଷକଙ୍କୁ ବିସ୍ମିତ କରିଛି। ଏହି ପ୍ରଜାତିର ଡାଇନାସୋରର ଦାନ୍ତ ଏବଂ ମାଢ଼ି ବେଶ୍‌ ସୁଦୃଢ଼ ଥିବା ଗବେଷକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୩୦ ଦିନ ହସ୍ପିଟାଲରେ ରହିଲେ କରୋନା ସଂକ୍ରମିତ ଏହି ମହିଳା, ପରେ ଘଟିଲା ଏମିତି କିଛି…

କରୋନା ଭାଇରସ୍‌ରେ ସଂକ୍ରମିତ ହୋଇଥିବା ବ୍ରିଟେନ୍‌ର ଫାତିମା ବ୍ରିଡଲ ନାମକ ଜଣେ ୩୫ ବର୍ଷୀୟା ମହିଳା ୪ ମାସ ୧୦ ଦିନ ହସ୍ପିଟାଲରେ ରହିଥିଲେ। ୧୩୦...

ଚେତାବନୀ ଦେଲା ଆମେରିକା

ନ୍ୟୁୟର୍କ,୯।୧: ଆମେରିକା ରୁଷିଆକୁ ଚେତାବନୀ ଦେଇଛି। ଯଦି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରେ ତେବେ ତାକୁ ଆର୍ଥିକ ଭାବେ ଦୁର୍ବଳ କରିଦେବୁ ବୋଲି ଆମେରିକା...

ଗୋଟିଏ ଦିନରେ ଜନ୍ମ ନେଇଥିଲେ ୫ ଭାଇଭଉଣୀ : ଏକାସାଙ୍ଗରେ ହେବେ ବାହା

ଗୋଟିଏ ଦିନରେ ଜନ୍ମ ନେଇଥିବା ୫ ଭାଇଭଉଣୀଙ୍କ ମଧ୍ୟରୁ ଏକାଦିନରେ ୪ ଭଉଣୀଙ୍କର ବିବାହ ସ୍ଥିର ହୋଇଥିବାବେଳେ ଭାଇଙ୍କ ବିବାହ ଏହି ଦିନରେ କରିବା ପାଇଁ...

ମାସ୍କ ବାଣ୍ଟୁଛନ୍ତି କଣ୍ଡକ୍ଟର

ମଦୁରାଇ: କରୋନା ସଂକ୍ରମଣ ରୋକିବା ଲାଗି ଲୋକଙ୍କୁ ସଚେତନ କରିବାକୁ ପ୍ରୟାସ ଜାରି ରହିଛି। ତେବେ ସରକାରଙ୍କ ଏହି ଉଦ୍ୟମକୁ କେତେଜଣ ବ୍ୟକ୍ତି ସ୍ବଇଚ୍ଛାରେ କରିବାରେ...

ଟ୍ରମ୍ପ୍‌ଙ୍କୁ ଛାଡ଼ପତ୍ର ଦେବେ ମେଲାନିଆ: ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା !

ଓ୍ବାଶିଂଟନ,୮।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ୍‌ ପରାଜିତ ହୋଇଛନ୍ତି। ଟ୍ରମ୍ପ୍‌ଙ୍କ ତୃତୀୟ ସ୍ତ୍ରୀ ମେଲାନିଆ ଟ୍ରମ୍ପ୍‌ ଏବେ ତାଙ୍କୁ ଛାଡ଼ପତ୍ର ଦେବାକୁ ଯୋଜନା କରିଥିବା...

ବିବାହ ସମୟରେ ବରଙ୍କୁ ଉପହାରରେ ଦିଆଯାଏ କନ୍ୟାଙ୍କ କେଶ

ଲମ୍ବା କେଶ ପାଇଁ ପ୍ରସିଦ୍ଧ ଚାଇନାର ଗୁଆଗଶି ଅଞ୍ଚର ହୁଆଙ୍ଗଲୁଓ ଗାଁ। ଏହାକୁ ଲଙ୍ଗ ହେୟାର ଭିଲେଜ ବୋଲି ମଧ୍ୟ କୁହାଯାଏ। କାରଣ ଏଠାକାର ସମସ୍ତ...

ଜନବସତିରେ ୫୬ ତୁଷାର ଭାଲୁ: ୭ ହଜାରରୁ ଅଧିକ ଲୋକ ଘରେ ବନ୍ଦୀ

ମସ୍କୋ,୮।୧୨: ଜଳବାୟୁ ପରିବର୍ତ୍ତନର ପ୍ରଭାବରେ ରୁଷିଆର ଆର୍କଟିକ୍‌ ଅଞ୍ଚଳରେ ତାପମାତ୍ରା ଶୂନ୍ୟ ଡିଗ୍ରୀରୁ ବୃଦ୍ଧି ପାଇ .୭୫ ଡିଗ୍ରୀ ହୋଇଛି। ଫଳରେ ବରଫ ତରଳିବା ଆରମ୍ଭ...

କରୋନାର କରୁଣ ଦୃଶ୍ୟ: ମୃତ ଲୋକଙ୍କ ପାଇଁ ମିଳୁନି କଫିନ!

ସାଓ ପୋଲୋ,୨।୫: ବ୍ରାଜିଲର ମାନୁସ ସହରରେ କରୋନାର କରୁଣ ଦୃଶ୍ୟ ଦେଖିବାକୁ ମିଳିଛି। ମିଳିଥିବା ଖବର ଅନୁଯାୟୀ, ଏଠାରେ ପ୍ରତିଦିନ କରୋନା ସଂକ୍ରମଣରେ ଶହ ଶହ...

Advertisement
Archives

Model This Week