‘ମିଶନ୍‌ ମଙ୍ଗଲ୍‌’ର ବୈଜ୍ଞାନିକ ଭୂମିକାରେ ଅକ୍ଷୟ

ମୁମ୍ବାଇ: ସ୍ପେସ୍‌ ଡ୍ରାମା ‘ମିସନ୍‌ ମଙ୍ଗଲ୍‌’ରେ ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଜଣେ ବୈଜ୍ଞାନିକ ଭୂମିକା ନେଇଥିବା ବେଳେ ଏହା ତାଙ୍କ ଝିଅ ବୟସର ପିଲାଙ୍କ ପାଇଁ ଉଦ୍ଦିଷ୍ଟ ବୋଲି କହିଛନ୍ତି। ଏହି ଫିଲ୍ମ ଦର୍ଶକଙ୍କୁ ବିଜ୍ଞାନ ପ୍ରତି ଯେତିକି ଅନୁପ୍ରେରିତ କରିବ ଚିତ୍ତବିନୋଦନ ପାଇଁ ସେତିକି ସହାୟକ ହେବ ବୋଲି ଅକ୍ଷୟ ଆଶା ରଖିଛନ୍ତି। ମଙ୍ଗଳକୁ ଭାରତ ମିଶନ୍‌ର ସତ୍ୟ କାହାଣୀକୁ ଭିତ୍ତିକରି ଏହା ଗତିଶୀଳ ହୋଇଥିବା ଅକ୍ଷୟ ଗୁରୁବାର ଟୁଇଟ୍‌ କରିଛନ୍ତି। ଏହି ଫିଲ୍ମରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଭୂମିକାରେ ଅଛନ୍ତି ବିଦ୍ୟା ବାଲାନ୍‌, ତାପସୀ ପନ୍ନୁ, କୀର୍ତ୍ତି କୁହ୍ଲାରି ଏବଂ ନିତ୍ୟା ମେନନ୍‌। ଫକ୍ସ ଷ୍ଟାର ହିନ୍ଦୀର ଅଫିସିଆଲ ଟୁଇଟର ପୃଷ୍ଠାରେ ମଧ୍ୟ ଅକ୍ଷୟଙ୍କୁ ପ୍ରଶଂସା କରାଯାଇଛି। ଏଥିରେ କୁହାଯାଇଛି, ‘ଏହି ଅବିଶ୍ୱାସ୍ୟ ଯାତ୍ରାପଥରେ ଅଂଶୀଦାର ହୋଇଥିବାରୁ ଅକ୍ଷୟଙ୍କୁ ଧନ୍ୟବାଦ। ଆଗାମୀ ପିଢ଼ିକୁ ଅନୁପ୍ରେରିତ କରିବା ପାଇଁ ଏହାଠୁ ଅଧିକ କ’ଣ ଭଲ ଆମେ ଭାବିପାରୁ ନାହୁଁ। ମଙ୍ଗଳକୁ ଭାରତ ଅଭିଯାନର ସତ୍ୟ କାହାଣୀ ଉନ୍ମୋଚନ ପାଇଁ ପ୍ରସ୍ତୁତ ରହନ୍ତୁ।’


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ଅଛନ୍ତି ବିଜୟ ମହାନ୍ତି: ସବ୍ୟସାଚୀ କହିଲେ, ଗୁଜବ ସୃଷ୍ଟିକାରୀ ମାଗନ୍ତୁ କ୍ଷମା

ଭୁବନେଶ୍ୱର,୭।୭(ବ୍ୟୁରୋ): ବରିଷ୍ଠ ଓଡ଼ିଆ ଅଭିନେତା ବିଜୟ ମହାନ୍ତି ସୁସ୍ଥ ଅଛନ୍ତି। ତାଙ୍କୁ ନେଇ ଅନେକ ଗୁଜବ ତଥ୍ୟ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ସେ...

ଫିଲ୍ମର ବଜେଟ୍‌ ୨୮୦, ଶାହାରୁଖ୍‌ ନେବେ ୧୦୦ କୋଟି

ବଲିଉଡ୍‌ ଅଭିନେତା ଶାହାରୁଖ୍‌ ଖାନ୍‌ ତାଙ୍କର ଆଗାମୀ ଫିଲ୍ମ ‘ପଠାନ’କୁ ନେଇ ଅନେକ ଦିନ ହେବ ଚର୍ଚ୍ଚାରେ ରହିଛନ୍ତି। ଫିଲ୍ମର ଶୁଟିଂ ପାଇଁ ଶାହାରୁଖ୍‌ ଏବେ...

ରଣବୀର ସିଂଙ୍କୁ ଦେଖି କାନ୍ଦିଲେ ଶିଶୁ

ବଲିଉଡ୍‌ ଅଭିନେତା ରଣବୀର ସିଂ ସର୍ବଦା ନିଜ ଫ୍ୟାଶନ୍‌କୁ ନେଇ ଚର୍ଚ୍ଚାରେ ଥାନ୍ତି। ସେ ଫ୍ୟାଶନ ଶୋ’ ହେଉ କିମ୍ବା ରେଡ୍‌ କାର୍ପେଟ୍‌ ତାଙ୍କୁ ସବୁବେଳେ...

ତୃତୀୟ ଥର ଲାଗି ଆର୍ମୀ ଅଫିସର ଭୂମିକାରେ ବିକ୍କି

ମୁମ୍ବାଇ: ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ୍‌, ‘ରାଜି’, ‘ମଶାନ୍‌’ ପରି ହିଟ୍‌ ଚଳଚ୍ଚିତ୍ର ଦେବା ପରେ ଏବେ ଅଭିନେତା ବିକ୍କି କୌଶଲଙ୍କ ନିକଟରେ ପ୍ରଯୋଜକଙ୍କ ଲମ୍ବା...

ଆଖିବୁଜିଲେ ଏହି ଲୋକପ୍ରିୟ ନିର୍ଦ୍ଦେଶକ

ମରାଠୀ ଫିଲ୍ମର ଜଣାଶୁଣା ନିର୍ଦ୍ଦେଶକ ସୁମିତ୍ରା ଭାବେଙ୍କର ସୋମବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ଦୀର୍ଘ ଦିନ ହେବ ସେ...

ଇଣ୍ଡିଆଜ୍ ବେଷ୍ଟ ଡ୍ୟାନ୍ସର ବିଜେତା ହେଲେ ଅଜୟ ସିଂ

ମୁମ୍ବାଇ,୨୩ ।୧୧: ବେଶ୍ କିଛି ଦିନର ପ୍ରତିଯୋଗୀତା ପରେ ଶେଷରେ ଇଣ୍ଡିଆଜ୍ ବେଷ୍ଟ ଡ୍ୟାନ୍ସର ବିଜେତା ଘୋଷଣା କରାଯାଇଛି । ଶୋ’ରେ ଟାଇଗର ପପ୍ ନାମରେ...

ମାଧୁରୀଙ୍କ ସହ ପୁଣି ନଜର ଆସିବେ ଆମିର!

ମୁମ୍ବାଇ: ବଲିଉଡ୍‌ର ଜଣାଶୁଣା ନିର୍ଦ୍ଦେଶକ ଇନ୍ଦ୍ର କୁମାର ଏବେ ତାଙ୍କର ୧୭ ତମ ଫିଲ୍ମ ‘ଥ୍ୟାଙ୍କ ଗଡ’ ଶୁଟିଂରେ ବ୍ୟସ୍ତ ଅଛନ୍ତି । ଏଥିରେ ସିଦ୍ଧାର୍ଥ...

ଦିୟା-ବୈଭବଙ୍କ ବିବାହ ପରେ ଏକ୍ସ ଓ୍ବାଇଫ୍‌ ଦେଲେ ଏମିତି ପ୍ରତିକ୍ରିୟା

ମୁମ୍ବାଇ : ବଲିଉଡ୍‌ ଅଭିନେତ୍ରୀ ଦିୟା ମିର୍ଜା ସୋମବାର ପ୍ରତିଷ୍ଠିତ ବ୍ୟବସାୟୀ ବୈଭବ ରେଖୀଙ୍କୁ ବିବାହ କରିଛନ୍ତି। ଦୁଇଜଣ ଏହି ବିବାହ ପାଇଁ ଖୁବ୍‌ ଉତ୍ସାହିତ...

Advertisement
Seven Jackpot


Archives

Model This Week