Posted inଜାତୀୟ

ମିଶନ ଏୟାରଲିଫ୍ଟ: ଇରାନରୁ ସ୍ବଦେଶ ଫେରିଲେ ଭାରତୀୟ; ଏବେ ବି ରହିଛନ୍ତି ୬ ହଜାର

ନୂଆଦିଲ୍ଲୀ,୧୫।୩: ଇରାନରେ ଥିବା ୨୩୪ ଭାରତୀୟ ସ୍ବଦେଶ ଫେରିଛନ୍ତି। ସେମାନଙ୍କ ମଧ୍ୟରେ ୧୩୧ ଜଣ ଛାତ୍ର ଥିବାବେଳେ ୧୦୩ଜଣ ତୀର୍ଥଯାତ୍ରୀ ରହିଛନ୍ତି। ଏବେ ମଧ୍ୟ ଇରାନରେ ୬ ହଜାରରୁ ଅଧିକ ଭାରତୀୟ ରହିଛନ୍ତି। ସେମାନଙ୍କୁ ଭାରତ ଫେରାଇ ଆଣିବା ଲାଗି ଉଦ୍ୟମ ଜାରି ରହିଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ସୂଚନା ଦେଇଛନ୍ତି। ଇରାନରୁ ଫେରିଥିବା ଭାରତୀୟଙ୍କୁ ଯୋଧପୁର ଏବଂ ଜୟସେଲମେରଠାରେ ଥିବା ଆଇସୋଲେଶନ୍‌ କ୍ୟାମ୍ପ୍‌ରେ ରଖାଯିବାର ବ୍ୟବସ୍ଥା କରାଯାଇଛି। ଭାରତୀୟ ସେନା ଦ୍ୱାରା ଏହା ପରିଚାଳିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ସୋନମ ୱାଙ୍ଗଚୁକଙ୍କ ଜୀବନ: ୮.୫ କିଲୋ କମିଲା ଓଜନ, ଅନଶନ ଭାଙ୍ଗିବାକୁ ଦିଲ୍ଲୀ ହାଇକୋର୍ଟରେ ଆବେଦନ

ନୂଆଦିଲ୍ଲୀ,୧୫।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ବିଶିଷ୍ଟ ଶିକ୍ଷାବିତ୍‌ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ଅର୍ନିଦ୍ଦିଷ୍ଟ କାଳୀନ ଅନଶନ ଏବେ ୧୭ ଦିନରେ ପହଞ୍ଚିଛି। ଦେଶର ଶିକ୍ଷା ବ୍ୟବସ୍ଥାରେ…

NDAରେ ସାମିଲ ହେବେ ଶରଦ ପାୱାର? ଅଧରାତିରେ ହୋଇଗଲା ବଡ଼ ଖେଳ, ରାଜନୀତିରେ ହଇଚଇ

ମୁମ୍ବାଇ,୧୫।୭:ମହାରାଷ୍ଟ୍ର ରାଜନୀତିରେ ‘ଅପରେଶନ ଟାଇଗର୍‌’କୁ ନେଇ ଚର୍ଚ୍ଚା ଏବେ ବି ଶାନ୍ତ ପଡ଼ିନଥିବା ବେଳେ ଏକ ନୂଆ ମୋଡ଼ ସାମ୍ନାକୁ ଆସିଛି। ପ୍ରତିଦିନ ନୂଆ ନୂଆ ଆଶଙ୍କା,…

୫୦୦୦ ଟଙ୍କା ପାଇଁ ମହିଳାଙ୍କୁ ଜିଅନ୍ତା ଜାଳିଦେଲେ ପଡ଼ୋଶୀ

ପାଟନ୍‌,୧୫।୭: ମାତ୍ର ୫୦୦୦ଟଙ୍କା ଋଣ କାରବାରକୁ କେନ୍ଦ୍ରକରି ଗୁଜରାଟର ପାଟନ୍‌ ଜିଲାରେ ପିଙ୍କିବେନ ପଟନୀ(୩୫) ନାମକ ଜଣେ ବିଧବା ମହିଳାଙ୍କୁ ପଡ଼ୋଶୀ ବାବୁଭାଇ ରାବଲ୍‌ ପେଟ୍ରୋଲ ଢାଳି…

କଫ ସିରପ୍‌ର ହବ୍‌ ପାଲଟିଛି ବରଗଡ଼: ରାଜଧାନୀକୁ ଚେର

ବରଗଡ଼,୧୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ନିଶା କାରବାରର ହବ ପାଲଟିଛି। ଏଠାରେ କଫ୍‌ ସିରପଠାରୁ ଆରମ୍ଭ କରି ଗଞ୍ଜେଇ, ବ୍ରାଉନସୁଗାର ଆଦି ନିଶା କାରବାର ଚାଲିଛି। ପୋଲିସ ଥରକୁଥର ଚଢ଼ାଉ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ…

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

ନୀତିବିହୀନ ନିର୍ଦ୍ଧାରକ

ଭାରତରେ ଖାଦ୍ୟପଦାର୍ଥର ମୂଲ୍ୟ ବୃଦ୍ଧି ଯୋଗୁ ଗତ ଜୁନ୍‌ରେ ଖୁଚୁରା (ରିଟେଲ୍‌) ମୁଦ୍ରାସ୍ଫୀତି ୪.୩୮ ପ୍ରତିଶତରେ ପହଞ୍ଚତ୍ଛି, ଯାହା ମେ’ରେ ଥିଲା ୩.୯୩ ପ୍ରତିଶତ। ରିଜର୍ଭ ବ୍ୟାଙ୍କ…

ଶେଷରେ ବିଜୟ ସ୍ବାଦ ଚାଖିଲା ଭାରତ: ଇଂଲଣ୍ଡକୁ କଲା ଧରାଶାୟୀ

ବର୍ମିଂହାମ୍‌,୧୫ା୭: ଚଳିତ ଇଂଲଣ୍ଡ ଟୁର୍‌ରେ ଲଗାତର ୪ ପରାଜୟ ପରେ ମଙ୍ଗଳବାର ଭାରତୀୟ ଦଳ ତା’ର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଅକ୍ଷର ପଟେଲଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri