ମିଶନ ଜିରୋ-ଏଫ୍‌କୁ ଖିମଜୀର ୧୫ ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର,୨-୯: ପ୍ରମୁଖ ଜୁଏଲେରୀ ଚେନ୍‌ ଷ୍ଟୋର ଖୀମଜି ଜୁଏଲର୍ସ ପକ୍ଷରୁ ରାଜ୍ୟ ସରକାରଙ୍କ ମିଶନ ଜିରୋ-ଏଫ କାର୍ଯ୍ୟକ୍ରମକୁ ୧୫ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ଖୀମଜିର ନିର୍ଦ୍ଦେଶକ ମିତେଶ ଖୀମଜି ଏଥି ସଂକ୍ରାନ୍ତ ଅର୍ଥରାଶିକୁ କଟକ ଜିଲାପାଳଙ୍କୁ ହସ୍ତାନ୍ତର କରିଥିଲେ। ଏକ ଦାୟିତ୍ୱବାନ ପଦକ୍ଷେପ ସ୍ବରୂପ ରାଜ୍ୟର ଶିକ୍ଷା ସଂସ୍କାର ଲାଗି ଏଭଳି ପଦକ୍ଷେପ ନିଆଯାଇଥିବା ଶୋ’ରୁମ ପକ୍ଷରୁ କୁହାଯାଇଛି। କଟକ ଜିଲା ପ୍ରଶାସନ ପକ୍ଷରୁ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାରେ ଛାତ୍ରୀଛାତ୍ରଙ୍କ ୧୦୦% ସଫଳତା ନେଇ ଲକ୍ଷ୍ୟ ରଖାଯାଇଛି। ଗୁଣବତ୍ତା ଶିକ୍ଷା ଦ୍ୱାରା ଛାତ୍ରୀଛାତ୍ରଙ୍କୁ ଆଗକୁ ବଢିବା ଲାଗି ଏଭଳି ପଦକ୍ଷେପ ବିଶେଷ ଭାବେ ସହାୟକ ହେବ। ଅଧିକ ହାରରେ ଛାତ୍ରୀଛାତ୍ର ଉଚ୍ଚ ଶିକ୍ଷା ଲାଭ କରିବା ସହ ରାଜ୍ୟର ବିକାଶ ଧାରାରେ ଯୋଗଦାନ ରଖି ପାରିବେ। ଆଜିର ଶିଶୁ କାଲିର ଭବିଷ୍ୟତ ହୋଇଥିବାରୁ ଗୁଣାତ୍ମକ ଶିକ୍ଷା ଦ୍ୱାରା ସେମାନଙ୍କ ବିକାଶ ଲାଗି ଖୀମଜି ଏହାର ଯୋଗଦାନ ଜାରି ରଖିବ ବୋଲି ନିର୍ଦ୍ଦେଶକ ମିତେଶ ଖିମଜୀ କହିଛନ୍ତି। ଏହି ଅବସରରେ ସେ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ମାନଙ୍କୁ ନେଇ ଆୟୋଜିତ ହୋଇଥିବା ମିଶନ ଜିରୋ କର୍ମଶାଳାରେ ଯୋଗଦେଇଥିଲେ। ଖୀମଜି ଗ୍ରୁପ ପକ୍ଷରୁ ନିକଟରେ ଫନି ପ୍ରଭାବିତଙ୍କ ସହାୟତା ଲାଗି ୨୧ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ବର୍ତ୍ତମାନ ଭୁବନେଶ୍ୱର, କଟକ, ରାଉଲକେଲା ଏବଂ ବ୍ରହ୍ମପୁର ଭଳି ସହରଗୁଡିକରେ ଖୀମଜି ଷ୍ଟୋର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ଆଇସିର ନୂତନ ଉତ୍ପାଦ ‘ଜୀବନ ଉତ୍ସବ’: ଆଜୀବନ ଗ୍ୟାରେଣ୍ଟିଯୁକ୍ତ ଆୟ ସହ ମିଳିବ…

ନୂଆଦିଲ୍ଲୀ,୧।୧୨: ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି)ର ନୂତନ ଉତ୍ପାଦ ‘ଜୀବନ ଉତ୍ସବ’ ନିକଟରେ ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ନିଗମର...

୨ୟ ତ୍ରୈମାସକରେ ଜିଡିପି ଅଭିବୃଦ୍ଧି ୭.୬%

ନୂଆଦିଲ୍ଲୀ,୧।୧୨ (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ୨ୟ ତ୍ରୈମାସକ (ଜୁଲାଇରୁ ସେପ୍ଟେମ୍ବର ତ୍ରୈମାସିକ)ରେ ଦେଶର ଆର୍ଥିକ ଅଭିବୃଦ୍ଧି (ଜିଡିପି) ୭.୬% ରହିଛି। ଏପରିକି ଗତ...

ରୟାଲ ଏନ୍‌ଫିଲ୍ଡର ଅଲ୍‌ ନ୍ୟୁ ହିମାଳୟାନ ଉନ୍ମୋଚିତ: ଆକର୍ଷଣୀୟ ଡିଜାଇନିଂ ସହ ରହିଛି…

ନୂଆଦିଲ୍ଲୀ,୧।୧୨: ରୟାଲ ଏନ୍‌ଫିଲ୍ଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ହିମାଳୟାନ’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଏପରିକି ଅଧିକ ପାୱାର...

ପୁଣି ବଢିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୧୨: ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଶେଷ ହୋଇଥିଲା ଏବଂ ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପାଇଛି। ୧୯ କିଲୋଗ୍ରାମ ବାଣିଜି୍ୟକ ଗ୍ୟାସ ସିଲିଣ୍ଡରରେ...

Tata Tech IPO Listing: ନିବେଶକ ହେଲେ ମାଲାମାଲ, ୧୪୦% ପ୍ରିମିୟମ ସହ ଲିଷ୍ଟିଂ ଟାଟା ଟେକ୍ନୋଲୋଜି

ମୁମ୍ବାଇ,୩୦ା୧୧: ଦେଶର ଅନ୍ୟତମ ସମ୍ମାନଜନକ ବ୍ୟବସାୟ ଗୋଷ୍ଠୀ ଟାଟା ଗ୍ରୁପର ଆଇପିଓ ଗୁରୁବାର ସେୟାର ମାର୍କେଟରେ ତାଲିକାଭୁକ୍ତ ହୋଇଛି। ପ୍ରାୟ ଦୁଇ ଦଶନ୍ଧି ଅର୍ଥାତ୍ ୨୦...

ଗୋଲ୍ଡ ଇଜ୍‌ ଓଲ୍ଡ! ବିବାହ ଋତୁରେ ଚାଲିଛି ପ୍ଲାଟିନମର କ୍ରେଜ୍‌

ନୂଆଦିଲ୍ଲୀ,୩୦।୧୧: ଦେଶରେ ଆରମ୍ଭ ହୋଇଛି ବିବାହ ଋତୁ। ବିବାହ ସିଜନକୁ ଦେଖି ସୁନା-ରୁପା ଅଳଙ୍କାରରେ ରେକର୍ଡସ୍ତରୀୟ ବ୍ୟବସାୟ ଦେଖିବାକୁ ମିଳୁଛି। ମାର୍କେଟରେ ସୁନା ଦର ୪୨ହଜାର...

ଏଆଇବିଇଏର ତ୍ରୈବାର୍ଷିକ ସମ୍ମିଳନୀ

ଭୁବନେଶ୍ୱର,୩୦ା୧୧(ଅନୁରାଧା ମହାରଣା): ବ୍ୟାଙ୍କ ଶିଳ୍ପରେ ୩ ଲକ୍ଷରୁ ଊର୍ଦ୍ଧ୍ୱ ପଦବୀ ପୂରଣ ପାଇଁ ଦାବି କରାଯିବା ସହ ଠିକା ବା ଆଉଟସୋର୍ସିଂରେ ନିଯୁକ୍ତି ପ୍ରଦାନକୁ ନିଖିଳ...

ନିରବଚ୍ଛିନ୍ନ ବିଜୁଳି ଯୋଗାଣକୁ ଗୁରୁତ୍ୱ

ଭୁବନେଶ୍ୱର, ୩୦।୧୧: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ପକ୍ଷରୁ କଟକର ବହୁ ପ୍ରତୀକ୍ଷିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri