‘ମିଶନ ମଙ୍ଗଲ’କୁ ମହାରାଷ୍ଟ୍ର ସରକାରଙ୍କ ଉପହାର

ମୁମ୍ବାଇ: ବଲିଉଡ୍‌ ବକ୍ସ ଅଫିସରେ ହିଟ୍‌ ସାବ୍ୟସ୍ତ ହୋଇଛି ଖିଲାଡି ବୟ ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ମିଶନ ମଙ୍ଗଲ’। ଏହା ଏବେ ୧୫୦ କୋଟି ଆୟ କରିଥିବା ବେଳେ ଆଗକୁ ମଧ୍ୟ ଭଲ ଆୟ କରିବ ବୋଲି କୁହାଯାଉଛି। ତେବେ ଇତିମଧ୍ୟରେ ମହାରାଷ୍ଟ୍ରରେ ମଧ୍ୟ ଏହା ଭଲ ବ୍ୟବସାୟ କରୁଥିବା ବେଳେ ଏବେ ସେଠାକାର ସରକାର ଏହାକୁ କରମୁକ୍ତ କରିଛନ୍ତି। ତେଣୁ ଆଗାମୀ ଦିନରେ ଏହା ଆହୁରି ଭଲ ଆୟ କରିବ ବୋଲି ଟୁଇଟ୍‌ କରି କହିଛନ୍ତି ଫିଲ୍ମ କ୍ରିଟିକ୍‌ ତରଣ ଆଦର୍ଶ। ଅକ୍ଷୟଙ୍କ ଅଭିନୀୟ ଏହି ଫିଲ୍ମ ‘ମିଶନ ମଙ୍ଗଲ’ ସ୍ବାଧୀନତା ଦିବସ ଅବସରରେ ରିଲିଜ୍‌ ହୋଇଥିବା ବେଳେ ଜନ୍‌ ଆବ୍ରାହମଙ୍କ ଅଭିନୀତ ଫିଲ୍ମ ‘ବାଟଲା ହାଉଓ୍‌’ ମଧ୍ୟ ସେହି ଦିନ ରିଲିଜ୍‌ ହୋଇଥିଲା। ହେଲେ ବ୍ୟବସାୟରେ ଏବେ ଜନ୍‌ଙ୍କୁ ପଛରେ ପକାଇଛି ଅକ୍ଷୟଙ୍କ ଅଭିନୀତ ଫିଲ୍ମ ପଛରେ ପକାଇ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ରେକର୍ଡ କଲା PM ମୋଦିଙ୍କ ଭିଡିଓ, ୨୪ ଘଣ୍ଟାରେ ସବୁଠୁ ଅଧିକ…

ନୂଆଦିଲ୍ଲୀ,୨୫।୭: CJP ବିକ୍ଷୋଭକାରୀ ଏବଂ ସରକାରଙ୍କ ମଧ୍ୟରେ ଶନିବାର ଆଉ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ଉପରେ କେନ୍ଦ୍ରିତ…

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ…

ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri