‘ମିଶନ ମଙ୍ଗଲ’ ନିର୍ଦ୍ଦେଶକଙ୍କ ଚିକିତ୍ସା ଖର୍ଚ୍ଚ ବହନ କରୁଛନ୍ତି ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ‘ମିଶନ ମଙ୍ଗଲ’ର ନିର୍ଦ୍ଦେଶକ ଜଗନ ଶକ୍ତି ହଠାତ୍‌ ଗତ ୨୫ ତାରିଖରେ ଅସୁସ୍ଥ ହୋଇ ପଡିଥିଲେ। ଏହାପରେ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ତାଙ୍କ ମୁଣ୍ଡରେ ରକ୍ତ ଜମାଟ ବାନ୍ଧିଥିବା କୁହାଯାଉଥିବା ବେଳେ ଜାନୁୟାରୀ ୨୭ରେ ତାଙ୍କର ସର୍ଜରୀ କରାଯାଇଥିଲା। ଏବେ ସେ ହସ୍ପିଟାଲରେ ଅଛନ୍ତି। ତେବେ ଜଗନ ହସ୍ପିଟାଲରେ ଭର୍ତ୍ତି ହେବା ଖବର ଶୁଣିବା ପରେ ବଲିଉଡ୍‌ ଖିଲାଡି ବୟ ତୁରନ୍ତ ତାଙ୍କ ପରିବାର ସଦସ୍ୟଙ୍କ ସହ କଥା ହୋଇଥିଲେ। ଏବେ ଶୁଣିବାକୁ ମିଳିଛି କି ଅକ୍ଷୟ ଜଗନଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ କୁଆଡେ ବହନ କରୁଛନ୍ତି। ନିର୍ଦ୍ଦେଶକ ଆର୍‌ ବାଲକି ୨ ଦିନ ପୂର୍ବରୁ କହିଥିଲେ ସର୍ଜରୀ ପରେ ଜଗନଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିଛି। ତେବେ କେବଳ ଅକ୍ଷୟ କାହିଁକି ପୂରା ମିଶନ ମଙ୍ଗଲ ଟିମ୍‌ ଜଗନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁନ୍‌ମୁନ୍‌ଙ୍କ ପାଇଁ ଶାର୍ଟ-ପ୍ୟାଣ୍ଟ ଖୋଲିଦେଲେ…

ବମ୍ବେ: ଟେଲି ପରଦାର ଅଭିନେତ୍ରୀ ମୁନ୍‌ମୁନ୍‌ ଦତ୍ତାଙ୍କ କ୍ରେଜ୍‌ କାହିଁରେ କେତେ। ହାସ୍ୟଭିତ୍ତିକ ଧାରାବାହିକ‘ତାରକ ମେହତା କା ଉଲଟା ଚଷମା’ରେ ଅଭିନୟ କରିଥିବା ଏହି ଅଭିନେତ୍ରୀଙ୍କ...

ମୁମ୍ବାଇରେ ରେଷ୍ଟୁରାଣ୍ଟ ଖୋଲିଲେ ଶିଳ୍ପା

ବଲିଉଡ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ କେବଳ ଜଣେ ସଫଳ କଳାକାର ନୁହଁନ୍ତି, ବରଂ ସେ ବ୍ୟବସାୟ ଜଗତରେ ଅନେକ ନାମ ଅର୍ଜନ କରିଛନ୍ତି। ପ୍ରଥମ ଆଇପିଏଲରେ...

ଫ୍ଲପ୍‌ ଫିଲ୍ମ ଲିଷ୍ଟରେ ସାମିଲ୍‌ ହେଲା ‘ଶମଶେରା’

ନିକଟରେ ବଲିଉଡ୍‌ ଅଭିନେତା ରଣବୀର କପୁରଙ୍କ ଅଭିନୀତ ଫିଲ୍ମ‘ଶମଶେରା’ ରିଲିଜ୍‌ ହୋଇଛି। ହେଲେ ଫିଲ୍ମ ରିଲିଜ୍‌ ହେବା ପରେ ସେତେଟା ଭଲ ପ୍ରଦର୍ଶନ କରିପାରିନାହିଁ। ୫...

ଏହି ଘଟଣା ପରେ ରେଖା-ଅମିତାଭଙ୍କ ମଧ୍ୟରେ ସମ୍ପର୍କ ହୋଇଥିଲା ନିବିଡ

ବଲିଉଡ୍‌ର ଏଭରଗ୍ରୀନ୍‌ ଅଭିନେତ୍ରୀ ହେଉଛନ୍ତି ରେଖା। ନିଜର ସୌନ୍ଦର୍ଯ୍ୟ ଏବଂ ଅଭିନୟ ଦ୍ୱାରା ସେ ପ୍ରଶଂସକଙ୍କ ହୃଦୟ ଜିତିପାରିଛନ୍ତି । ତାଙ୍କର ସୌନ୍ଦର୍ଯ୍ୟ ଆଗରେ ଆଜିବି...

ମା’ ହେବାରୁ ବିବାଦ

ଚେନ୍ନାଇ: ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରିର ପାଓ୍ବାର କପୁଲ କୁହାଯାଉଥିବା ନୟନତାରା (ଡିଆନା ମାରିଅମ କୁରିଆନ) ଓ ବିଘ୍ନେଶ ରବିବାର ଦୁଇଟି ଯମଜ ସନ୍ତାନଙ୍କ ଅଭିଭାବକ ହୋଇଛନ୍ତି।...

ଝିଅକୁ ପାଣି ପିଆଇବା ପାଇଁ ଝୁମ୍ପୁଡିରେ ପହଞ୍ଚିଲେ ଅକ୍ଷୟ: ଖାଇବାକୁ ମିଳିଲା ରୁଟି ଗୁଡ

ମୁମ୍ବାଇ: ନିଜର ଉଦାର ମନୋଭାବ ପାଇଁ ଜଣାଯାଉଥିବା ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ସବୁବେଳେ ସୋସିଆଲ ମିଡିଆରେ ଆକ୍ଟିଭ ରୁହନ୍ତି। ନିଜ ପର୍ସନାଲ ଲାଇଫ୍‌...

ଘର କିଣିଲେ ରାଣୀ ମୁଖାର୍ଜୀ, ଦାମ୍‌ ଜାଣିଲେ…

ମୁମ୍ବାଇ: ଅଭିନେତ୍ରୀ ରାଣୀ ମୁଖାର୍ଜୀ ମୁମ୍ବାଇରେ ଏକ ନୂଆ ଆପାର୍ଟମେଣ୍ଟ କିଣିଛନ୍ତି। ଏହି ଆପାର୍ଟମେଣ୍ଟର ୨୨ତମ ଫ୍ଲୋର୍‌ ରହିଛି। ୧୪୮୫ ସ୍କୋୟାର ଫୁଟ୍‌ ପରିବେଷ୍ଟିତ ଏହି...

ସ୍ବାମୀଙ୍କଠାରୁ ଧନୀ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ପରେ ହଲିଉଡ୍‌ ନାଁ କମାଇଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଚର୍ଚ୍ଚାରେ ଅଛନ୍ତି। କଠିନ ପରିଶ୍ରମ ଯୋଗୁ ସେ ଅନେକ ହିଟ ଫିଲ୍ମ ଦର୍ଶକଙ୍କୁ...

Advertisement
Archives

Model This Week