ମିଶନ ଶକ୍ତି ମହିଳାଙ୍କୁ ମିଳିବ ମିଲ୍‌ ପିଛା ୨ ଟଙ୍କା ପ୍ରୋତ୍ସାହନ ରାଶି

ଭୁବନେଶ୍ୱର,୫।୫(ବ୍ୟୁରୋ): କରୋନା ମୁକାବିଲା ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆ ଘୋଷଣା କରିଛନ୍ତି। ପ୍ରବାସୀମାନଙ୍କ ଆଗମନକୁ ଦୃଷ୍ଟିରେ ରଖି ଆଗକୁ ଦୈନିକ ୧୫ହଜାର ଲୋକଙ୍କ ନମୁନା ପରୀକ୍ଷା ପାଇଁ ପଦକ୍ଷେପ ନିଆଯାଇଥିବା ସେ କହିଛନ୍ତିି। ସେହିଭଳି ଗ୍ରୀନ୍‌ ଜୋନ୍‌ରେ କୃଷି, ଶିଳ୍ପ, ଜୀବିକା, ପରିବହନ ସ୍ବାଭାବିକ କରାଯିବ। ଶିଳ୍ପ ସଂସ୍ଥାର ସମସ୍ୟା ସମାଧାନ ପାଇଁ ଆଦର୍ଶ ନୀତି ଆସିବ। ଚାଷୀ ଓ ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ଋଣ ସହାୟତା ବଢ଼ିବ। ଇତିମଧ୍ୟରେ ମିଶନ ଶକ୍ତି ମହିଳାମାନେ ୨ କୋଟିରୁ ଅଧିକ ମିଲ ଯୋଗାଇଲେଣି। ସେମାନଙ୍କୁ ପ୍ରତି ମିଲ୍‌ ପିଛା ୨ ଟଙ୍କା ଲେଖାଏ ପ୍ରୋତ୍ସାହନ ରାଶି ମିଳିବ। ବାହାରେ ଅଧିକ ଲୋକ କାମ କରୁଥିବା ଜିଲା ଉପରେ ଦୃଷ୍ଟି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri