ମିସ୍‌ ଗ୍ଲୋରି ଅଫ୍‌ ୟୁନିଭର୍ସ: ଭାରତର ପ୍ରତିନିଧିତ୍ୱ କରିବେ ମଞ୍ଜୁ ଥାପ୍ପା

ନୂଆଦିଲ୍ଲୀ,୬।୧: ମିସ୍‌ ଗ୍ଲୋରି ଅଫ୍‌ ୟୁନିଭର୍ସ-୨୦୨୦ ଫେବୃୟାରୀ ୫ରେ ବ୍ୟାଙ୍କକ୍‌ରେ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗୀତାରେ ଗ୍ଲୋରି ଅଫ୍‌ ନର୍ଥ-ଇଷ୍ଟ ମଞ୍ଜୁ ଥାପ୍ପା ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବେ। ଅନ୍ତଃରାଷ୍ଟ୍ରୀୟ ସ୍ତରରେ ଏହି ପ୍ରତିଯୋଗୀତାରେ ମଞ୍ଜୁ ସବୁଠାରୁ କନିଷ୍ଠ ପ୍ରତିଯୋଗୀ। ଏଥିପାଇଁ ତାଙ୍କୁ ଅମନ ଗାନ୍ଧୀ ଫିଲ୍ମ ପ୍ରଡକ୍ସନ ଚୟନ କରିଥିବା ସୂଚନା ମିଳିଛି। ଏଥିପାଇଁ ସେ ସମସ୍ତ ପ୍ରକାରର ପ୍ରସ୍ତୁତି ଚଳାଇଛନ୍ତି। ସୂଚନାଯୋଗ୍ୟ, ଗତ ଡିସେମ୍ବରରେ ଦୁବାଇରେ ହୋଇଥିବା ପ୍ଲାନେଟ୍‌ ୟୁନିଭର୍ସ ପ୍ରତିଯୋଗୀତାରେ ମଞ୍ଜୁ ଭାଗ ନେଇଥିଲେ। ମଞ୍ଜୁ ନିଜ ପରିବାର ସହ ପୈତୃକ ବାସଭବନ ଦାର୍ଜିଲିଂରେ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ପ୍ରସ୍ତୁତ ହେଲାଣି ୩୨ ଲକ୍ଷ ମାସ୍କ୍‌: କାମରେ ଲାଗିଛନ୍ତି ୬୫ ହଜାରରୁ ଅଧିକ ଲୋକ

ନୂଆଦିଲ୍ଲୀ,୫ ।୪: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । କରୋନାରୁ ଦୂରେଇ ରହିବା ଲାଗି ମାସ୍କ୍ ପିନ୍ଧିବା ଜରୁରୀ ବୋଲି...

୨୨,୮୫୦ ଫୁଟ ଉଚ୍ଚତାରେ ଯୋଗ କଲେ ଆଇଟିବିପି ଯବାନ

ନୂଆଦିଲ୍ଲୀ,୬।୫: ଇଣ୍ଡୋ-ତିବ୍ଦତୀୟ ସୀମା ପୋଲିସ (ଆଇଟିବିପି) ପୁଣି ଥରେ ଏକ ବିରଳ ସଫଳତା ହାସଲ କରିଛନ୍ତି। ୮ମ ଅନ୍ତର୍ଜାତୀୟ ଯୋଗ ଦିବସ ପୂର୍ବରୁ ଉତ୍ତରାଖଣ୍ଡ ହିମାଳୟର...

ମାସେ ଧରି ଝିଅର ମୃତଦେହକୁ ନିଜ ପାଖରେ ରଖି ଶୋଉଥିଲେ ମା’ ବାପା

ମିର୍ଜାପୁର,୧୮।୬: ଉତ୍ତରପ୍ରଦେଶର ମିର୍ଜାପୁରରେ ଏକ ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି। କଟରାର କୋତବାଲି ନିକଟସ୍ଥ ହଥିଆ ଫାଟକ ମହଲାରେ ଅବସରପ୍ରାପ୍ତ କନଷ୍ଟେବଳ ଦିଲାବର ଖାଁ ଓ...

କରୋନାରୁ କେବେ ମିଳିବ ଆଶ୍ୱସ୍ତି: ଏମ୍ସ ନିର୍ଦ୍ଦେଶକ ଦେଲେ ଏମିତି ଉତ୍ତର

ନୂଆଦିଲ୍ଲୀ,୨୦।୪: ଭାରତରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢିଚାଲିଛି। ପ୍ରତିଦିନ ୨.୫ ଲକ୍ଷରୁ ଅଧିକ କରୋନା ରୋଗୀ ଚିହ୍ନଟ ହେଉଥିବାବେଳେ ୧୫୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ...

ଶହେ ବର୍ଷରେ ହିରାବେନ, ସାଲ ଉପହାର ଦେଲେ ମୋଦି

ଗାନ୍ଧିନଗର,୧୮ ।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଆ ହିରାବେନ ମୋଦି ୧୦୦ ବର୍ଷରେ ପଦାର୍ପଣ କରିଛନ୍ତି । ଏହି ଅବସରରେ ମୋଦି ଗାନ୍ଧିନଗରସ୍ଥିତ ତାଙ୍କ ଘରେ...

ସମସ୍ତ କରୋନା ପଜିଟିଭ ରୋଗୀଙ୍କର ଟିବି ପରୀକ୍ଷା ହେଉ: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୭ ।୭: କରୋନା ମହାମାରୀ ବେଳକୁ ବେଳ ତା’ର ନୂଆ ରୂପ ଦେଖାଇ ଚାଲିଥିବା ବେଳେ ବେଳକୁ ବେଳ ଭୟ ବି ଲୋକଙ୍କ ମନରୁ ଯାଇ...

ମହିଳାଙ୍କ ସୁରକ୍ଷା ପାଇଁ ଦିଲ୍ଲୀର ପ୍ରତି ବସ୍‌ରେ ମଙ୍ଗଳବାରଠାରୁ ନିଯୁକ୍ତ ହେବେ ମାର୍ଶଲ

ନୂଆଦିଲ୍ଲୀ,୨୮।୧୦: ମହିଳାଙ୍କ ସୁରକ୍ଷା ପାଇଁ ଦିଲ୍ଲୀ ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ଦିଲ୍ଲୀର ପ୍ରତି ବସ୍‌ରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମାର୍ଶଲ ନିଯୁକ୍ତ କରିଛନ୍ତି। ମଙ୍ଗଳବାରଠାରୁ...

ଜୀବନରେ ଅନେକ ଦୁଃଖଦ ସମୟ ଦେଖିଛି, ସଲମାନ କେବେ ହାତ ଛାଡ଼ି ନାହାନ୍ତି: କଟ୍ରିନା

ମୁମ୍ବାଇ: ଏକଦା ବଲିଉଡ୍‌ର ଚର୍ଚ୍ଚିତ ଯୋଡ଼ି ଭିତରୁ ଗୋଟିଏ ଥିଲେ ସଲମାନ-କଟ୍ରିନା। ହେଲେ କଟ୍ରିନାଙ୍କ ଜୀବନରେ ରଣବିରଙ୍କ ଏଣ୍ଟ୍ରି ପରେ ସବୁକିଛି ବଦଳିଯାଇଥିଲା। ଅଲଗା ହୋଇଥିଲେ...

Advertisement
Archives

Model This Week