‘ମୁଁ ଧର୍ମେନ୍ଦ୍ରଙ୍କୁ ଦ୍ୱିତୀୟ ବିବାହ କରିଛି ସତ, କେବେହେଲେ ପ୍ରଥମ ସ୍ତ୍ରୀଙ୍କଠୁ ତାଙ୍କୁ ଅଲଗା କରିନାହିଁ’

ଡ୍ରିମ୍‌ଗାର୍ଲ ହେମାମାଳିନୀ ଏବଂ ଅଭିନେତା ଧର୍ମେନ୍ଦ୍ର ବଲିଉଡ୍‌ର ହିଟ୍‌ ଯୋଡି ମଧ୍ୟରୁ ଅନ୍ୟତମ। ପରଦାରେ ହେଉ ଅବା ପରଦା ବାହାରେ ଉଭୟଙ୍କ ସମ୍ପର୍କ ବେଶ୍‌ ନିବିଡ। ଇତିମଧ୍ୟରେ ଦୁହିଁଙ୍କ ବିବାହକୁ ୩୯ ବର୍ଷ ବିତିଗଲାଣି। ସମସ୍ତେ ଜାଣିଛନ୍ତି ହେମା ଧର୍ମେନ୍ଦ୍ରଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ବିବାହର ୩୯ ବର୍ଷ ପରେ ଏନେଇ ମୁହଁ ଖୋଲିଛନ୍ତି ହେମାମାଳିନୀ। ସେ କହିଛନ୍ତି, ‘ମୁଁ ଧର୍ମେନ୍ଦ୍ରଙ୍କୁ ଦ୍ୱିତୀୟ ବିବାହ କରିଛି ସତ, କେବେହେଲେ ପ୍ରଥମ ସ୍ତ୍ରୀ ପ୍ରକାଶ କୌରଙ୍କଠୁ ତାଙ୍କୁ ଅଲଗା କରିନାହିଁ।’ ଏପରିକି ତାଙ୍କ ପାରିବାରିକ ଜୀବନରେ କେବେ ବି ହସ୍ତକ୍ଷେପ କରିନାହିଁ। ପ୍ରଥମେ ଧର୍ମେନ୍ଦ୍ର ଦେଖିବା ପରେ ମୁଁ ତାଙ୍କ ପ୍ରେମରେ ପଡିଯାଇଥିଲି। ତାଙ୍କୁ ବିବାହ କରିବାକୁ ଚାହୁଁଥିଲି। କିନ୍ତୁ ଏଥିପାଇଁ କାହା ମନ ଦୁଃଖ ହେଉ ଚାହଁୁ ନ ଥିଲି। ତେଣୁ ବିବାହ ପୂର୍ବରୁ ତାଙ୍କ ପାରିବାରିକ ଜୀବନରେ ହସ୍ତକ୍ଷେପ କରିବି ନାହିଁ ବୋଲି ନିଷ୍ପତ୍ତି ନେଇଥିଲି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନାକୁ ନେଇ କବିତା ଲେଖିଲେ ଟ୍ରାଜେଡି କିଙ୍ଗ

ମୁମ୍ବାଇ: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ଓ ନିର୍ଦ୍ଦେଶକ ମହେଶ ଭଟ୍ଟଙ୍କ ପରେ ଏବେ ବଲିଉଡ୍‌ ଟ୍ରାଜେଡି କିଙ୍ଗ ଦିଲ୍ଲିପ କୁମାର ମଧ୍ୟ କରୋନାକୁ ନେଇ...

କମେଡି ମାୟା

ନିକଟରେ ରିଲିଜ ହୋଇଛି ସବ୍ୟସାଚୀ-ଏଲିନା ଅଭିନୀତ ‘ମାଲ ମହୁ ଜୀବନ ମାଟି’। ଏଥିରେ ଡନ୍‌ ଡୋଗ୍ରାର ଅନ୍ୟତମ ସହଯୋଗୀ ଭାବରେ ଅଭିନୟ କରିଛନ୍ତି ବିଜୁ ବଡଜେନା।...

ରିଲିଜ୍ ହେଲା ‘ମିର୍ଜାପୁର-୨’ର ଟ୍ରେଲର

ମୁମ୍ବାଇ: ବେଶ କିଛିଦିନର ଅପେକ୍ଷା ପରେ ଶେଷରେ ଏହାର ଅନ୍ତ ଘଟାଇ ରିଲିଜ୍ ହୋଇଛି ବଲିଉଡ୍ ମୁଭି ‘ମିର୍ଜାପୁର-୨’ର ଟ୍ରେଲର । ଆମାଜନ ପ୍ରାଇମ ଭିଡିଓରେ...

ଅଭିନୟ କରି ଥକି ପଡିଲେଣି ଅନୁ କପୁର

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅନୁ କପୁର ଘରେ ଘରେ ବେଶ୍‌ ପରିଚିତ। ତାଙ୍କ ଅଭିନୟ ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଥାଏ। ହେଲେ ଏବେ ସେ କହିଛନ୍ତି...

କରନଙ୍କୁ ଜୋକର ବୋଲି କୁହନ୍ତି ତାଙ୍କ ପୁଅ

ମୁମ୍ବାଇ: ବଲିଉଡ୍‌ର ନାମୀ ନିର୍ଦ୍ଦେଶକ କରନ ଜୋହର ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ। ସେ ତାଙ୍କ ଇନଷ୍ଟାଗ୍ରାମରେ ସବୁବେଳେ ଆକ୍ଟିଭ ଥିବାବେଳେ ତାଙ୍କ ଫିଲ୍ମକୁ ନେଇ...

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଟେଲି ଅଭିନେତ୍ରୀ

ମୁମ୍ବାଇ,୬।୫: କରୋନା ଭାଇରସ୍‌ ପ୍ରକୋପ ସାରା ଦେଶରେ ଜାରି ରହିଛି। ଏହି ଭୟଙ୍କର ଭାଇରସ୍‌ କବଳରୁ ବର୍ତ୍ତିବା ପାଇଁ କେନ୍ଦ୍ର ସରକାର ମେ ୧୭ଯାଏଁ ତୃତୀୟ...

ଆତ୍ମବିଶ୍ୱାସ ବଢ଼ାଇଦିଏ ଗିଫ୍ଟ ଶାର୍ଟ

ନୟାଗଡ଼ରେ ସମ୍ଭବଙ୍କର ଜନ୍ମ। ପିତା ସୁରେନ୍ଦ୍ରନାଥ ଓ ମା’ କାବେରୀ ସ୍ବାଇଁଙ୍କ ପୁଅ ସମ୍ଭବ ଏବେ ଟ୍ରେଣ୍ଡିଂ ଷ୍ଟାର୍‌ ଭାବେ ପରିଚିତ। ନଜଦିକିୟାଁ, ଫଗୁଣ, ଏ...

ଅମ୍ଫନ ବାତ୍ୟା ପ୍ରଭାବିତଙ୍କ ଭଲମନ୍ଦ ବୁଝିଲେ ନୁସରତ

କୋଲକାତା,୨୩।୫: ଗୋଟିଏ ପଟେ କରୋନା ଦେଶର ମେରୁଦଣ୍ଡ ଭାଙ୍ଗିବାକୁ ବସିଥିବା ବେଳେ ଅନ୍ୟପଟେ ମେ’ ୨୧ରେ ଆସିଥିବା ବାତ୍ୟା ଅମ୍ଫନ ପଶ୍ଚିମବଙ୍ଗ ଓ ଓଡ଼ିଶାରେ ତାଣ୍ଡବ...

Advertisement


Archives

Model This Week

Why Dharitri