ମୁଁ ସନ୍ନି ଲିଓନ ନୁହେଁ, ଦୟାକରି ମୋତେ ଫୋନ୍‌ କରନ୍ତୁ ନାହିଁ

ନୂଆଦିଲ୍ଲୀ,୩୦।୭: ପର୍ନ ଷ୍ଟାରରୁ ବଲିଉଡ୍‌ ଅଭିନେତ୍ରୀ ପାଲଟି ଥିବା ସନ୍ନି ଲିଓନ ଘରେ ଘରେ ବେଶ୍‌ ପରିଚିତ। ଏବେ କିନ୍ତୁ ତାଙ୍କ ନାଁକୁ ନେଇ ଜଣେ ବ୍ୟକ୍ତି ଅଡୁଆରେ ପଡିଯାଇଛନ୍ତି। ସନ୍ନି ନିକଟରେ ଏକ ଫିଲ୍ମ ଡାଇଲଗ୍‌ କହିବା ବେଳେ ତାଙ୍କ ଫୋନ୍‌ ନମ୍ବର କହୁଛନ୍ତି। ଆଉ ଏହି ନମ୍ବର ପାଇବା ପରେ ବହୁ ବ୍ୟକ୍ତି ଫୋନ୍‌ କରିବା ଆରମ୍ଭ କରିଛନ୍ତି। କେବଳ ସେତିକି ନୁହେଁ ଫୋନ୍‌ କରି ଅଶ୍ଳୀଳ କଥା ମଧ୍ୟ କହୁଛନ୍ତି। ଅସଲରେ ଏହି ନମ୍ବରଟି ସନ୍ନି ଲିଓନଙ୍କର ନୁହେଁ ଏହା ହେଉଛି ମୋର୍ଯ୍ୟ ଏନକ୍ଲେଭରେ ରହୁଥିବା ଜଣେ ବ୍ୟକ୍ତିଙ୍କର। ସେ ଏକ ଘରୋଇ ସଂସ୍ଥାରେ କାମ କରୁଥିବା ଜଣାପଡିଛି। ଗତ ପ୍ରାୟ ୨-୩ ଦିନ ହେବ ତାଙ୍କ ଫୋନ୍‌କୁ ଦିନକୁ ପାଖାପାଖି ୩ଶହ କଲ୍‌ ଆସୁଥିବାରୁ ସେ ବ୍ୟତିବ୍ୟସ୍ତ ହୋଇ ପଡିଛନ୍ତି। ଏନେଇ ସେ ପୋଲିସରେ ଅଭିଯୋଗ କରିବା ସହ ସେ ସନ୍ନି ଲିଓନ ନୁହେଁ ବୋଲି ଯେତେ କହିଲେ ମଧ୍ୟ ତାଙ୍କ କଥା କେହି ନ ଶୁଣି ଓଲଟା ତାଙ୍କୁ ଅଶ୍ଳୀଳ କଥା କହୁଥିବା ସେ ଅଭିଯୋଗ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲରୁ ସାମ୍ପୁ ଚୋରି କରନ୍ତି ଦୀପିକା

ବଲିଉଡର ଆଗଧାଡିର ନାୟିକା ଦୀପିକା ପାଦ୍ୟୁକୋନ୍‌ ହୋଟେଲରୁ ସାମ୍ପୁ ଚୋରି କରିଛନ୍ତି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସତ। ତାଙ୍କର ଜଣେ ନିକଟ ବନ୍ଧୁ ସ୍ନେହା...

ମଣିପୁରରେ ବାଜି ମାରିଲା ଭାଜପା

ନୂଆଦିଲ୍ଲୀ,୧୦ ।୧୧: ମଣିପୁରରେ ୫ ଆସନ ପାଇଁ ହୋଇଥିବା ଉପ ନିର୍ବାଚନରେ ସିଂଘଟ ବିଧାନସଭା ଆସନରୁ ଭାରତୀୟ ଜନତା ପାର୍ଟି(ଭଜପା) ପ୍ରାର୍ଥୀ ବିଜୟୀ ହୋଇଥିବା ଜଣାପଡିଛି...

ମୁଲାୟମ ସିଂ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଲା, ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ, ୨୯।୧୨: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ନେତା ମୁଲାୟମ ସିଂ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ମୁମ୍ବାଇର ଏକ ଡାକ୍ତରଖାନାରେ ଭର୍ତ୍ତି...

ଗୁଜରାଟର ବହିଷ୍କୃତ ଆଇପିଏସ୍‌ଙ୍କୁ ଆଜୀବନ ଜେଲ୍‌

ଅହମ୍ମଦାବାଦ,୨୦।୬: ଗୁଜରାଟ କୋର୍ଟ ଜାମନଗର ଜେଲ୍‌ରେ ହୋଇଥିବା ଏକ ମୃତ୍ୟୁ ମାମଲାର ଶୁଣାଣି କରିଛନ୍ତି। ଗୁରୁବାର ଏହି ମାମଲାରେ ବହିଷ୍କୃତ ଆଇପିଏସ୍‌ ଅଧିକାରୀ ସଞ୍ଜୀବ ଭଟ୍ଟ...

ଚାଇନା ନୁହେଁ, ଭାରତ ଦାୟୀ: ଚାଇନା ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୨୮ା୬(ପି.ଟି.): ସୀମା ବିବାଦକୁ ନେଇ ପୂର୍ବ ଲଦାଖରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ ଚାଇନା ରାଷ୍ଟ୍ରଦୂତ ସନ୍‌ ଓ୍ବିଡୋଙ୍ଗ ନ୍ୟୁଜ୍‌ ଏଜେନ୍ସି ପ୍ରେସ୍‌ ଟ୍ରଷ୍ଟ୍‌ ଅଫ୍‌ ଇଣ୍ଡିଆ...

କଂଗ୍ରେସରେ ଯୋଗଦେବେ ପଟିଦାର ନେତା

ଅହମଦାବାଦ,୨୪।୪: ଗୁଜରାଟ ପଟିଦାର ନେତା ନରେଶ ପଟେଲ କଂଗ୍ରେସରେ ଯୋଗଦେଇପାରନ୍ତି। ସେ ଶନିବାର ନୂଆଦିଲ୍ଲୀରେ ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋରଙ୍କୁ ଭେଟିଛନ୍ତି ଓ ଖୁବ୍‌ଶୀଘ୍ର କଂଗ୍ରେସ...

ଭିକ୍କିଙ୍କ ଘରେ କଟ୍ରିନା ରାନ୍ଧିଲେ ଏହି ଖାସ୍‌ ବ୍ୟଞ୍ଜନ, ଲୋକେ କହୁଛନ୍ତି…

ବମ୍ବେ: ବିବାହକୁ ନେଇ ଚର୍ଚ୍ଚାରେ ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ କଟ୍ରିନା କୈଫ। ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଅଭିନେତା ଭିକ୍କି କୌଶଲଙ୍କ ହାତ ଧରିଛନ୍ତି ସେ।...

ସିବିଆଇକୁ ମିଳୁ ସ୍ବୟଂକ୍ରିୟ କ୍ଷମତା

ଚେନ୍ନାଇ, ୧୯।୮(ଆଇଏଏନ୍‌ଏସ୍‌): କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ପିଞ୍ଜରାବଦ୍ଧ ଶୁଆ ନ କରି ଏହାକୁ ମୁକ୍ତ କରିବା ବା ସ୍ବୟଂକ୍ରିୟ କ୍ଷମତା ଦେବା ପାଇଁ ମାଡ୍ରାସ...

Advertisement
Archives

Model This Week