Posted inଜାତୀୟ

‘ମୁଁ ୨୦ ପ୍ରତିଶତ ରାଜନୀତି, ୮୦ ପ୍ରତିଶତ ସମାଜସେବା କରେ’-ନୀତିନ୍‌ ଗଡ୍‌କରୀ

ନୂଆଦିଲ୍ଲୀ, ୧୮।୬: ମୁଁ ୨୦ ପ୍ରତିଶତ ରାଜନୀତି, ବାକି ୮୦ ପ୍ରତିଶତ ସମାଜସେବା କରେ ବୋଲି କହିଛନ୍ତି ସଡ଼କ, ପରିବହନ ଏବଂ ଏମ୍‌ଏସ୍‌ଏମ୍‌ଇ ବିଭାଗର କେନ୍ଦ୍ରମନ୍ତ୍ରୀ ନୀତିନ ଗଡ୍‌କରୀ। ଛତ୍ରପତି ଶିବାଜୀ ମହାରାଜଙ୍କ ବୀରତା ଏବଂ ସ୍ବାଧୀନତା ଆନ୍ଦୋଳନରେ ଶହୀଦ ହୋଇଥିବା ବ୍ୟକ୍ତିଙ୍କ କାହାଣୀ ଶୁଣି ବଡ଼ ହୋଇଥିବା ଗଡ୍‌କରୀ ସମାଜସେବାକୁ ନିଜ ଧର୍ମ ବୋଲି କହିଛନ୍ତି। ନିକଟରେ ମୋଦିଙ୍କ ଦ୍ୱିତୀୟ ପାଳିରେ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେବା ପରେ ଗଡ୍‌କରୀ ଏକ ସାକ୍ଷାତ୍‌କାରରେ କହିଛନ୍ତି, ଗରିବ, ଶ୍ରମିକ ଏବଂ କୃଷକଙ୍କ ପାଇଁ କାମ କଲେ ମୋତେ ଖୁସି ମିଳେ। ସେମାନଙ୍କ କଲ୍ୟାଣ ପାଇଁ କାମ କରିଛି, ଆଗକୁ ମଧ୍ୟ ଏହା ଜାରି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri