Posted inଜାତୀୟ

ମୁକୁଳିଲେ ଅଟକ ଥିବା ଆଉ ୫ ରାଜନେତା

ଶ୍ରୀନଗର,୧୬।୧: ଜମ୍ମୁ-କଶ୍ମୀରରେ ନଜରବନ୍ଦୀ ଥିବା ଆଉ ୫ ରାଜନେତାଙ୍କୁ ଗୁରୁବାର ମୁକୁଳାଇ ଦିଆଯାଇଛି। ଏବେ ଆଉ ୨୧ ନେତା ନଜରବନ୍ଦୀ ଥିବା ଜଣାପଡିଛି। ଗୁରୁବାର ମୁକୁଳିଥିବା ନେତାମାନଙ୍କ ମଧ୍ୟରେ ରହିଛନ୍ତି, ନ୍ୟାଶନାଲ କନଫରେନ୍ସ ନେତା ସଲମାନ ସାଗର, ପିଡିପି ନେତା ନିଜାମୁଦ୍ଦିନ ଭଟ୍ଟ, ସୌକତ ଗନାଇ, ଆଲ୍‌ଫା କାଲୁ ଓ ମୁକତାର ବାବା। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବା ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀରର ପ୍ରାୟ ୩୫ ଜଣ ନେତାଙ୍କୁ ନଜରବନ୍ଦୀ ରଖାଯାଇଥିଲା। ଏହା ପୂର୍ବରୁ କେତେଜଣଙ୍କୁ ମୁକୁଳାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତଥ୍ୟ ଦେଉନାହିଁ ତିହାର ଜେଲ୍‌, କୋର୍ଟ ଗଲେ ଦୋଷୀ

ନୂଆଦିଲ୍ଲୀ,୨୫ା୧: ନିର୍ଭୟା ବଳାତ୍କାର, ହତ୍ୟା ମାମଲାର ଅନ୍ୟ ୨ ଦୋଷୀ ଅକ୍ଷୟ କୁମାର ସିଂ ଓ ପଓ୍ବନ ସିଂଙ୍କ ଓକିଲ ଏ.ପି. ସିଂ ତିହାର ଜେଲ୍‌...

ହେମା ମାଳିନୀଙ୍କ ଗାଲ ସହ ସଡକକୁ ତୁଳନା କରି କ୍ଷମା ମାଗିଲେ ମନ୍ତ୍ରୀ

ମୁମ୍ବାଇ,୨୦।୧୨: ମହାରାଷ୍ଟ୍ର ମନ୍ତ୍ରୀ ତଥା ବରିଷ୍ଠ ଶିବସେନା ନେତା ଗୁଲାବରାଓ ପାଟିଲ ଜଲଗାଓଁ ଜିଲାର ସଡକକୁ ଅଭିନେତ୍ରୀ ହେମା ମାଳିନୀଙ୍କ ଗାଲ ସହ ତୁଳନା କରିବା...

ରାଜ୍ୟ ସଭା ଏମ୍‌ପି ଭାବେ ଶପଥ ନେଲେ ମାନସ, ସୁଲତା

ନୂଆଦିଲ୍ଲୀ/ଭୁବନେଶ୍ୱର,୮ା୭(ବ୍ୟୁରୋ): ରାଜ୍ୟ ସଭା ଏମ୍‌ପି ଭାବେ ଶୁକ୍ରବାର ଶପଥ ନେଇଛନ୍ତି ମାନସ ମଙ୍ଗରାଜ ଓ ସୁଲତା ଦେଓ। ନବ ନିର୍ବାଚିତ ଏମ୍‌ପି ପଦ ଓ ଗୋପନୀୟତାର...

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଦେଲେ ବିଲ ଗେଟ୍ସ

ନୂଆଦିଲ୍ଲୀ,୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ଦି ଗ୍ଲୋବାଲ୍‌ ଇନିସିଏଟିଭ୍‌ ଅଫ୍‌ ଲାଇଫ୍‌ ମୁଭ୍‌ମେଣ୍ଟ’ର ଶୁଭାରମ୍ଭରେ ଯୋଗ ଦେଇଥିଲେ। ଭିଡିଓ କନଫରେନ୍ସିଂ...

୯୭ ବର୍ଷ ହେବ ବଢିନି ଏହି ଗାଁର ଜନସଂଖ୍ୟା

ଦେଶରେ ଜନସଂଖ୍ୟା ହୁ ହୁ ହୋଇ ବଢୁଛି। ଏହାକୁ ନେଇ ସରକାର ଚିନ୍ତାପ୍ରକଟ କରୁଥିବାବେଳେ ମଧ୍ୟପ୍ରଦେଶରେ ଏକ ଏମିତି ଗାଁ ଅଛି, ଯେଉଁଠି ଗତ ୯୭...

ଚଣ୍ଡିଗଡ ବିଶ୍ୱବିଦ୍ୟାଳୟ ଭିଡିଓ ଲିକ୍‌ ଘଟଣା: ଅଭିଯୁକ୍ତ ଛାତ୍ରୀଙ୍କ ପ୍ରେମିକ ଗିରଫ

ଚଣ୍ଡିଗଡ,୧୮।୯: ମୋହାଲିର ଚଣ୍ଡିଗଡ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଛାତ୍ରୀମାନେ ଗାଧୋଇବାର ଭିଡିଓ ଲିକ ଘଟଣାରେ ଅଭିଯୁକ୍ତ ଛାତ୍ରୀଙ୍କ ପ୍ରେମିକଙ୍କୁ ଶିମ୍‌ଲାରୁ ଗିରଫ କରାଯାଇଛି। ପୋଲିସ ପ୍ରେମିକଙ୍କୁ ପଚରାଉଚରା...

ଅଯୋଧ୍ୟା ମାମଲା: ନିର୍ମୋହି ଆଖଡ଼ାକୁ ପୂଜା କରିବା ଅନୁମତି ଥିଲା; ନ ଥିଲା ଜମିର ଅଧିକାର କହିଲେ ମୁସଲମାନ୍‌ ପକ୍ଷ ଆଇନଜୀବୀ

ନୂଆଦିଲ୍ଲୀ,୪।୯: ଅଯୋଧ୍ୟା ମାମଲାର ୧୯ତମ ଦିନର ଶୁଣାଣି ବୁଧବାର ହୋଇଛି। ଏଥିରେ ମୁସଲମାନ୍‌ ପକ୍ଷ ଆଇନଜୀବୀ ରାଜୀବ ଧାଓ୍ବନ ଖଣ୍ଡପୀଠଙ୍କ ସମ୍ମୁଖରେ କହିଛନ୍ତି ଯେ, ୧୮୮୫...

ଧର୍ମନିରପେକ୍ଷ-ସାମ୍ପ୍ରଦାୟିକ ରାଜନୀତି ଦେଶ ପାଇଁ କ୍ଷତିକାରକ: ମୋଦି

ଗୁଆହାଟି,୩।୪: ଦେଶର ବିକାଶ ପଥରେ ଧର୍ମନିରପେକ୍ଷ ଏବଂ ସାମ୍ପ୍ରଦାୟିକ ରାଜନୀତି ବାଧା ସୃଷ୍ଟି କରୁଛି। ଏଭଳି ରାଜନୀତି ଖେଳ ଦେଶ ପାଇଁ କ୍ଷତିକାରକ। ଭାଜପା ସରକାର...

Advertisement
Archives

Model This Week