ମୁକ୍ତି ପାଇଁ ୩ ମାସିଆ ଯୋଜନା ଦରକାର: ମମତା

କୋଲକାତା,୧୩ା୫: ଦେଶରେ କୋଭିଡ୍‌-୧୯ ସଙ୍କଟରୁ ଖୁବ୍‌ଶୀଘ୍ର ମୁକ୍ତି ମିଳି ନ ପାରେ। ଏଥିଲାଗି ତିନିମାସିଆ ଯୋଜନା ଦରକାର ବୋଲି ମଙ୍ଗଳବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ମମତାଙ୍କ ମତରେ ମାର୍ଚ୍ଚ ୨୫ରେ ଲକ୍‌ଡାଉନ୍‌ ଜାରି ହେବା ପରଠୁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଲକ୍‌ଡାଉନ୍‌ର ଉଚିତ ପରିଚାଳନା କରାଯାଉ ନାହିଁ। ରାଜ୍ୟ ସରକାରଙ୍କ ଅଧିକାରୀମାନଙ୍କ ସହ ଏକ ବୈଠକରେ ସ୍ଥିତି ସମୀକ୍ଷା କରିବା ପରେ ମମତା ଏପରି ମତବ୍ୟକ୍ତ କରିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସୋମବାର ଭିଡିଓ କନ୍‌ଫରେନ୍ସ ଜରିଆରେ ହୋଇଥିବା ଆଲୋଚନାକୁ ନେଇ ସେ କହିଛନ୍ତି, ଏହି ମିଟିଂରୁ ପଶ୍ଚିମବଙ୍ଗକୁ କିଛି ମିଳିନାହିଁ। ତାଙ୍କୁ ଖାଲିହାତରେ ଫେରିବାକୁ ପଡ଼ିଛି। ରାଜ୍ୟକୁ ମିଳିବାକୁ ଥିବା ବକେୟା ରାଶିକୁ କେନ୍ଦ୍ର ସରକାର ଏଯାଏ ଦେଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲ ଆଇସୋଲେଶନରେ ୨୮

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ କରୋନା ଭାଇରସ୍‌ (କୋଭିଡ୍‌-୧୯) ସଂକ୍ରମଣ ଉପରେ ସରକାର କଡ଼ା ନଜର ରଖିଛନ୍ତି। ରବିବାର ସୁଦ୍ଧା ଓଡ଼ିଶାରେ ୭୬ ନମୁନା ପରୀକ୍ଷା ପାଇଁ...

ପରଲୋକରେ ଅମର ସିଂହ

ନୂଆଦିଲ୍ଲୀ,୧।୮: ରାଜ୍ୟ ସଭା ଏମ୍‌ପି ତଥା ପୂର୍ବତନ ସମାଜବାଦୀ ପାର୍ଟୀ ନେତା ଅମର ସିଂହଙ୍କ ଶନିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ...

ସିଏଏକୁ ନେଇ ସାରା ଦେଶରେ ବିକ୍ଷୋଭ: ରେଲଓ୍ବେର ୮୮ କୋଟି ଟଙ୍କା କ୍ଷତି

ନୂଆଦିଲ୍ଲୀ,୨୧।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନିଆଁରେ ସାରା ଦେଶ ଏକ ପ୍ରକାର ଜଳୁଛି କହିଲେ ଚଳେ। ପାଖାପାଖି ୩ ଦିନ ହେବ ସାରା ଦେଶରେ ସିଏଏକୁ...

ଆଜମେର-ଭାଗଲପୁର ଏକ୍ସପ୍ରେସ୍‌ ଟ୍ରେନ୍‌ରେ ପଥରମାଡ

ପାଟନା,୧୬।୧୨: ବିହାର ଲଖିସରାୟ ଜିଲାର ଆଜମେରରୁ ଆସୁଥିବା ଆଜମେର-ଭାଗଲପୁର ଏକ୍ସପ୍ରେସ୍‌ ଟ୍ରେନ୍‌ରେ ସୋମବାର କିଛି ଦୁର୍ବୃତ୍ତ ପଥରମାଡ କରିଛନ୍ତି। କିଉଲ-ପାଟନା ରେଳଖଣ୍ଡର ମେକରା ହାଲ୍ଟ ନିକଟରେ...

ଭିନ୍ନକ୍ଷମ ଭୋଟରଙ୍କ ପାଇଁ ପାଲିଙ୍କିର ବ୍ୟବସ୍ଥା କଲେ ନିର୍ବାଚନ କମିଶନ

ନାହାନ,୧୯।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ରବିବାର ଚାଲିଥିବା ବେଳେ ଏଥିରେ ଭିନ୍ନକ୍ଷମମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନେ କିପରି ସୁରୁଖୁରୁରେ...

ରାଜନୀତିରେ ପାଦ ଦେଇପାରନ୍ତି ଅଭାଗା କ୍ରିକେଟର

କୋଲକାତା,୨୪ା୨- ରାଜନୀତିରେ ପାଦ ଦେବାକୁ ଯାଉଛନ୍ତି ଭାରତୀୟ କ୍ରିକେଟର ମନୋଜ ତିଓ୍ବାରୀ। ଭାରତୀୟ କ୍ରିକେଟର ଅଭାଗା କ୍ରିକେଟର କୁହାଯାଉଥିବା ତିଓ୍ବାରୀ ବୁଧବାର ହୁଗଲି ଜିଲାର ଚିନସୁରରେ...

‘ଜନତା କର୍ଫ୍ୟୁ’ ଭୟରେ ଦିନକ ପୂର୍ବରୁ କଲେ ବିବାହ

ଥାଣେ,୨୧।୩: ଗୋଟିଏ ପଟେ କରୋନା ଭାଇରସ ସଂକ୍ରମଣର ଭୟ। ଅନ୍ୟପଟେ ମାର୍ଚ୍ଚ ୨୨ରେ ‘ଜନତା କର୍ଫ୍ୟୁ’। ଏସବୁକୁ ଦେଖି ଥାଣେର ଏକ ଦମ୍ପତି ନିର୍ଦ୍ଧାରିତ ସମୟର...

କରୋନା ସଂକ୍ରମିତ ମହିଳା ହସ୍ପିଟାଲରୁ ଲୁଚି ପଳାଇଲେ, ସ୍ବାମୀ କଲେ ନିଖୋଜ ଅଭିଯୋଗ

ନୂଆଦିଲ୍ଲୀ,୨୨।୧୦:ଗ୍ରେଟର କୈଲାଶ ଅଞ୍ଚଳରେ ରହୁଥିବା ଜଣେ କରୋନା ସଂକ୍ରମିତ ମହିଳା ଏମ୍ସରୁ ଫେରାର୍‌ ହୋଇ ମଧ୍ୟପ୍ରଦେଶର ମୁରୈନା ପଳାଇଯାଇଛନ୍ତି। ପୋଲିସକୁ ବିଭ୍ରାନ୍ତ କରିବାକୁ ସେ ନିଖୋଜ...

Advertisement
Archives

Model This Week