ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି:ବାଣୀବିହାର-ରାଜମହଲ ରାସ୍ତା ଜୟୀ ରାଜଗୁରୁଙ୍କ ନାମରେ ନାମିତ ହେଉ

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଭୁବନେଶ୍ୱରର ବାଣୀବିହାର ଛକରୁ ରାଜମହଲ ଛକ, ଯାହାକୁ ଏବେ ଜନପଥ ବୋଲି କୁହାଯାଉଛି। ସେହି ରାସ୍ତାର ନାମକୁ ”ଜୟୀ ରାଜଗୁରୁ ଜନପଥ“ କରାଯାଉ ବୋଲି ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି। ଆସନ୍ତା ୨୯ରେ ଜୟୀ ରାଜଗୁରୁଙ୍କ ଜୟନ୍ତୀ। ଇଂରେଜମାନେ ଯେଉଁଭଳି ଜୟୀ ରାଜଗୁରୁଙ୍କୁ ବରଗଛ ଡାଳରେ ଦୁଇ ଗୋଡ଼କୁ ବାନ୍ଧି ଜିଅନ୍ତା ଫାଡିଦେଲେ ଏପରି ବର୍ବର ହତ୍ୟା ବିଶ୍ୱ ଇତିହାସରେ ବିରଳ। ମହାପ୍ରଭୁ ଜଗନ୍ନାଥଙ୍କ ସୁରକ୍ଷା, ଓଡ଼ିଶାର ସ୍ବାଧୀନତାକୁ ବଜାୟ ରଖିବା ପାଇଁ ଜୟୀ ରାଜଗୁରୁଙ୍କ ଲଢ଼େଇ ଏକ ସମ୍ପୂର୍ଣ୍ଣ ଜନ ଆନ୍ଦୋଳନ ଥିଲା। ତାଙ୍କ ଭଳି ଜଣେ ମହାନ୍‌ ଦେଶଭକ୍ତ, ସାହସୀ, ଯୋଦ୍ଧା, ସଂସ୍କୃତ ପଣ୍ଡିତଙ୍କୁ ଆମେ ଠିକ୍‌ରେ ସମ୍ମାନ ଦେଉନାହୁଁ। ସ୍କୁଲ, କଲେଜ ପାଠ୍ୟ ପୁସ୍ତକରେ ସେ କେବଳ ସୀମିତ ହୋଇଯାଇଛନ୍ତି। ଦେଶମାତୃକାର ସେବାରେ ସମର୍ପିତ ତାଙ୍କ ଜୀବନୀ ବିଷୟରେ ଗବେଷଣା କରିବାର ଆବଶ୍ୟକତା ମଧ୍ୟ ରହିଛି। ଜୟୀ ରାଜଗୁରୁଙ୍କ ନାମରେ ରାଜଧାନୀରେ ଏହି ମୁଖ୍ୟ ରାସ୍ତାକୁ ନାମିତ କଲେ ରାଜ୍ୟ ବାହାର ଲୋକମାନେ ଓଡ଼ିଶାକୁ ଆସିଲେ ସେମାନେ ସେହି ମହାନ୍‌ ଯୋଦ୍ଧାଙ୍କ ବିଷୟରେ ଜାଣିପାରିବେ ବୋଲି ନାଏକ ନିଜ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri