ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଛତିଶଗଡ଼ ଗୃହମନ୍ତ୍ରୀ ତାମ୍ରଧ୍ୱଜ ସାହୁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଛତିଶଗଡ଼ରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ଜନଜାତି ନୃତ୍ୟ ଉତ୍ସବରେ ଯୋଗଦେବାକୁ ଗୃହମନ୍ତ୍ରୀ ସାହୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣପତ୍ର ଦେଇଛନ୍ତି।

ଆସନ୍ତା ୨୭ ତାରିଖରୁ ଛତିଶଗଡ଼ରେ ୩ ଦିନିଆ ଜାତୀୟ ଆଦିବାସୀ ମହୋତ୍ସବ ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟମନ୍ତ୍ରୀ ଯୋଗଦେବା ନିମନ୍ତେ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

ଅନ୍-ସ୍କ୍ରିନ୍ ମାର୍କିଂ ବିବାଦ ଉପରେ CBSEର ୟୁଟର୍ନ, ପ୍ରଥମେ ଖାରଜ ପରେ ଏବେ ତ୍ରୁଟି ସ୍ବୀକାର କଲା

ନୂଆଦିଲ୍ଲୀ,୩୧।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏହାର ଅନ୍-ସ୍କ୍ରିନ୍ ମାର୍କିଂ (OSM) ସିଷ୍ଟମକୁ ନେଇ ବିବାଦ ସମ୍ପର୍କରେ ଏକ ବଡ଼ ୟୁ-ଟର୍ଣ୍ଣ ନେଇଛି । ଉତ୍ତର…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

କେସିଙ୍ଗାରେ ଦଶମ-ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

କେସିଙ୍ଗା,୩୧ା୫(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଯୋଲକୋ ସ୍ଥିତ ବୌଦ୍ଧ ମଣ୍ଡପ ଠାରେ ଚଳିତ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ୮୦ ପ୍ରତିଶତରୁ…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri