ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରତାପ

ଭୁବନେଶ୍ୱର,୧୨।୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଲୋକସେବା ଭବନରେ ଉଭୟଙ୍କ ସାକ୍ଷାତ୍‌ ହୋଇଛି। ଏହି ଅବସରରେ ଦୁଇ ନେତାଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିବା ସୂଚନା ମିଳିଛି।

ସାକ୍ଷାତ୍‌ ପରେ ପ୍ରତିକ୍ରିୟା ଦେଇ ପ୍ରତାପ କହିଛନ୍ତି, ରାଉରକେଲାରେ ଟୁଲ୍‌ ରୁମ୍‌ ଟ୍ରେନିଂ ସେଣ୍ଟର ପାଇଁ କେନ୍ଦ୍ର ସରକାର ଅନୁଦାନ ଦେବେ, ହେଲେ ଏଥିପାଇଁ ରାଜ୍ୟ ସରକାର ଜମି ଯୋଗାଇବେ। ବ୍ରହ୍ମପୁର, କେନ୍ଦୁଝର, କଳାହାଣ୍ଡି, ବାଲେଶ୍ୱରରେ ଏକ୍ସଟେନ୍‌ସନ ସେଣ୍ଟର ହେବ। ପ୍ରତି ଏକ୍ସଟେନ୍‌ସନ ସେଣ୍ଟର ପାଇଁ ୨୦ କୋଟି ଟଙ୍କା ଖର୍ଚ୍ଚ ହେବ। ସାରା ଦେଶରେ ୨୨୬ଟି ଏମ୍‌ଏସ୍‌ଏମ୍‌ଇ କ୍ଲଷ୍ଟର ହେବ। ଉପକୂଳ ଜିଲାରେ ଅବ୍ୟବହୃତ ୬୭୦୦ ଏକର ଜମିରେ ହେବ ମାଛଚାଷ। ଏସବୁ ବିଷୟରେ ସେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋ’ ଉପରେ ମୁଖ୍ୟମନ୍ତ୍ରୀ ଭରସା କରିଥିବାରୁ ମୁଁ କୃତଜ୍ଞ: ପ୍ରମିଳା

ଭୁବନେଶ୍ୱର,୨୦ା୯(ଅନିଲ ଦାସ): ବିଜେଡିର ବରିଷ୍ଠ ନେତ୍ରୀ ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ବାଚସ୍ପତି ପ୍ରାର୍ଥୀ ହୋଇଛନ୍ତ। ଏ ନେଇ ବିଜେଡି...

ମୟୂରଭଞ୍ଜରେ ମହିଳା କାର୍ଡ

ବାରିପଦା ଅଫିସ,୭ା୬: ଇତି ମଧ୍ୟରେ ରାଜ୍ୟ ମନ୍ତ୍ରିମଣ୍ଡଳର ପରିବର୍ତ୍ତନ ହୋଇଛି। ମୟୂରଭଞ୍ଜ ଜିଲାରୁ କ୍ୟାବିନେଟ ମନ୍ତ୍ରୀ ଭାବେ ପ୍ରତିନିଧିତ୍ୱ କରୁଥିବା ସୁଦାମ ମାରାଣ୍ଡିଙ୍କୁ ବାଦ୍‌ଦେଇ ମୁଖ୍ୟମନ୍ତ୍ରୀ...

ଆସିବ ନୂଆ ପର୍ଯ୍ୟଟନ ନୀତି: କରୋନାଜନିତ ସମସ୍ୟା ଦୂର ଉପରେ ଫୋକସ୍‌

ଭୁବନେଶ୍ୱର,୨୯।୫(ବ୍ୟୁରୋ): କରୋନା ପରବର୍ତ୍ତୀ ସମୟରେ ପର୍ଯ୍ୟଟନ ଶିଳ୍ପର ବିକାଶ ପାଇଁ ଓଡ଼ିଶା ଆଣିବ ନୂଆ ପର୍ଯ୍ୟଟନ ନୀତି। କରୋନା ସଂକ୍ରମଣ ଓ ଲକ୍‌ଡାଉନ୍‌ ଲାଗି ପର୍ଯ୍ୟଟନ...

କ୍ରାଇମ୍‌ବ୍ରାଞ୍ଚ ହାତରେ ରହସ୍ୟମୟୀଙ୍କ ଫଟୋ

କଟକ ଅଫିସ,୩୦ା୯: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ରୁ ଗୁପ୍ତତଥ୍ୟ ମାମଲାରେ ସନ୍ଦିଗ୍ଧ ମହିଳାଙ୍କ ଫଟୋ କ୍ରାଇମ୍‌ବ୍ରାଞ୍ଚ ହାତରେ ଲାଗିଛି। ରହସ୍ୟମୟୀଙ୍କ...

ରୋଡ଼ ରୋମିଓଙ୍କୁ ଗଛରେ ବାନ୍ଧି ନିସ୍ତୁକ ଛେଚିଲେ ଗାଁଲୋକେ

ବାଲେଶ୍ୱର ଅଫିସ୍‌,୪।୮: ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ଲକ୍ଷ୍ମଣନାଥ ପଞ୍ଚାୟତର ଗୋପ ଗାଁରେ ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ଉକ୍ତ ଗାଁର ଲୋକେ...

ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗ: ଆଗ ଥଇଥାନ କର, ପରେ ଉଚ୍ଛେଦ, ଥାନା ଘେରାଉ କଲେ ଦୁଇ ସଂଘ

ଭୁବନେଶ୍ୱର, ୧୦।୧୨(ବ୍ୟୁରୋ): ସୌନ୍ଦର୍ଯ୍ୟକରଣ ସହ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁଙ୍କ ଯାତାୟାତ ସହଜ ହେବା ଲାଗି ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ପାଇଁ ସୋମବାରଠାରୁ ପ୍ରକ୍ରିୟା...

ଭାରତ-ୟୁଏଇ ମିଶି ଅନେକ ମାଇଲଖୁଣ୍ଟ ପୂରଣ କରିଛନ୍ତି: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୦।୯ (ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ୟୁଏଇ ରାଷ୍ଟ୍ରପତି ଏଚ୍‌ଇ ଶିଖ୍‌ ଖଲିଫା ବିନ୍‌ ଜାୟଦ୍‌ ଅଲ୍‌ ନାହ୍ୟାନଙ୍କ ନେତୃତ୍ୱରେ ତୈଳ ଓ...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬ା୩(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୭,୦୪୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

Advertisement
Archives

Model This Week