Posted inରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞ, ସୂଚାରୁରୂପେ ଦାୟିତ୍ୱ ତୁଲାଇବେ ବୋଲି କହିଲେ ଏହି ଦୁଇ ପ୍ରାର୍ଥୀ

ଭୁବନେଶ୍ୱର,୭ା୩(ବ୍ୟୁରୋ): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ବିଜେଡି ଖାଲି ପଡ଼ିଥିବା ୪ ଆସନ ଲାଗି ଶନିବାର ପ୍ରାର୍ଥୀ ଘୋଷଣା କରିଛି। ସୁବାସ ସିଂ, ମୁନା ଖାଁ, ସୁଜିତ କୁମାର ଓ ମମତା ମହାନ୍ତଙ୍କୁ ଦଳ ପ୍ରାର୍ଥୀ ଭାବେ ଚୟନ କରିଛି। ଏହାକୁ ନେଇ ପ୍ରତିକ୍ରିୟା ରଖି ସୁବାସ ସିଂ କହିଛନ୍ତି, ମୋତେ ଯେତେବେଳେ ଯେଉଁ ଦାୟିତ୍ୱ ମିଳିଛି ତାହା ତୁଲାଇଛି। ଏହି ଦାୟିତ୍ୱ ମଧ୍ୟ ଭଲଭାବେ ତୁଲାଇବି। ମୋତେ ପ୍ରାର୍ଥୀ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞ ବୋଲି ସେ କହିଛନ୍ତି। ସେହିଭଳି ଅନ୍ୟତମ ପ୍ରାର୍ଥୀ ମମତା ମହାନ୍ତ କହିଛନ୍ତି, ମୋତେ ପ୍ରାର୍ଥୀ କରାଯାଇଥିବାରୁ ଧନ୍ୟବାଦ। ମୁଖ୍ୟମନ୍ତ୍ରୀ ସର୍ବଦା ମହିଳାଙ୍କୁ ଅଗ୍ରାଧିକାର ଦିଅନ୍ତି। ଏବେ ମିଳିଥିବା ଗୁରୁ ଦାୟିତ୍ୱକୁ ସୂଚାରୁରୂପେ ତୁଲାଇବି। ତେବେ ଚଳିତ ଥର ବିଜେଡି ୪ ନୂଆ ପ୍ରାର୍ଥୀଙ୍କୁ ନିର୍ବାଚନକୁ ମଇଦାନକୁ ଓହ୍ଲାଇଛି। ସଂଖ୍ୟାଗରିଷ୍ଠତା ଦୃଷ୍ଟିରୁ ବିଜେଡି ୩ଟି ଆସନରେ ଜିତିବା ସୁନିଶ୍ଚିତ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri