ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଭାକୁରଗୁଡ଼ା ବିଦ୍ୟାଳୟ ବୁଲି ଦେଖିଲେ ପର୍ଯ୍ୟଟନ ମନ୍ତ୍ରୀ

ରାୟଗଡ଼ା,୨୩।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଚାନକ ମନ୍ତ୍ରୀମାନେ ବିଦ୍ୟାଳୟ ଗସ୍ତକରି ଖାଦ୍ୟର ମାନ ପରଖିବାକୁ ମଙ୍ଗଳବାର ନିର୍ଦ୍ଦେଶ ଦେଇଥିଲେ। ଏ ନେଇ ବୁଧବାର ରାୟଗଡ଼ା ଜିଲା ଗସ୍ତରେ ଥିବା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଅଚାନକ ଭାକୁରଗୁଡ଼ା ବିଦ୍ୟାଳୟ ପରିଦର୍ଶନ କରିଛନ୍ତି । ବର୍ଷା ସତ୍ତ୍ୱେ ମନ୍ତ୍ରୀ ପାଣିଗ୍ରାହୀ ବିଦ୍ୟାଳୟରେ ପହଞ୍ଚି ପ୍ରଥମେ ସପ୍ତମ ଶ୍ରେଣୀକୁ ସକାଳ ଭୋଜନ ସମ୍ପର୍କରେ ପଚାରିବା ସହ ଦୈନନ୍ଦିନ କ’ଣ ସବୁ ଖାଉଛନ୍ତି ଜାଣିବାକୁ ଚାହିଁଥିଲେ । ଏଥିରେ ପୂର୍ବତନ କୋରାପୁଟ ଏମ୍‌ପି ଝିନ୍ନ ହିକ୍କକା, ପିଡି ଡିଆର୍‌ଡିଏ ଅମୃତ ଋତୁରାଜ ସହ ଅନ୍ୟାନ୍ୟ ପଦସ୍ଥ ଅଧିକାରୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣା ଆରମ୍ଭରୁ ବିଭ୍ରାଟ

ଖଇରା,୧୭।୧୨: ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ୧୪ଟି ସେବା ସମବାୟ ସମିତିରେ ଏବେ ଧାନକିଣା ଆରମ୍ଭ ହୋଇସାରିଛି। ଅନଲାଇନରେ ବ୍ୟାପକ ତ୍ରୁଟି ରହିଥିବା ଅଭିଯୋଗ ପରେ...

ବାତ୍ୟା ପରେ ବନ୍ୟା, ତଳିଆ ଅଞ୍ଚଳ ଲୋକେ ଆତଙ୍କିତ

ବାଲେଶ୍ୱର ଅଫିସ,୨୮ା୫: ବାତ୍ୟା ‘ୟାସ୍‌’ ପ୍ରଭାବରେ ଉପରମୁଣ୍ଡରେ ପ୍ରବଳ ବର୍ଷା ଲାଗି ରହିଥିବାରୁ ବାଲେଶ୍ବର ଦେଇ ପ୍ରବାହିତ ସୁବର୍ଣ୍ଣରେଖା ସମେତ ବୁଢ଼ାବଳଙ୍ଗ ଏବଂ ଜଳକା ନଦୀର...

ବିସିିସି ବ୍ୟାଙ୍କ କୃଷି ଋଣ ଦେବ ୨୪୫ କୋଟି

ବ୍ରହ୍ମପୁର ଅଫିସ,୨ା୭-ଚଳିତ ବର୍ଷର ଖରିଫ ଧାନ ଫସଲ ପାଇଁ ବ୍ରହ୍ମପୁର ସମବାୟ କେନ୍ଦ୍ର (ବିସିସି) ବ୍ୟାଙ୍କ ଗଞ୍ଜାମ ଓ ଗଜପତି ଜିଲାର ଚାଷୀଙ୍କୁ ୨୪୫ କୋଟି...

ବଜ୍ରପାତ ନେଲା ୨ ଜୀବନ

ନୟାଗଡ ଅଫିସ,୧୪।୧୦:ନୟାଗଡ ଜିଲା ଦଶପଲ୍ଲା ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଲାଗି ରହିଛି। ବର୍ଷା ସହ ବଜ୍ରପାତ ହୋଇଛି। ବୁଧବାର ସକାଳେ ଏଠାର ଡିହଗାଁ ପଂଚାୟତରେ...

ରାଜ୍ୟସ୍ତରୀୟ କରାଟେ ପ୍ରତିଯୋଗିତା: ବାଲେଶ୍ୱର ପ୍ରତିଯୋଗୀଙ୍କୁ ୬ ସ୍ବର୍ଣ୍ଣ

ବାଲେଶ୍ୱର ଅଫିସ,୨୭।୧୦-ବାଲେଶ୍ୱର ଜିଲା ଫିଟ୍‌-୨-ଫାଇଟ୍‌ କରାଟେ ସେଣ୍ଟରର ପ୍ରତିଯୋଗୀ କେଉଁଝର ସହରସ୍ଥିତ ଗୁଜୁରାଟୀ ସମାଜ ପରିସରରେ ୱାର୍ଲଡ୍‌ ଟ୍ରାଡ଼ିଶନାଲ୍‌ ସୋଟୋକାନ୍‌ ଫେଡ଼େରେଶନ୍‌ ତରଫରୁ ଆୟୋଜିତ ରାଜ୍ୟସ୍ତରୀୟ...

ବସ୍‌କୁ ଯାତ୍ରୀ ହେଉନାହାନ୍ତି, କ୍ଷତି ଆଶଙ୍କା

ଅନୁଗୋଳ ଅଫିସ, ୩୧।୫- ରାଜ୍ୟରେ ବସ୍‌ ଚଳାଚଳକୁ ସରକାର ଅନୁମତି ଦେଇଥିଲେ ହେଁ ଆବଶ୍ୟକ ସଂଖ୍ୟକ ଯାତ୍ରୀ ହେଉ ନ ଥିବାରୁ ଦ୍ୱନ୍ଦ୍ୱରେ ପଡିଛନ୍ତି ଗାଡ଼ି...

ଚୁଲି ଜାଳି ପ୍ରତିବାଦ କଲେ ମହିଳା

ନିଶ୍ଚିନ୍ତକୋଇଲି,୨୨।୧୧(ସ୍ବ.ପ୍ର): ନିଶ୍ଚିନ୍ତକୋଇଲି ବ୍ଲକ ମହିଳା,ଯୁବ ଓ ଛାତ୍ର ବିଜେଡି ପକ୍ଷରୁ ରନ୍ଧନ ଗ୍ୟାସ ଦର ବୃଦ୍ଧି ନେଇ ପ୍ରତିବାଦ ସଭା କରାଯାଇଛି । ନିଶ୍ଚିନ୍ତକୋଇଲି ବଉଳ...

ଅନ୍ତରଙ୍ଗ ଯୁବ ସଂଘ ପକ୍ଷରୁ ମାସ୍କ ବଣ୍ଟନ

ଦାରିଙ୍ଗବାଡ଼ି,୨୧।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ବିଭିନ୍ନ ଦୁର୍ଗମ ଅଞ୍ଚଳରେ ଅନ୍ତରଙ୍ଗ ଯୁବ ସଂଘ ପକ୍ଷରୁ ବିଶୋଧିତ କରାଯିବା ସହ ମାସ୍କ ବଣ୍ଟନ କରାଯାଇଛି। ଏଥିସହ ବିଭିନ୍ନ...

Advertisement


Archives

Model This Week