ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ମାନିବାରେ ପ୍ରଥମ: ଓଡ଼ଗାଁ ଆହାର କେନ୍ଦ୍ରରେ ମଧ୍ୟାହ୍ନ ଭୋଜନ କଲେ କୃଷି ମନ୍ତ୍ରୀ

ଓଡଗାଁ, ୨୪।୧୦(ସ୍ବ.ପ୍ର.)-ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅରୁଣ କୁମାର ସାହୁ ଭୁବନେଶ୍ୱରରୁ ନୟାଗଡ଼ ଟ୍ରେନରେ ଆସିବାକୁ ନେଇ ଚର୍ଚ୍ଚାରେ ରହିଛନ୍ତି । ଏହି ଘଟଣାର ଦିନଟିଏ ନ ପୁରୁଣୁ ଗୁରୁବାର ଓଡଗାଁ ଆହାର କେନ୍ଦ୍ରରେ ମନ୍ତ୍ରୀ ମଧ୍ୟାହ୍ନ ଭୋଜନ କରିଛନ୍ତି । ମୁଖ୍ୟମନ୍ତ୍ରୀ ସମସ୍ତ ମନ୍ତ୍ରୀ ଓ ଜିଲ୍ଲାପାଳଙ୍କୁ ଜିଲ୍ଲା ଗସ୍ତରେ ଆହାର କେନ୍ଦ୍ରରେ ଆହାର ଗ୍ରହଣ କରିବା ନିମନ୍ତେ ପରାମର୍ଶ ଦେଇଥିଲେ । ସମ୍ଭବତଃ ମନ୍ତ୍ରୀ ସାହୁ ଆହାର କେନ୍ଦ୍ରରେ ଆହାର ଖାଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ମାନିବାରେ ପ୍ରଥମ ହୋଇଛନ୍ତି ବୋଲି କୁହାଯାଉଛି। ଏହା ସହିତ ସର୍ବସାଧାରଣ ସ୍ଥାନରେ ଲୋକଙ୍କ ଅଭିଯୋଗ ଶୁଣାଣି ଶିବିର କରି ଅନ୍ୟ ଏକ ମାଇଲେଜ୍‌ ନେଇଥିବା ଆଲୋଚନା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏଏପିର ଗ୍ୟାରେଣ୍ଟି କାର୍ଡ

ବାଲେଶ୍ୱର ଅଫିସ, ୨୨।୩: ବାଲେଶ୍ୱର ପୌର ନିର୍ବାଚନ ପରିପ୍ରେକ୍ଷୀରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପକ୍ଷରୁ ସୋମବାର ଏକ ଖବରଦାତା ସମ୍ମିଳନୀ କରାଯାଇ ନିର୍ବାଚନୀ ଇସ୍ତାହାର...

ଦୁର୍ଘଟଣାରେ ମା’ ମୃତ, ଝିଅ ଗୁରୁତର

ଜଗନ୍ନାଥପ୍ରସାଦ, ୨୭ା୧୨ (ଡି.ଏନ୍‌.ଏ.) -ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଥିବା କୃଷି ଫାର୍ମ ସାମ୍ନାରେ ବୁଧବାର ରାତି ପ୍ରାୟ ୯ଟାରେ ଏକ୍ସଲକୁ ପଛରୁ ଏକ ଅଜଣା ଗାଡି...

ଜନ ଶୁଣାଣିରେ ଉଠିଲା ଆବାସ ଦୁର୍ନୀତି ଅଭିଯୋଗ: ବିଡିଓଙ୍କ ସହ ଗ୍ରାମବାସୀ ମୁହାଁମୁହିଁ

ଜଗତ୍‌ସିଂହପୁର ଅଫିସ,୨୦ା୮: ଜଗତ୍‌ସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଜନଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଛି। ଏଥିରେ ବିଜୁ ପକ୍କାଘର ଓ...

ଖୁଣ୍ଟ ପୋତାଯାଇଛି, ଜଳୁନି ଲାଇଟ୍‌

ଚମ୍ପୁଆ,୧୨।୧୨(ଡି.ଏନ.ଏ.)-ଏନଏସି ଗଠନ ପରେ ଜନସାଧାରଣଙ୍କୁ ମିଳିବାକୁ ଥିବା ମୌଳିକ ସୁବିଧା ପାଇବାରୁ ଏନଏସିବାସୀ ବଞ୍ଚିତ ହେଉଥିବା ଦେଖିବାକୁ ମିଳୁଛି। ଏନଏସି ଓ ବିଦ୍ୟୁତ ବିଭାଗ ପରସ୍ପରକୁ...

ଘନଶ୍ୟାମ ମହାପାତ୍ରଙ୍କୁ ‘ଶ୍ରୀ ଜୟଦେବ ସମ୍ମାନ’

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୨୦୧୯ ମସିହା ପାଇଁ ୩୧ତମ ‘ରାଜ୍ୟ ଓଡ଼ିଆ ଚଳଚ୍ଚିତ୍ର’ ଓ ୮ମ ‘ରାଜ୍ୟ...

ସାମ୍ବାଦିକ ସୁରକ୍ଷା ଆଇନ ପାଇଁ ଦାବି ତେଜିଲା

ଯାଜପୁର ଟାଉନ/ଚଣ୍ଡିଖୋଲ/ବରୀ/ ସିଂହପୁର/ଜେନାପୁର,୨୨ା୨ (ଡି.ଏନ୍‌.ଏ.):ରବିବାର ଥିଲା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ। ହେଲେ ପ୍ରଥମ, ଦ୍ୱିତୀୟ ପରି ତୃତୀୟ ପର୍ଯ୍ୟାୟ...

ଗ୍ରହଶାନ୍ତି ପୂଜା କରିବାକୁ ଆସି ବନ୍ଧାହେଲେ ତାନ୍ତ୍ରିକ

ମହାକାଳପଡ଼ା,୫ା୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଖରିନାସୀ ଗ୍ରାମରେ ଦୁଇ ପଡ଼ୋଶୀଙ୍କ ମଧ୍ୟରେ ଶତ୍ରୁତାକୁ ନେଇ ତାନ୍ତ୍ରିକଙ୍କ ସହଯୋଗରେ ସମସ୍ୟା ସମାଧାନ ଗ୍ରହ ଶାନ୍ତି ପୂଜାର୍ଚ୍ଚନା...

ଉପକୂଳ ଅଞ୍ଚଳରେ ସୁରକ୍ଷା ଢିଲା : ବିପଦକୁ ଆମନ୍ତ୍ରଣ କରୁଛି ମେରାଇନ୍‌ ପୋଲିସରେ ଅବ୍ୟବସ୍ଥା

ଭୁବନେଶ୍ୱର,୬।୯ : କେନ୍ଦ୍ର ସରକାର ଜମ୍ମୁକାଶ୍ମୀରରୁ ଧାରା ୩୭୦ ଓ ୩୫-ଏ ହଟାଇବା ପରେ ବିଶେଷଭାବେ ପ୍ରତିକ୍ରୀୟାଶୀଳ ହୋଇ ଉଠିଛି ପଡୋଶୀ ରାଷ୍ଟ୍ର ପାକିସ୍ତାନ। ପାକିସ୍ତାନ...

Advertisement
Archives

Model This Week