ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପକୁ ଉପରାଷ୍ଟ୍ରପତିଙ୍କ ପ୍ରଶଂସା

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଜାତୀୟ ପଞ୍ଚାୟତିରାଜ ଦିବସ ଉପଲକ୍ଷେ ଏକ ଜାତୀୟସ୍ତରୀୟ ଇଂଲିଶ ମୁଦ୍ରିତ ଗଣମାଧ୍ୟମରେ ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁଙ୍କର ଏକ ସ୍ତମ୍ଭ ପ୍ରକାଶ ପାଇଥିଲା। ଏହି ଆଲେଖ୍ୟରେ ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର କେତେକ ପଦକ୍ଷେପକୁ ପ୍ରଶଂସା କରିଛନ୍ତି। ବିଶେଷକରି କିଛିଦିନ ତଳେ କରୋନା ସଂକ୍ରମଣକୁ ହ୍ରାସ କରିବା ପାଇଁ କ୍ଷେତ୍ରସ୍ତରରେ ସରପଞ୍ଚଙ୍କ ଭୂମିକାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ସେମାନଙ୍କୁ ଜିଲାର ସର୍ବୋଚ୍ଚ ପ୍ରଶାସନିକ କ୍ଷମତା ଉପଭୋଗ କରୁଥିବା ଜିଲାପାଳଙ୍କ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ଭାରତୀୟ ବ୍ୟବସ୍ଥାରେ ପଞ୍ଚାୟତ ପ୍ରତିନିଧି ଅବିଚ୍ଛେଦ୍ୟ ଅଙ୍ଗ ବୋଲି ଏହା ପ୍ରମାଣିତ କରିଛି। ଏହିମାନେ ହିଁ ସଚେତନତାର ବାର୍ତ୍ତା ପ୍ରଚାର କରିବା ସହ କରୋନା ସଂକ୍ରମଣକୁ ହ୍ରାସ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ଉପରାଷ୍ଟ୍ରପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ସ୍କୁଲ ଗେଟ୍‌ ତଳେ ଚାପି ହୋଇ ୨ ଛାତ୍ରୀ ମୃତ୍ୟୁ ଘଟଣା: ହେଲା କାର୍ଯ୍ୟାନୁଷ୍ଠାନ, ପ୍ରଧାନଶିକ୍ଷକଙ୍କୁ…

ମୋହନା,୧୭।୪ ( ମନ୍ମଥ ମିଶ୍ର ): ଗଜପତି ଜିଲା ଆର୍‌.ଉଦୟଗିରୀ ଥାନା ନୂଆଗଡ ବ୍ଲକ ଅନ୍ତର୍ଗତ ରୁବୁଡ଼ିସିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ବୁଧବାର ଗେଟ୍‌…

ଜେଜେ ମା’ଙ୍କୁ କାହିଁକି ମନେ ପକାଇଲେ ରାହୁଲ ଗାନ୍ଧୀ? କହିଲେ ଏହା ନୁହେଁ Women Reservation Bill

ନୂଆଦିଲ୍ଲୀ,୧୭।୪: ସ୍ବତନ୍ତ୍ର ସଂସଦୀୟ ଅଧିବେଶନର ଦ୍ୱିତୀୟ ଦିନରେ ଲୋକ ସଭାରେ ଭାଷଣ ଦେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତାଙ୍କ ଜେଜେମା’ ଇନ୍ଦିରା…

ସିବିଏସ୍‌ଇ ପରୀକ୍ଷାରେ ଦୁଇ ଯାଆଁଳା ଭଉଣୀଙ୍କ କମାଲ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୧୭।୪ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତ ଶତ୍ରୁଷୋଲ ଗ୍ରାମ ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ପଲାଇ ଚଳିତ ସିବିଏସ୍‌ଇ…

ମହାନ ଜନନାୟକ ବିଜୁବାବୁଙ୍କୁ ବିଜେଡି ମନେ ପକାଇ…

ପାଟଣା,୧୭ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଶୁକ୍ରବାର ରାଜନଗର ରଘୁନାଥଜୀଉ ମଠ ପରିସରରେ ଅନୁଷ୍ଠିତ ହୋଇଛି।…

ଭାରତର ଭାଗ୍ୟ ଉଜ୍ୱଳ! ମିଳିଗଲା LPG ସଙ୍କଟକୁ ମୁକାବିଲା କରିବାର ସୂତ୍ର

ନୂଆଦିଲ୍ଲୀ,୧୭।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ କେବଳ ଭାରତକୁ ନୁହେଁ ବରଂ ବିଶ୍ୱବ୍ୟାପୀ ଅନେକ ଦେଶକୁ ଗ୍ୟାସ ସଙ୍କଟରେ ପକାଇଛି। ତଥାପି, ବିଶ୍ୱ ବଜାରରେ…

ପୁରୁଣା ବଜାର ଅଞ୍ଚଳକୁ ଓଏମ୍‌ସି ଖଣି ପ୍ରଭାବିତ ଅଞ୍ଚଳରେ ସାମିଲ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିରେ ଥିବା ଓଡ଼ିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହ ଖଣି କାର୍ଯ୍ୟ ଦ୍ବାରା ପ୍ରଭାବିତ ହେଇଥିବା କେନ୍ଦୁଝର ପୁରୁଣା…

ଦୁର୍ଗମ ଅଞ୍ଚଳରେ ବିକାଶକୁ ଗୁରୁତ୍ୱ: ଭ୍ରମରବାଡିରେ ପହଞ୍ଚିଲା ଜିଲା ପ୍ରଶାସନ

ଦାରିଙ୍ଗବାଡି,୧୭।୪(ଅରୁଣ ସାହୁ):ଏକଦା ମାଓବାଦୀ ପ୍ରବଣ ଅଞ୍ଚଳ ଭାବେ ଜଣାଶୁଣା ଥିଲା ଭ୍ରମରବାଡି। ଏବେ ଆଉ ସେ ପରିସ୍ଥିତି ନାହିଁ, ସେପଟେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri