ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପକୁ ଉପରାଷ୍ଟ୍ରପତିଙ୍କ ପ୍ରଶଂସା

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଜାତୀୟ ପଞ୍ଚାୟତିରାଜ ଦିବସ ଉପଲକ୍ଷେ ଏକ ଜାତୀୟସ୍ତରୀୟ ଇଂଲିଶ ମୁଦ୍ରିତ ଗଣମାଧ୍ୟମରେ ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁଙ୍କର ଏକ ସ୍ତମ୍ଭ ପ୍ରକାଶ ପାଇଥିଲା। ଏହି ଆଲେଖ୍ୟରେ ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର କେତେକ ପଦକ୍ଷେପକୁ ପ୍ରଶଂସା କରିଛନ୍ତି। ବିଶେଷକରି କିଛିଦିନ ତଳେ କରୋନା ସଂକ୍ରମଣକୁ ହ୍ରାସ କରିବା ପାଇଁ କ୍ଷେତ୍ରସ୍ତରରେ ସରପଞ୍ଚଙ୍କ ଭୂମିକାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ସେମାନଙ୍କୁ ଜିଲାର ସର୍ବୋଚ୍ଚ ପ୍ରଶାସନିକ କ୍ଷମତା ଉପଭୋଗ କରୁଥିବା ଜିଲାପାଳଙ୍କ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ଭାରତୀୟ ବ୍ୟବସ୍ଥାରେ ପଞ୍ଚାୟତ ପ୍ରତିନିଧି ଅବିଚ୍ଛେଦ୍ୟ ଅଙ୍ଗ ବୋଲି ଏହା ପ୍ରମାଣିତ କରିଛି। ଏହିମାନେ ହିଁ ସଚେତନତାର ବାର୍ତ୍ତା ପ୍ରଚାର କରିବା ସହ କରୋନା ସଂକ୍ରମଣକୁ ହ୍ରାସ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ଉପରାଷ୍ଟ୍ରପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଆମେରିକା ନିର୍ମିତ ବନ୍ଧୁକ

ଭୁବନେଶ୍ୱର,୧୮ା୩ (ବ୍ୟୁରୋ): ରାଜଧାନୀରେ ଚୋରା ପିସ୍ତଲ କାରବାର, ବନ୍ଧୁକ ମୁନରେ ଲୁଟ୍‌ପାଟ ଭଳି ଘଟଣା ବଢ଼ିଚାଲିଛି । ସୋମବାର ରାତିରେ ବୁଦ୍ଧପାର୍କ ନିକଟରେ କ୍ୟୁଏଟି ଓ...

ଟ୍ରେନ୍‌ ଦୁର୍ଘଟଣାର ସଠିକ୍‌ ମୃତ୍ୟୁସଂଖ୍ୟା ୨୭୫: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୪ା୬(ବ୍ୟୁରୋ): ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ସଠିକ୍‌ ମୃତ୍ୟୁସଂଖ୍ୟା ସାମ୍ନାକୁ ଆସିଛି। ଶନିବାର ସୁଦ୍ଧା ଏହା ସରକାରୀ ଭାବେ ୨୮୮ ରହିଥିବା ବେଳେ ରବିବାର ଏହି ମୃତ୍ୟୁସଂଖ୍ୟା...

ଆଜିଠୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଷୋଡ଼ଶ ବିଧାନସଭାର ତୃତୀୟ ତଥା ଚଳିତ ବର୍ଷର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବ। ଏହି ଅବସରରେ ପ୍ରଥମ ଦିନ ରାଜ୍ୟପାଳ ପ୍ରଫେସର ଗଣେଶୀ...

ଓଡ଼ିଶାକୁ ବିଶେଷ କ୍ଷତି ନାହିଁ: ଆଇଏମ୍‌ଡି

ଭୁବନେଶ୍ୱର,୧୧।୫(ବ୍ୟୁରୋ): ଦୁର୍ବଳ ହେଲା ଭୀଷଣ ବାତ୍ୟା ‘ଅସାନି’। ଦୁର୍ବଳ ହୋଇ ବାତ୍ୟାରେ ପରିଣତ ହୋଇଛି । ହେଲେ ଏହାର ପ୍ରଭାବରେ ଓଡ଼ିଶାରେ ବିଶେଷ କ୍ଷତି ଘଟିବନି...

ବନ୍ଦ ଘରୁ ମିଳିଲା ୩ ମୃତଦେହ

ସମ୍ବଲପୁର,୧୩ା୫(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏକ ଘର ଭିତରୁ ଶନିବାର ସନ୍ଧ୍ୟାରେ ୩...

ଟାଙ୍ଗିଆରେ ମା’ଙ୍କୁ ହତ୍ୟା

ଚୌଦ୍ୱାର, ୧୬। ୭(ଡି.ଏନ୍‌.ଏ.): ଚୌଦ୍ୱାର ଥାନା ଅନ୍ତର୍ଗତ କଖଡି ପଞ୍ଚାୟତ ଗୋପୀନାଥପଡା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଜଣେ ଯୁବକ ନିଜ ମା’ଙ୍କୁ ଟାଙ୍ଗିଆରେ ହାଣି...

ପୁରୀ ରଥଯାତ୍ରା ପାଇଁ ଆଉ ୨ ପିଟିସନ୍‌: ସହରକୁ ଶଟ୍‌ଡାଉନ କରି ରଥଯାତ୍ରା କରାଯାଉ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ଏ ବର୍ଷ ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟ ଗତ ଗୁରୁବାର ରାୟ ଶୁଣାଇଛନ୍ତି। ହେଲେ ଏହାକୁ ସାମାନ୍ୟ ପରିବର୍ତ୍ତନ କରିବାକୁ ଶନିବାର ଆଉ...

ସ୍ନାନଯାତ୍ରାରେ ମୁତୟନ ହେବେ ୫୨ ପ୍ଲାଟୁନ୍‌ ପୋଲିସ ଫୋର୍ସ

ପୁରୀ ଅଫିସ,୧୩।୬: ଆସନ୍ତାକାଲି ଦେବସ୍ନାନ ପୂର୍ଣ୍ଣିମା। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇସାରିଛି। ତେବେ ସ୍ନାନଯାତ୍ରାରେ ଭିଡ଼କୁ ଦୃଷ୍ଟିରେ ରଖିପଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।...

Advertisement
Archives

Model This Week