ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ସହାୟତା ଦେଲେ ୨ ଏସ୍‌ଏଚ୍‌ଜି

ମାଲକାନଗିରି,୧ା୫(ଡି.ଏନ୍‌.ଏ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ୍‌ର ‘ଜନନୀ’ ଓ ‘ସାଇବାବା’ ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍‌ଏଚ୍‌ଜି) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୬ ହଜାର ସହାୟତା ଦେଇଛନ୍ତି। ମଣ୍ଡଳ ପରିଦର୍ଶିକା ଶାନ୍ତି କରସୁଧା ପଟ୍ଟନାୟକ ଓ ଅଙ୍ଗନଓ୍ବାଡ଼ି କର୍ମୀ ସୁନାମଣୀ କାଡାଙ୍କ ଉପସ୍ଥିତିରେ ଏହି ସହାୟତା ରାଶି ଚେକ୍‌ ଆକାରରେ କୋରୁକୋଣ୍ଡା ବିଡିଓ ଦାଶରଥି ସରାବୁଙ୍କୁ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା କମିଲା, ପାଣି ଛାଡ଼ିନି

ଭୋଗରାଇ,୨୬।୮(ଡି.ଏନ.ଏ.): ପୋଗର ଉନ୍ନତି ହେବା ସହିତ ବନ୍ୟା ସ୍ଥିତିରେ ମଧ୍ୟ ସୁଧାର ଆସିଛି। ହେଲେ ଏମିତି ପଞ୍ଚାୟତ ରହିଛି ଯେଉଁଠି ବନ୍ୟାପାଣି ଛାଡ଼ିବାକୁ ଆହୁରି ୧୦ଦିନରୁ...

ସୋସିଆଲ ମିଡିଆରେ ଆନନ୍ଦବଜାର ଫଟୋ ଭାଇରାଲ

ପୁରୀ ଅଫିସ,୭ା୧୦ : ସୋସିଆଲ ମିଡିଆରେ ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ। ଆନନ୍ଦବଜାର ପରିସରରେ ମହାପ୍ରାସଦ ସେବନ କରୁଥିବା କେଜେଜଣ ଭକ୍ତଙ୍କ ଫଟୋ ସୋସିଆଲ...

ଆଇପିଏଲ ସଟ୍ଟା ବେଟିଂ ଅଭିଯୋଗରେ ଜଣେ ଗିରଫ: ଟଙ୍କା, ମୋବାଇଲ ଜବତ

ଜୁନାଗଡ଼,୨୦।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ନକଟିଗୁଡା ଗ୍ରାମରେ ଆଇପିଏଲ ସଟ୍ଟା ବେଟିଂ ଅଭିଯୋଗରେ ମଙ୍ଗଳବାର ଜଣକୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।...

ନିଲମ୍ବିତ କନଷ୍ଟେବଳ, ଜେଲ ଓ୍ବାର୍ଡର ଗିରଫ

କଟକ ଅଫିସ/ସମ୍ବଲପୁର (ବ୍ୟୁରୋ) ୨୧।୪: କଟକ ଏସ୍‌ସିବି ମେଡିକାଲରୁ ଗ୍ୟାଙ୍ଗଷ୍ଟର ଶେଖ୍‌ ହାଇଦର ଫେରାର ହେବା ଘଟଣାରେ ମଙ୍ଗଳବାର ପୋଲିସ ୨ ଜଣଙ୍କୁ ମଙ୍ଗଳବାର ଗିରଫ...

ପଦ୍ମପୁର ଉପନିର୍ବାଚନ: ଗୁରୁବାର ଆସିବ ଫଳାଫଳ

ପଦ୍ମପୁର,୭।୧୨(ଡି.ଏନ୍‌.ଏ.): ପଦ୍ମପୁର ଉପନିର୍ବାଚନର ଫଳାଫଳ ଗୁରୁବାର ଆସିବ। ଏଥିପାଇଁ ଗୁରୁବାର ସକାଳ ୮ଟାରୁ ପଦ୍ମପୁର ଆର୍‌ଏମ୍‌ସି ଗୋଦାମରେ ଭୋଟ ଗଣତି ହେବ। ଏଥିପାଇଁ ପ୍ରଶାସନ ପକ୍ଷରୁ...

ଗଞ୍ଜାମ ଜିଲାରେ ବିଜେଡିର ବାଜିମାତ୍‌: ୨ ଲୋକ ସଭା, ୧୨ ବିଧାନସଭା ଆସନ ଦଖଲ

ବ୍ରହ୍ମପୁର ଅଫିସ,୨୫ା୫- ଗଞ୍ଜାମ ଜିଲା ରାଜନୀତିରେ ପୁଣି ବିଜେଡି ବାଜିମାତ କରିଛି। ଦୁଇ ଲୋକ ସଭା ଆସନ ପୁନର୍ବାର ଦଖଲ କରିଥିବା ବେଳେ ୧୩ ବିଧାନସଭା...

ମାଓବାଦୀଙ୍କ ବର୍ବରତା: ଜାଳି ଦେଲେ ୭ ଗାଡ଼ି

ମାଲକାନଗିରି,୨୬ା୪: ଛତିଶଗଡ଼ରେ ଅପରେଶନ ପ୍ରହାର-୩କୁ ବିରୋଧ କରି ମାଓବାଦୀଙ୍କ ପକ୍ଷରୁ ଏପ୍ରିଲ ୨୬ରେ ଭାରତ ବନ୍ଦ ଡାକରା ଦିଆଯାଇଥିଲା। ଏହାର ପ୍ରଭାବ ସୋମବାର ମାଲକାନଗିରି ଜିଲାରେ...

ବର୍ଷେ ପରେ ବି ମୁଣ୍ଡରୁ ହଟିନି ପଲିଥିନ

ପୁରୀ ଅଫିସ,୩।୫: ଠିକ୍‌ ବର୍ଷକ ତଳେ ଛାତି ଥରାଇ ଦେଲାଭଳି ପବନ ଏବଂ ମୁଷଳ ବର୍ଷା ସବୁକିଛି ଉଜାଡ଼ି ଦେଇଥିଲା। ମୁଣ୍ଡଉପରୁ ଛପର ଉଡ଼ାଇ ନେବା...

Advertisement
Archives

Model This Week