ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ସହାୟତା

ଭଦ୍ରକ ଅଫିସ,୯।୫: ଭଦ୍ରକ ଜିଲା ଚରମ୍ପା ଜଳ ବଣ୍ଟନ କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଶୁକ୍ରବାର ୩୦ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗୋଲଖ ବେହେରାଙ୍କୁ କମିଟି ପକ୍ଷରୁ ଏହି ଟଙ୍କା ଚେକ୍‌ ମାଧ୍ୟମରେ ପ୍ରଦାନ କରାଯାଇଥିଲା। ଏହି ଅବସରରେ ସଭାପତି ଅନ୍ତର୍ଯ୍ୟାମୀ ଉପାଧ୍ୟାୟ, ସମ୍ପାଦକ ଭରତ ତ୍ରିପାଠୀ, ଜାଗା କାଳିଆ ପାଣି ପଞ୍ଚାୟତ ସଭାପତି, ଖିରେସ୍ବର ପାଣି ପଞ୍ଚାୟତ ସମ୍ପାଦକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାରେ ଫସିଥିବା ଶ୍ରମିକଙ୍କ ପରିବାରକୁ ସହାୟତା ଦିଆଯାଉ: ଶ୍ରୀକାନ୍ତ ଜେନା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ ଜାରି ରହିଛି। ଏହାଦ୍ୱାରା ଦେଶର ବିଭିନ୍ନ ସ୍ଥାନରେ ଓଡ଼ିଆ ଶ୍ରମିକ ଫସି ରହିଛନ୍ତି। ରେଳ ଚଳାଚଳ...

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରିଥିବା ଦୋକାନ ଉପରେ ଚଢ଼ାଉ

ସୋହେଲା,୧୧ା୫(ଡି.ଏନ.ଏ.): ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରି ଦୋକାନ ଖୋଲିବା, ମାସ୍କ ନ ପିନ୍ଧିବା ଓ ସାମାଜିକ ଦୂରତ୍ୱ ରକ୍ଷା ନ କରିବା ଅଭିଯୋଗରେ ବରଗଡ଼ ଜିଲା...

କରୋନା ବଦଳାଇ ଦେଲା ଜୀବନର ମୋଡ: ମାଛ ବିକୁଛନ୍ତି ଗୀତିକାର

ଭଦ୍ରକ ଅଫିସ, ୫ା୬- କୁମାର ଗୌତମ ଭଦ୍ରକ ସହର ତଥା ଜିଲାର ଜଣେ ସୁନାମଧନ୍ୟ କଣ୍ଠଶିଳ୍ପୀ, ଓଲିଉଡ ଜଗତରେ ତାଙ୍କର ସ୍ବତନ୍ତ୍ର ପରିଚିତ ରହିଛି। ସେ...

ମାସ୍କ ପିନ୍ଧି ନ ଥିବା ୭୨ ଜଣଙ୍କଠାରୁ ୧୪ ହଜାରରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ,୨୮।୬: ଗଞ୍ଜାମ ଜିଲାର ୪ ଦିନିଆ ଶଟଡାଉନର ଦ୍ୱିତୀୟ ଦିନରେ ଅମାନିଆଙ୍କୁ ପୋଲିସ ଅଟକାଇ ଯାଞ୍ଚ କରିବା ସହ ସେମାନଙ୍କ ଠାରୁ ଜରିମାନା ଆଦାୟ...

ଆଖିରେ ପଟି ବାନ୍ଧି ସବୁ କାମ କରୁଛନ୍ତି ୮ ବର୍ଷର ନାବାଳକ

କୋକସରା,୬।୩(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ପୋଡାଗୁଡା ଗାଁର ବିସ୍ମୟ ବାଳକ ରିତେଶ କୁମାର ସାହୁ (୮)। ସାଧାରଣତଃ ଆମ ଆଖିରେ ପଟି ବାନ୍ଧିଲେ ଆମକୁ...

CORONAVIRUS UPDATE: ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ୭୧୮ ପଜିଟିଭ୍‌ ଚିହ୍ନଟ, ୧୬ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୭ା୭(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୭୧୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକାନ୍ତଙ୍କ ସଂଖ୍ୟା ୧୬ ହଜାର ଟପିଥିବା...

ବ୍ରହ୍ମପୁରରେ ଲକ୍‌ଡାଉନ, ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ: ପ୍ରଶାସନ ପକ୍ଷରୁ ଗଣେଶ ମାର୍କେଟ ସିଲ୍‌

ବ୍ରହ୍ମପୁର ଅଫିସ,୧୫।୬: କରୋନା ସଂକ୍ରମଣକୁ ଏଡ଼ାଇବା ନେଇ ଗଞ୍ଜାମ ଜିଲାରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ପୁଣି ଲକ୍‌ଡାଉନ ଘୋଷଣା କରାଯାଇଛି। ତେବେ ଏହା ଘୋଷଣା...

ଗ୍ୟାସ ଟାଙ୍କି ଫାଟି ଘରେ ଲାଗିଲା ନିଆଁ

ଛତ୍ରପୁର,୨୧।୧୧(ଡି.ଏନ.ଏ):ଛତ୍ରପୁର କୋର୍ଟ ଷ୍ଟେଶନ ସାହିର ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଘରେ ଗୁରୁବାର ପୂର୍ବାହ୍ନରେ ରନ୍ଧନ ଗ୍ୟାସ ଟାଙ୍କି ଫାଟି ନିଆଁ ଲାଗିଯାଇଥିଲା। ଅପରପକ୍ଷରେ ଏଥିରେ କେହି...

Advertisement
Archives

Model This Week