ବିଲାସପୁର,୨୧।୮: ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ସୋମବାର ସାପ ଦଂଶନରୁ ଅଳ୍ପକେ ବର୍ତ୍ତିଛନ୍ତି। ବିଲାସପୁରରେ ଗଣମାଧ୍ୟମକୁ ସମ୍ବୋଧିତ କରୁଥିବାବେଳେ ତାଙ୍କ ପାଦ ତଳେ ସାପ ଆସିଯାଇଥିଲା। ସାପ ଦେଖି ସେଠାରେ ଉପସ୍ଥିତ ଲୋକେ ଭୟଭୀତ ହୋଇଯାଇଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ଲୋକମାନଙ୍କୁ ସାପକୁ ନ ମାରିବାକୁ ପରାମର୍ଶ ଦେଇଥିଲେ। ସେ କହିଥିଲେ, ଏହା ବିଷଧର ସାପ ନୁହେଁ। ବ୍ୟସ୍ତ ହୁଅନ୍ତୁ ନାହିଁ। ତାକୁ ମାରନ୍ତୁ ନାହିଁ। ପିଲାଦିନେ ଆମେ ସାପଟିକୁ ପକେଟରେ ନେଇ ଯାଉଥିଲୁ। ମିଡିଆ ବ୍ୟକ୍ତିବିଶେଷଙ୍କ ସହ କଥାବାର୍ତ୍ତା କରୁଥିବା ସମୟରେ ସାପର ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।
କାର୍କୁ ଧକ୍କା ଦେଇ ଓଲଟିଲା ଟାୟାର ବୋଝେଇ ଟ୍ରକ୍, ଡ୍ରାଇଭରଙ୍କ ସମେତ…
ମୋହନା,୨୭ା୬(ମନ୍ମଥ ମିଶ୍ର): କାର୍କୁ ଧକ୍କା ଦେଇ ଓଲଟି ପଡ଼ିଛି ଟାୟାର ବୋଝେଇ ଟ୍ରକ୍। ଡ୍ରାଇଭରଙ୍କ ସମେତ ୫ ଆହତ ହୋଇଛନ୍ତି। ଗଜପତି ଜିଲା ଅଡ଼ବା ଥାନା ନାଳାଘାଟ…
ବିରାଟ କୋହଲି ହଠାତ ଟେଷ୍ଟ କ୍ରିକେଟରୁ କାହିଁକି ନେଇଥିଲେ ସନ୍ନ୍ୟାସ? ହେଲା ବଡ଼ ଖୁଲାସା…
ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟର ‘ରନ ମେଶିନ’ ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ପ୍ରାୟ ବର୍ଷେରୁ ଅଧିକ ସମୟ ବିତିଗଲାଣି। ହେଲେ ଆଜି ବି ପ୍ରଶଂସକଙ୍କ…
ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ, ଯୁବତୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ
ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଯୁବତୀ ଜଣକ ଘରେ ଶୋଇଥିଲା ବେଳେ କେତେଜଣ…
ସିଙ୍ଗିପୁରରେ ବେଆଇନ ଦେଶୀ ମଦ ଭାଟି: ପୋଲିସର ଚଢ଼ାଉ
ଗଜପତି,୨୮।୬ (ଗିରିଧାରୀ ପରିଛା): ଗୁଇନ୍ଦା ସୂଚନା ଆଧାରରେ ପାରଳାଖେମୁଣ୍ଡି ପୋଲିସ ଶନିବାର ଭୋର ସମୟରେ ସିଙ୍ଗିପୁର ଗ୍ରାମରେ ଚଢ଼ାଉ କରି ଏକ ବେଆଇନ ଦେଶୀ ମଦ ପ୍ରସ୍ତୁତି…
ଆସିଲେ ନାହିଁ ଭାଜପା ଅତିଥି, ଏନ୍ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍ଘାଟନ, ପୂରା ଘଟଣା ଜାଣିଲେ…
କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍ଘାଟିତ ହୋଇଛି।…
ଦେଶରେ ହାଇ ଆଲର୍ଟ: ମାଡ଼ିଆସୁଛି ୨ଟି ଭୟଙ୍କର ବାତ୍ୟା; ୩ ଦେଶକୁ କରିବ ଛାରଖାର!
ନୂଆଦିଲ୍ଲୀ,୨୭।୬: ପ୍ରଶାନ୍ତ ମହାସାଗରର ଉତ୍ତର-ପଶ୍ଚିମ ଭାଗରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ କ୍ରାନ୍ତୀୟ ବାତ୍ୟା (ଟାଇଫୁନ୍) ‘ମେଖଲା’ ଜାପାନ ଏବଂ ଏହାର ଆଖପାଖ ଦ୍ୱୀପପୁଞ୍ଜ ଆଡ଼କୁ ମାଡ଼ି ଚାଲିଛି।…
ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ
ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ…
ପୁଣି ଧକ୍କା ଦେଲା ଆମବସ୍, ରଙ୍ଗ୍ରୁଟ୍ରେ ଆସି ବାପ-ଝିଅଙ୍କୁ…
ଭୁବନେଶ୍ୱର,୨୭ା୬: ପୁଣି ଧକ୍କା ଦେଇଛି ଆମବସ୍। ପ୍ରତିଦିନ ଆମବସ୍ କେଉଁଠି ନା କେଉଁଠି ଦୁର୍ଘଟଣା ଘଟାଉଥିବା ଖବର ଆସୁଛି। ଶନିବାର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ବାପ-ଝିଅଙ୍କୁ ଧକ୍କାଦେଇଛି…
Archives

