ମୁଖ୍ୟମନ୍ତ୍ରୀଙ୍କ ଭିଣୋଇ ସୋନି ମେହେଟ୍ଟାଙ୍କ ପରଲୋକ

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଣୋଇ ତଥା ଲେଖିକା ଗୀତା ମେହେଟ୍ଟାଙ୍କ ସ୍ବାମୀ ସୋନି ମେହେଟ୍ଟାଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୭୬ ବର୍ଷ ହୋଇଥିଲା। ଏନେଇ ଟୁଇଟରରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଭିଣୋଇଙ୍କ ମୃତ୍ୟୁରେ ସେ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ସମ୍ପାଦକ ଥିଲେ ବୋଲି ମୁଖ୍ୟମନ୍ତ୍ରୀ ନିଜ ଶୋକବାର୍ତ୍ତାରେ ପ୍ରକାଶ କରିବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri