ମୁଖ୍ୟମନ୍ତ୍ରୀଙ୍କ ରିଲଫ ପାଣ୍ଠିକୁ ୨୫ ହଜାର ସହାୟତା

ବାରିପଦା ଅଫିସ, ୭ା୪- ମହାମାରୀ କରୋନା ମୁକାବିଲା ପାଇଁ ବାରିପଦାର ବାସିନ୍ଦା ତଥା ଓଡ଼ିଶା ପ୍ରଶାସନିକ ସେବାର ଅବସରପ୍ରାପ୍ତ ଅଧିକାରୀ ବୈଦ୍ୟନାଥ କର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫାଣ୍ଡିକୁ ନିଜ ପେନଶନ ରାଶିରୁ ୨୫ ହଜାର ଟଙ୍କା ପ୍ରଦାନ କରିଛନ୍ତି। ମୟୂରଭଞ୍ଜ ଜିଲାପାଳଙ୍କ ପକ୍ଷରୁ ଭାରତୀୟ ପ୍ରଶାସନିକା ସେବାର ଶିକ୍ଷାନବିଶ ଅଧିକାରୀ ଭୁବନେଶ ଦେବୀଦାସ ପାଟିଲ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଚେକ୍‌ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉଠାଦୋକାନୀ ମହାସଂଘ ସହ ବିଏମ୍‌ସିର ଆଲୋଚନା

ଭୁବନେଶ୍ୱର, ୨୭।୧୨ (ବ୍ୟୁରୋ):ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ ଉଠାଦୋକାନୀ ମହାସଂଘ ସହ ଆଲୋଚନା କରିଛି ବିଏମ୍‌ସି। ସୋମବାର ଉତ୍ତର ବିଏମ୍‌ସି କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ମହାସଂଘର ୧୦...

ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବକୁ ଆରମ୍ଭ ହେଲା ବସ୍‌ ସେବା

ମାଲକାନଗିରି/ଚିତ୍ରକୋଣ୍ଡା,୧୧ା୭(ଡି.ଏନ.ଏ.)-ମାଲକାନଗିରି ଜିଲାପାଳ ମନୀଷ ଅଗ୍ରୱାଲଙ୍କ ଉଦ୍ୟମରେ ଶୁକ୍ରବାରଠାରୁ ସ୍ବାଭିମାନ ଅଞ୍ଚଳର ଯୋଡାମ୍ବକୁ ବସ୍‌ ଚଳାଚଳ ଆରମ୍ଭ ହୋଇଛି। ମାଲକାନଗିରି ସଦର ମହକୁମାରୁ ଚିତ୍ରକୋଣ୍ଡାର ଯୋଡ଼ାମ୍ବକୁ ଏହି...

ଜଙ୍ଗଲରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ପାଟଣା,୧୯।୧: କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ଉଦୟପୁର ବିଟ୍‌ ବଲାଣି ପଶି ଗ୍ରାମ୍ୟ ଜଙ୍ଗଲରେ ମଙ୍ଗଳବାର କିଛି ଦୁର୍ବୁତ୍ତ ନିଆଁ ଲଗାଇ ଦେଇଥିବା ଜଣାପଡିଛି।...

ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭ ଛୁଇଁଲା

ଭୁବନେଶ୍ୱର,୨୩।୪(ବ୍ୟୁରୋ) – ରାଜ୍ୟରେ ପୁଣି ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮୭ରେ ପହଁଚିଛି। ଏ ସମ୍ପର୍କରେ ଗୁରୁବାର ରାଜ୍ୟ...

ଘଟଣାସ୍ଥଳରୁ ଫେରିଲେ ସିବିଆଇ ଟିମ୍‌

ବାଲେଶ୍ୱର ଅଫିସ,୬।୬: ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣାସ୍ଥଳରୁ ସିବିଆଇ ଟିମ୍‌ ଛାନଭିନ କରି ଫେରିଛନ୍ତି। ପ୍ରାଥମିକ ତଦନ୍ତ ସାରି ସିବିଆଇ ଟିମ୍‌ ଫେରିଛନ୍ତି। ମଙ୍ଗଳବାର...

ବିଧାନସଭା ପ୍ରବେଶ ପାଇଁ କୋଭିଡ୍‌ ପରୀକ୍ଷା ବାଧ୍ୟତାମୂଳକ ନୁହେଁ: ବାଚସ୍ପତି

ଭୁବନେଶ୍ୱର,୩ା୨(ବ୍ୟୁରୋ): ଆସନ୍ତା ୧୮ ତାରିଖରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ। ତେବେ ଚଳିତ ଅଧିବେଶନ ପାଇଁ କୋଭିଡ୍‌ ପରୀକ୍ଷା ବାଧ୍ୟତାମୂଳକ ହେବ ନାହିଁ। ଏହା...

ମିଳିଲା ଆଉ ୫୦ କ୍ରିପ୍ଟୋ ୱାଲେଟ୍‌

ଭୁବନେଶ୍ୱର,୪।୧୧ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ଭୁବନେଶ୍ୱର ସର୍କଲର ଅତିରିକ୍ତ...

ଶ୍ରୀମନ୍ଦିର କାର୍ଯ୍ୟାଳୟ ଆଗରେ ବ୍ରାହ୍ମଣଙ୍କ ବିକ୍ଷୋଭ

ପୁରୀ ଅଫିସ,୧୬ା୧: ଶ୍ରୀମନ୍ଦିର ଆନନ୍ଦ ବଜାରରୁ ବ୍ରାହ୍ମଣଙ୍କୁ ବାହାର କରିଦିଆଯିବାକୁ ନେଇ ବ୍ରାହ୍ମଣଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ବୁଧବାର ଆନନ୍ଦ ବଜାର ବ୍ରାହ୍ମଣ କ୍ରିୟାନୁଷ୍ଠାନ...

Advertisement
Archives

Model This Week