ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧୪ ସରପଞ୍ଚ ଦେଲେ ୩ ମାସର ଭତ୍ତା

ସୋନପୁର,୬।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସୋନପୁର ବ୍ଳକର ସମସ୍ତ ୧୪ପଞ୍ଚାୟତର ସରପଞ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସେମାନଙ୍କ ୩ ମାସର ଭତ୍ତା/ଦରମା ବାବଦ ୭୮ହଜାର ୯୬୦ଟଙ୍କା ପ୍ରଦାନ କରିଛନ୍ତି। ବିଶିମୁଣ୍ଡା ସରପଞ୍ଚ ମଧୁସୂଦନ ଓତା ସୁବର୍ଣ୍ଣପୁର ପିଡି ଡିଆରଡିଏ ଶରତ ଚନ୍ଦ୍ର ପଣ୍ଡାଙ୍କ ଉପସ୍ଥିତିରେ ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ଏହି ଚେକ୍‌ ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କନିଷ୍ଠ ଶିକ୍ଷକଙ୍କୁ training

କର୍ଲାମୁଣ୍ଡା,୧୯।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମଗ୍ର ଶିକ୍ଷା ଆନୁକୂଲ୍ୟରେ ସ୍ଥାନୀୟ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ ବ୍ଲକ୍‌ସ୍ତରୀୟ ପଞ୍ଚଦିବସୀୟ...

ଥାନାର ଦ୍ବାରସ୍ଥ ହେଲେ ଏସ୍‌ଏଚ୍‌ଜି ମହିଳା

ଥୁଆମୂଳ ରାମପୁର,୧୯ା୨ (ଦୁର୍ଗା କୀର୍ତ୍ତି): ସାମଗ୍ରୀ ଚୋରି ନେଇ ଥୁଆମୂଳ ରାମପୁର ବ୍ଲକର ୪ ଏସ୍‌ଏଚ୍‌ଜି ମହିଳା ଥାନାର ଦ୍ବାରସ୍ଥ ହୋଇଛନ୍ତି। ଅଭିଯୋଗକ୍ରମେ ବ୍ଲକର ନବରନ୍ନ...

ହଠାତ ମଣ୍ଡିରେ ପହଞ୍ଚିଗଲେ ତହସିଲଦାର: ସ୍ଥତି ଅନୁଧ୍ୟାନ କରି…

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ବିଭିନ୍ନ ପଞ୍ଚାୟତରେ ଥିବା ଧାନ ମଣ୍ଡିଗୁଡିକୁ ବୁଲି ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର ଅନୁଧ୍ୟାନ କରିଛନ୍ତି। ପୂର୍ବାହ୍ନରେ ସନ୍ତୋଷପୁର ଓ଼...

ଆରପାରିରେ ପୂର୍ବତନ ଏମ୍‌ପି ମୃତ୍ୟୁଞ୍ଜୟ ନାୟକ

ଫୁଲବାଣୀ,୧୯।୨(ରାକେଶ କୁମାର ରାଉତ): ଆରପାରିରେ ପୂର୍ବତନ ଏମ୍‌ପି ମୃତ୍ୟୁଞ୍ଜୟ ନାୟକ। କଂଗ୍ରେସରୁ ୩ ଥର ଜିତି ଏମ୍‌ପି ହୋଇଥିବା ଫୁଲବାଣୀର ମୃତ୍ୟୁଞ୍ଜୟ ନାୟକ(୭୨)ଙ୍କ ମଙ୍ଗଳବାର ସନ୍ଧ୍ୟାରେ...

ଟ୍ରାଫିକ୍‌ ନିୟମ ମାନିଲେ ମିଳିବ ଏମିତି ଉପହାର

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଟାଉନ ଥାନା ପୋଲିସ ପକ୍ଷରୁ ମଙ୍ଗଳବାର ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ ସଚେତନତା ଶୋଭାଯାତ୍ରା ଥାନାରୁ...

ବିବାହ ଶୋଭାଯାତ୍ରାରେ ତୁମୁଳକାଣ୍ଡ: ଶୋଭାଯାତ୍ରା ଗାଡି ଚାଳକଙ୍କ ଭୁଜାଲି ମାଡରେ , ଯୁବକ ଗୁରୁତର

ହିଞ୍ଜିଳିକାଟୁ, ୧୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶ୍ରଦ୍ଧାପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ବିବାହ ଶୋଭାଯାତ୍ରା ଚାଲିଥିବା ବେଳେ କୌଣସି କଥାକୁ...

ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନାହାର -ଚେନ

ହିଞ୍ଜିଳିକାଟୁ, ୧୮।୨(ଦ୍ବିତୀକୃଷ୍ଣ ପଣ୍ଡା) : ଗତ କିଛି ମାସର ବ୍ୟବଧାନ ପରେ ହିଞ୍ଜିଳି ଥାନା ଇଲାକାରେ ପୁଣିଥରେ ଲୁଟେରା ଗ୍ୟାଙ୍ଗଙ୍କ ପାର୍ଦୁଭାବ ଦେଖିବାକୁ ମିଳିଛି। ଜୈନିକ...

ଲାଞ୍ଜିଗଡ଼ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ

ଲାଞ୍ଜିଗଡ଼,୧୮/୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଶ୍ଵନାଥପୁର ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା କାର୍ଯ୍ୟକ୍ରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri