ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଦାନ

ଖୋର୍ଦ୍ଧା ଅଫିସ,୧୧ା୪: କରୋନା ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ମିନି ଟ୍ରକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ହଜାର ଟଙ୍କା ପ୍ରଦାନ କରାଯାଇଛି। ସଂଘର ଆଇନ ପରାମର୍ଶଦାତା ନରେନ୍ଦ୍ର ପୃଷ୍ଟି, କୋଷାଧ୍ୟକ୍ଷ ମାନସ ରଞ୍ଜନ ବୈରୀଗଞ୍ଜନ ପ୍ରମୁଖ ଏସ୍‌ପି ଅଜୟ ପ୍ରତାପ ସ୍ବାଇଁଙ୍କୁ ଏହି ଅର୍ଥ ପ୍ରଦାନ କରିଥିଲେ। ସେହିପରି ସାମାଜିକ କର୍ମୀ ରମେଶ ବଡଜେନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫୦୦୧ ଟଙ୍କାର ଏକ ଚେକ୍‌ ଏସ୍‌ପିଙ୍କୁ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବ୍ୟାଙ୍କ ମ୍ୟାନେଜରଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ : ଗ୍ରୀଲ ଭାଙ୍ଗି ନେଇଗଲେ …

କୋକସରା,୨୯।୧୦(ଡି.ଏନ.ଏ): କଳାହାଣ୍ଡି ଜିଲା କୋକସରା ଥାନା ଟେମରା ହଂସପଡା ଗାଁର ପୂର୍ବତନ ବ୍ୟାଙ୍କ ମ୍ୟନେଜର ନରେନ୍ଦ୍ର ନାଏକଙ୍କ ଘରେ ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ କଳାକନା...

ରାଜଧାନୀ ଏକ୍ସପ୍ରେସ୍‌ରେ ପ୍ରଦର୍ଶିତ ହେବ କଳା, ସଂସ୍କୃତି

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜଧାନୀ ଏକ୍ସପ୍ରେସ୍‌ରେ ସ୍ଥାନ ପାଇବ ଓଡ଼ିଶାର କଳା, ସଂସ୍କୃତି ଓ ଐତିହ୍ୟ। ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସର ବହିର୍ବିଭାଗରେ ଉଚ୍ଚ ମାନର ଭିନାଇଲ ବ୍ୟବହାର...

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୭୧, ସୁସ୍ଥ ହେଲେ ୯୯

ନୂଆଦିଲ୍ଲୀ,୩୦।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସୋମବାର ସକାଳ ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୧୦୭୧ରେ।...

ରାଜ୍ୟରେ ଚତୁର୍ଥ କରୋନା ରୋଗୀ ଚିହ୍ନଟ ପରେ ମାଲକାନଗିରି ଜିଲା ପ୍ରଶାସନର ତତ୍ପରତା

ମାଲକାନଗିରି,୧ା୪(ଡି.ଏନ୍‌.ଏ.): ରାଜ୍ୟରେ ମଙ୍ଗଳବାର କରୋନା ଭାଇରସ୍‌ରେ ପୀଡ଼ିତ ଚତୁର୍ଥ ରୋଗୀ ଚିହ୍ନଟ ପରେ ମାଲକାନଗିରି ଜିଲାରେ ଏହାର ପ୍ରଭାବ ପଡ଼ିଛି। କାରଣ ଜିଲାରୁ ଅଧିକାଂଶ ଶ୍ରମିକ...

ପୁଣି ମାଓବାଦୀଙ୍କ ବର୍ବରତା: ଠିକାଦାରଙ୍କୁ ହତ୍ୟା କରି ଜାହିର କଲେ ସ୍ଥିତି

ମାଲକାନଗିରି,୧୭ା୧୨(ଡି.ଏନ୍‌.ଏ.): ଦୀର୍ଘଦିନର ନୀରବତା ପରେ ପୁଣି ମାଓବାଦୀମାନେ ବର୍ବର କାଣ୍ଡ ଭିଆଇ ନିଜର ସ୍ଥିତି ଜାହିର କରିଛନ୍ତି। ଠିକାଦାରଙ୍କୁ ହତ୍ୟା କରି ରାସ୍ତା କାର୍ଯ୍ୟରେ ନିୟୋଜିତ...

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ସରକାରଙ୍କ ପ୍ରସ୍ତୁତି

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଉତ୍ତର ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ଉତ୍ତର ଓ ଓ ସୁନ୍ଦରବନ ମଧ୍ୟରେ ସ୍ଥଳଭାଗ...

ଲକ୍‌ଡାଉନ୍‌କୁ ନେଇ ପୁରୀ ପୋଲିସର କଡ଼ା ଆଭିମୁଖ୍ୟ: ୩୦ ବାଇକ୍‌ ଜବତ, ସାମାଜିକ ଦୂରତ୍ୱ ରକ୍ଷା ଲାଗି ବ୍ୟବସାୟୀଙ୍କୁ ତାଗିଦ୍‌

ପୁରୀ ଅଫିସ,୨୫।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ହୋଇଥିବା ଲକ୍‌ଡାଉନ୍‌କୁ କଡ଼ାକଡ଼ି କରିବା ଲାଗି ପୁରୀ ପୋଲିସ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୁଧବାର...

ମାଓବାଦୀ ମୁକ୍ତ ସତ୍ତ୍ୱେ ସତର୍କ ରହିବା: ଏସ୍‌ପି

ଅନୁଗୋଳ ଅଫିସ୍‌, ୧୧ା୭ – ଅନୁଗୋଳ ଜିଲାରେ ଏବେ ମାଓବାଦୀଙ୍କ ଚଳପ୍ରଚଳ ନାହିଁ। ଗତ ଦୁଇ ବର୍ଷ ମଧ୍ୟରେ ମାଓବାଦୀଙ୍କ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ।...

Advertisement
Archives

Model This Week