ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩,୬୧,୮୧୭ ଟଙ୍କା ଦାନ

ସୋନପୁର,୨୧।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସୁବର୍ଣ୍ଣପୁର ଜିଲା ଠିକାଦାର ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ଲକ୍ଷ ୬୧ହଜାର ୮୧୭ଟଙ୍କା ପ୍ରଦାନ କରିଛନ୍ତି। ସଂଘ ସଭାପତି ଜୟମାଧବ ମିଶ୍ର ମଙ୍ଗଳବାର ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ଏହି ଚେକ୍‌ ପ୍ରଦାନ କରିଛନ୍ତି । କାର୍ଯ୍ୟକାରୀ କମିଟି ସଭ୍ୟ ନନ୍ଦଲାଲ ପୁରୋହିତ, ରମେଶ ପୂଜାରୀ, ସାଧାରଣ ସମ୍ପାଦକ ଶ୍ରୀକାନ୍ତ ମହାନ୍ତି, କୋଷାଧ୍ୟକ୍ଷ ରାମ ନାରାୟଣ ମିଶ୍ର ଓ କିଶୋର ବେହେରା ଉପସ୍ଥିତ ଥିଲେ। ଏହି ସହାୟତା ରାଶି ପ୍ରଦାନରେ ଜିଲା ଠିକାଦାର ସଂଘର ୧୦୯ ଜଣ ସଭ୍ୟଙ୍କ ସହଯୋଗ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର

କେନ୍ଦୁଝର,୧୯ା୪(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଦେଉଳଡିହାଠାରେ ରବିବାର ଦନ୍ତା ହାତୀ ଆକ୍ରମଣରେ ଜଣେ ବୃଦ୍ଧା ଗୁରୁତର ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ପ୍ରଥମେ...

ବାଘଙ୍କୁ ବିପଦ ବାର୍‌ହା ଫାଶ

ଅନୁଗୋଳ ଅଫିସ, ୫ା୧: ବାର୍‌ହା ଶିକାର ଉଦ୍ଦେଶ୍ୟରେ ଜଙ୍ଗଲରେ ବିଛାଯାଉଛି ବିଦ୍ୟୁତ୍‌ ଫାଶ। ଫଳରେ କେତେବେଳେ ଏଥିରେ ଲାଗି ହାତୀ ତ ଆଉ କେବେ କଲରାପତରିଆ...

ହାଇୱା ଧକ୍କାରେ ଚାଲିଗଲା ଖବରଦାତାଙ୍କ ଜୀବନ

କେନ୍ଦୁଝର,୧୨ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଟାଉନ ଥାନା ଜୁଡ଼ିଆ ଘାଟି ନିକଟ ୪୯ ନମ୍ବର ଜାତୀୟ ରାଜପଥ ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ନିକଟରେ ରବିବାର ଏକ ହାଇୱା...

ଲାଞ୍ଚ ନେଇ କଲେଜ ଅଧ୍ୟକ୍ଷା ଗିରଫ

ବଙ୍ଗୋମୁଣ୍ଡା,୧୯।୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଯୁକ୍ତ୨ ଜୁନିୟର କଲେଜ ଅଧ୍ୟକ୍ଷା ମିନତୀ ରଥ ଲାଞ୍ଚ ନେଇ ସୋମବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। କଲେଜରେ...

ସଂକ୍ରମିତଙ୍କ ଘରେ ପହଞ୍ଚାଯାଉଛି ଖାଦ୍ୟ

କେନ୍ଦୁଝର,୧୮।୫(ସ୍ବ.ପ୍ର.)-କରୋନା ମହାମାରୀ ଧିରେ ଧିରେ ସହରଠାରୁ ଗ୍ରାମାଞ୍ଚଳକୁ ବ୍ୟାପିବାରେ ଲାଗିଛି। ଫଳରେ ସଂକ୍ରମଣକୁ ନେଇ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହେଉଛି। ଲୋକେ ପଦାକୁ ବାହାରିବା...

ଏକାସାଙ୍ଗରେ ଚାଲିଗଲା ଶଳା, ଭିଣୋଇଙ୍କ ଜୀବନ

କାମାକ୍ଷାନଗର,୫।୫(ଡି.ଏନ୍‌.ଏ.): କାଜୁ ସଂଗ୍ରହ କରିବାକୁ ବଗିଚାକୁ ଯାଇଥିବା ବେଳେ ମାଡ଼ିଆସିଲା ତୋଫାନ। ପ୍ରବଳ ବେଗରେ ଝଡ଼ବର୍ଷା ହେବା ସହିତ ପଡ଼ିଲା ଚଡ଼କ। ଏଥିରେ ଲିଭିଗଲା ସମ୍ପର୍କୀୟ...

କଂଗ୍ରେସର ରୋଡ୍‌ ଶୋ: ଷ୍ଟାର ପ୍ରଚାରକ ସାମିଲ

ଝାରସୁଗୁଡ଼ା ଅଫିସ,୨୪ା୫: ବ୍ରଜରାଜନଗର ଉପନିର୍ବାଚନ ଯେତିକି ପାଖେଇ ଆସୁଛି ବିଭିନ୍ନ ଦଳର ପ୍ରଚାର ସେତିକି ଜୋର ଧରିବାରେ ଲାଗିଛି। କଂଗ୍ରେସର ଷ୍ଟାର ପ୍ରଚାରକମାନେ ଦଳୀୟ ପ୍ରାର୍ଥୀ...

ଦେଶୀ ବନ୍ଧୁକ ସହ ଶିକାରୀ ଗିରଫ

ସଜନାଗଡ଼, ୫।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡ଼ିହା ଅଭୟାରଣ୍ୟ ଭିତରେ ଦିନକୁ ଦିନ ଶିକାରୀମାନଙ୍କ ପ୍ରାର୍ଦୁଭାବ ବଢିବାରେ ଲାଗିଛି। ଏହାକୁ ରୋକିବା ପାଇଁ କୁଲଡ଼ିହା...

Advertisement
Archives

Model This Week