ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨ଲକ୍ଷ ୬୧ହଜାର ଦେଲେ

ବରଗଡ଼ ଅଫିସ୍‌,୨୨।୪: କରୋନା ମୁକାବିଲା ପାଇଁ ବରଗଡ଼ ଜିଲା କଣ୍ଟ୍ରାକ୍ଟରସ୍‌ ଆସୋସିଏଶନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨ଲକ୍ଷ ୬୧ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି । ଆସୋସିଏଶନର କର୍ମକର୍ତ୍ତାମାନେ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କ ଉପସ୍ଥିତିରେ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ଭେଟି ଏ ନେଇ ଏକ ଚେକ୍‌ ପ୍ରଦାନ କରିଥିଲେ । ଏହା ପ୍ରଦାନ ସମୟରେ ଜିିଲା କଣ୍ଟ୍ରାକ୍ଟରସ୍‌ ଆସୋସିଏଶନର କର୍ମକର୍ତ୍ତା, ସଭ୍ୟବୃନ୍ଦ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଦାଣ୍ଡରେ ଯୁବକଙ୍କୁ ହତ୍ୟା ଘଟଣା : ହତ୍ୟାକାରୀ ଅଟକ, ରକ୍ତଭିଜା ଖଣ୍ଡା ଜବତ

ପୁରୁଷୋତ୍ତମପୁର,୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭୂତସରସିଙ୍ଗି ପଞ୍ଚାୟତର କଇଠଡ଼ା ଗ୍ରାମରେ ଶନିବାର ରାତିରେ ଡାକ୍ତର ପ୍ରଧାନଙ୍କୁ ସର୍ବସମ୍ମୁଖରେ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା।...

ପୁରୀ ମାରାଥନ୍‌: ସମ୍‌ସଦ୍‌ ଆରା, ମୁକୁନ୍ଦ ଚାମ୍ପିଅନ

ପୁରୀ ଅଫିସ,୨୩।୧: ପ୍ରାକୃତିକ ବିପର୍ଯ୍ୟୟ ସଚେନତନା ସୃଷ୍ଟି ନିମନ୍ତେ ଗୁରୁବାର ସକାଳେ ପୁରୀରେ ମିନି ମାରାଥନ୍‌ ଅନୁଷ୍ଠିତ ହୋଇଯାଇଛି। ମହିଳାବର୍ଗରେ ସମ୍‌ସଦ୍‌ ଆରା ବେଗମ୍‌ ଏବଂ...

ଓଲଟିଲା ଯାତ୍ରୀବାହୀ ବସ୍‌: ୧ ମୃତ, ୪ ଗୁରୁତର

ରାୟଗଡା ଅଫିସ, ୩୦।୧: ରାୟଗଡ଼ା ଜିଲା ବିଷମ କଟକ ଥାନା ଅଧୀନ ବେଠିଆପଡା ନିକଟରେ ଶନିବାର ଭାରସାମ୍ୟ ହରାଇ ‘ରଘୁନାଥ’ ନାମକ ଏକ ଯାତ୍ରୀବାହୀ ବସ୍‌...

କୃଷିବୀମାରେ ଅନିୟମିତତା, ଆନ୍ଦୋଳନ ପାଇଁ ସଜବାଜ

ପଦ୍ମପୁର, ୨୮।୭ (ଡି.ଏନ.ଏ):ପଦ୍ମପୁର ଅଞ୍ଚଳର ଚାଷୀମାନଙ୍କୁ ବୀମା କମ୍ପାନୀ ଚଞ୍ଚକତା କରିଥିବାରୁ ଚାଷୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏ ସମ୍ପର୍କରେ ପ୍ରଶାସନକୁ ବହୁବାର ଜଣାଇଥିଲେ...

ଅସୁରକ୍ଷିତ ବୈତରଣୀ ସୁରକ୍ଷାବନ୍ଧ

ଆନନ୍ଦପୁର,୨୩।୬(ସ୍ବ.ପ୍ର.)- ବନ୍ୟା ଦାଉରୁ ଆନନ୍ଦପୁର ପୌରପରିଷଦ ଏବଂ ଆନନ୍ଦପୁର ବ୍ଲକ ଅଞ୍ଚଳର ଅନେକ ସ୍ଥାନର ସୁରକ୍ଷା ଦୃଷ୍ଟିରୁ ୨୦୧୬ ମାର୍ଚ୍ଚ ୧ ତାରିଖ ଦିନ ବୈତରଣୀ...

ଧାନ ଫସଲରେ କାଣ୍ଡବିନ୍ଧା ପୋକ, ଚିନ୍ତାରେ ଚାଷୀ

ଡୁବୁରୀ,୧୬ା୯(ଡି.ଏନ୍‌.ଏ.)- ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅଧୀନ ଡୁବୁରୀ ଓ ଆଖପାଖ ଅଞ୍ଚଳର ଧାନ ଫସଲରେ ଏବେ କାଣ୍ଡବିନ୍ଧା ପୋକଙ୍କ ପାଦୁର୍ଭାବ ବୃଦ୍ଧି ପାଇଛି। ଅଞ୍ଚଳର...

ଗୁଧିରାମପଡ଼ାରେ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ପାଟଣା, ୧୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣିଘାଟି ପଞ୍ଚାୟତ ଗୁଧିରାମପଡ଼ା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଜଣେ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା କରାଯାଇଥିଲା। ୫...

ହ୍ୟୁମାନ ସାଗର-ଶ୍ରୀୟାଙ୍କ ପାରିବାରିକ ବିବାଦ ତୁଟିଲା

କଟକ ଅଫିସ,୩୦ା୧: କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଏବଂ ସ୍ତ୍ରୀ ଶ୍ରୀୟା ମିଶ୍ରଙ୍କର ପାରିବାରିକ ବିବାଦ ତୁଟିଥିବା ନେଇ ଏସ୍‌ପି ଅମିତାଭ ମହାପାତ୍ର ସୂଚନା ଦେଇଛନ୍ତି। ସେ...

Advertisement
Archives

Model This Week