ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୫ ହଜାର ଟଙ୍କା ପ୍ରଦାନ

ଗୁଡଭେଲା,୨୪ା୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅନ୍ତର୍ଗତ ଧାନଘରା ଗ୍ରାମର ମା’ଲକ୍ଷ୍ମୀ ନାରାୟଣୀ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ୫ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଗୁଡଭେଲା ସିଡିପିଓ ସୌଦାମିନୀ ପ୍ରଧାନଙ୍କ ଜରିଆରେ ପ୍ରଦାନ କରିଛନ୍ତି। କରୋନା ମୁକାବିଲା ପାଇଁ ଉକ୍ତ ପାଣ୍ଠିକୁ ସହଯୋଗର ହାତ ବଢ଼ାଇବା ପାଇଁ ସିଡିପିଓ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାକାର ହେଉନି ସେତୁ ସ୍ବପ୍ନ

(ସଚ୍ଚିଦାନନ୍ଦ ପ୍ରଧାନ) କଣିହାଁ ,୨୩।୧୨ – ଟିକିରା ନଦୀରେ ସେତୁଟିଏ ପାଇଁ ବର୍ଷ ବର୍ଷ ଧରି ଲୋକେ ଦାବି କରିଆସୁଥିଲେ। ଜିଲା ଖଣିଜ ପାଣ୍ଠିରୁ ୧୪...

ପୋଲ ନାହିଁ,ନଦୀ ଭିତରେ ପଶି ଯାତାୟାତ କରୁଛନ୍ତି ଲୋକେ

ଦାରିଙ୍ଗବାଡ଼ି,୧୩ା୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦାସିଂବାଡ଼ି ପଞ୍ଚାୟତର ଗଡ଼ାପାକାଲି ଗ୍ରାମକୁ ଏବେ ବ୍ଲକ ପ୍ରଶାସନ ଫୋକସ କରୁଛି। ଗାଁକୁ ରାସ୍ତା ସଂପ୍ରସାରଣ ସହ ଚାଷଜମି...

ନିରାଶ ହେଲେ ଭାଜପା ଏମ୍‌ପି ଅନନ୍ତ ନାୟକଙ୍କ ସମର୍ଥକ

ଆନନ୍ଦପୁର,୨୫ା୫(ସ୍ବ.ପ୍ର.): ମୋଦି ଲହର ସାଙ୍ଗକୁ ବିଜୟୀ ହେବାର ଆଶା କେନ୍ଦୁଝର ଜିଲା ଭାଜପା ଏମ୍‌ପି ପ୍ରାର୍ଥୀ ଅନନ୍ତ ନାୟକଙ୍କ ସପକ୍ଷରେ ରହି ଆସିଥିବାବେଳେ ଭୋଟଗଣତି ପରେ...

ରାସ୍ତା ଜାମ୍‌ : ଠିକ୍‌ ସମୟରେ ପରୀକ୍ଷା କେନ୍ଦ୍ରରେ ପହଞ୍ଚି ପାରୁନାହାନ୍ତି ମାଟ୍ରିକ୍‌ ଛାତ୍ରୀଛାତ୍ର

ଆନନ୍ଦପୁର,୨୨।୨(ସ୍ବ.ପ୍ର.): ମାଟ୍ରିକ୍‌ ପରୀକ୍ଷାକୁ ଦୃଷ୍ଟିରେ ରଖି କେନ୍ଦୁଝର ଜିଲାପାଳ ଖଣିଜ ପଦାର୍ଥ ପରିବହନ କରୁଥିବା ଗାଡ଼ିଗୁଡିକର ଯାତାୟାତକୁ ଭୋର ୫ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପ୍ରତିବନ୍ଧକ...

ଲକ୍‌ଡାଉନ୍‌ ଦେଲା ନିଖୋଜ ପୁଅର ଠିକଣା

ନବରଙ୍ଗପୁର,୬ା୫(ବି.ପ୍ର.)- ଲକ୍‌ଡାଉନ୍‌ ସମୟରେ ମା’ ବାପାଙ୍କୁ ମିଳିଲା ଖୁସି ଖବର। ୧୫ ବର୍ଷ ହେଲା ନିଖୋଜ ବୋଲି ଭାବୁଥିବା ପୁଅର ଠିକଣା ପାଇଛନ୍ତି। ପୁଅର ପତ୍ତା...

ଓଡ଼ିଶା ଫେରିବ ଡାକୋଟା ବିମାନ

ପୁରୀ ଅଫିସ,୧୭।୧୨: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସ୍ମୃତି ସହ ଜଡ଼ିତ ଡାକୋଟା ବିମାନ ଓଡ଼ିଶା ଫେରିବା ସମ୍ଭାବନା ସୃଷ୍ଟି ହୋଇଛି। ଏହି ବିମାନକୁ ଓଡ଼ିଶାକୁ...

‘ରହଣି’ରେ ରାଜ୍ୟର ଦ୍ୱିତୀୟ ସୈନିକ ସ୍କୁଲ

ଢେଙ୍କାନାଳ ଅଫିସ,୨୮।୩: ଭୁବନେଶ୍ୱର ପରେ ରାଜ୍ୟର ଦ୍ୱିତୀୟ ସୈନିକ ସ୍କୁଲ ଢେଙ୍କାନାଳ ଜିଲାର ଆଦିବାସୀ ବହୁଳ କଙ୍କଡ଼ାହାଡ଼ ବ୍ଲକର ‘ରହଣି’ଠାରେ ପ୍ରତିଷ୍ଠା ହେବ। ଆସନ୍ତା ଶିକ୍ଷାବର୍ଷରୁ...

ବିଦ୍ୟାଳୟ ଯିବାକୁ କାଠପୋଲ ଭରସା

ଆର.ଉଦୟଗିରି,୧୭।୮(ଡି.ଏନ.ଏ.): ଛାତ୍ରୀଛାତ୍ରମାନଙ୍କୁ ଗୁଣାମ୍ଭକ ଶିକ୍ଷା ପ୍ରଦାନ କରି ସ୍ମାର୍ଟ କରାଇବା ଉଦ୍ଦେଶ୍ୟରେ ଅନେକ ଯୋଜନା ମଧ୍ୟମରେ ରାଜ୍ୟ ସରକାର ରାଜକୋଷରୁ ବ୍ୟୟ କରୁଛନ୍ତି କୋଟି କୋଟି...

Advertisement
Archives

Model This Week